ଯୁଦ୍ଧ ଭିତରେ ଚାଇନା କଲା ବଡ଼ ଘୋଷଣା, ବିଶ୍ୱରେ ଚହଳ!

ଯୁଦ୍ଧ ଭିତରେ ଚାଇନା କଲା ବଡ଼ ଘୋଷଣା, ବିଶ୍ୱରେ ଚହଳ! ନୂଆଦିଲ୍ଲୀ,୧୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ତୈଳ ଯୋଗାଣ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ବିଶ୍ୱ ଶକ୍ତି ବଜାର କ୍ରମଶଃ ଅସ୍ଥିର ହେବାରେ ଲାଗିଛି। ଅନେକ ଦେଶରେ ତୈଳ ଏବଂ ଗ୍ୟାସର ଉପଲବ୍ଧତା ନେଇ ଚିନ୍ତା…

ହେବ କି ପରମାଣୁ ଆକ୍ରମଣ? ରିପୋର୍ଟରୁ ଜଣାପଡ଼ିଲା ଏମିତି…

ତେହରାନ,୧୨ା୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ପରେ ପାରସ୍ୟ ଉପସାଗରର ପରିସ୍ଥିତି କ୍ରମାଗତ ଭାବରେ ଖରାପ ହେଉଛି। ଏହି ସମୟରେ ଅନୁମାନ ଆରମ୍ଭ ହୋଇଛି ଯେ, ଯଦି ପରିସ୍ଥିତି ଖରାପ ହେବାକୁ ଲାଗେ ତେବେ…

ମଧ୍ୟପ୍ରାଚ୍ୟ ଯୁଦ୍ଧ; ସାଉଦି ଆରବକୁ ନେଇ ବଡ଼ ବୟାନ ଜାରି କଲା ପାକିସ୍ତାନ, ସମସ୍ତେ ଛାନିଆ!

ନୂଆଦିଲ୍ଲୀ,୧୨।୩: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ପାକିସ୍ତାନ ସାଉଦି ଆରବ ପ୍ରତି ତାର ଦୃଢ଼ ପ୍ରତିବଦ୍ଧତାକୁ ଦୋହରାଇଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜଣେ ବରିଷ୍ଠ ଅଧିକାରୀ ସ୍ପଷ୍ଟ କରିଛନ୍ତି ଯେ ପାକିସ୍ତାନ ସାଉଦି ଆରବକୁ ସହାୟତା…

ପୁଣି ସିଟ୍‌କୁ ଫେରିଲେ ଓମ୍‌ ବିର୍ଲା

ନୂଆଦିଲ୍ଲୀ,୧୨।୩: ଅନାସ୍ଥା ପ୍ରସ୍ତାବ ଖାରଜ ପରେ ଲୋକସଭା ବାଚସ୍ପତି ଆସନରେ ବସିଛନ୍ତି ଓମ୍‌ ବିର୍ଲା। ଏହି ଅବସରରେ ବାଚସ୍ପତି ବିରୋଧୀଙ୍କ ପ୍ରତିଟି ଅଭିଯୋଗର ଉତ୍ତର ରଖିଛନ୍ତି। ଗୃହର କୌଣସି ସଦସ୍ୟ ନିୟମ ଊଦ୍ଧର୍‌ବରେ ନୁହଁନ୍ତି…

ଜଙ୍ଗଲରେ ବ୍ୟାପିଲାଣି ନିଆଁ, ରୋକିବା ପାଇଁ ଅଣ୍ଟାଭିଡ଼ିଲେ ଜିଲାପରିଷଦ ସଭ୍ୟ

ପରଜଙ୍ଗ,୧୨ା୩(ନିଗମାନନ୍ଦ ଦଳବେହେରା): ଦିନକୁ ଦିନ ଖରାର ପ୍ରକୋପ ବୃଦ୍ଧି ପାଉଥିବା ବେଳେ ଢେଙ୍କାନାଳ ବନଖଣ୍ଡର ମହାବିରୋଡ୍‌ ବନାଞ୍ଚଳରେ ଥିବା ଜଙ୍ଗଲଗୁଡ଼ିକରେ ନିଆଁ ଲାଗିବା ଆରମ୍ଭ ହୋଇଛି। ଯାହା ଫଳରେ ଜଙ୍ଗଲରେ ଥିବା ବହୁ ମୂଲ୍ୟବାନ…

ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିଲେ ଅଧ୍ୟାପକ, ୪ଥର ଗର୍ଭନଷ୍ଟ ପରେ…

ବ୍ରହ୍ମପୁର,୧୨।୩ (ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବାରମ୍ବାର ଶାରିରୀକ ସମ୍ପର୍କ ରଖିବା ଓ ପରବର୍ତ୍ତୀ ସମୟରେ ପ୍ରତାରିତ କରିଥିବା ଜଣେ ଅଧ୍ୟାପକଙ୍କୁ ବୈଦ୍ୟନାଥପୁର ଥାନା ପୋଲିସ ଗିରଫ କରିଛି।…

ପୁଣି ଓଡ଼ିଶାକୁ ମିଳିଲା ବଡ଼ ଉପହାର: ମୋଦି-ଅଶ୍ବିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୩: ଓଡିଶାରେ ରେଳ ସଂଯୋଗୀକରଣକୁ ଅଧିକରୁ ଅଧିକ ଗୁରୁତ୍ୱ ଦେଇ କେନ୍ଦ୍ର ସରକାର ଓଡିଶା ସହିତ ଆସାମ ଓ ତେଲଙ୍ଗାନାକୁ ସଂଯୋଗ କରିବା ପାଇଁ ଏକ ନୂଆ ଅମୃତ ଭାରତ ଟ୍ରେନ ସେବା ଆରମ୍ଭ କରିବାକୁ ଅନୁମୋଦନ ଦେଇଛନ୍ତି। ଏହା ସହିତ…

ଦୂର ହେବ ଭାରତର ତେଲ ଚିନ୍ତା: ଆସିଲା ବଡ଼ ଖୁସି ଖବର

ନୂଆଦିଲ୍ଲୀ,୧୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସାଉଦି ଆରବର ଅଶୋଧିତ ତୈଳ ବହନ କରୁଥିବା ଏକ ବଡ଼ ଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ମୁମ୍ବାଇରେ ପହଞ୍ଚିଛି। ଜାହାଜଟି ହର୍ମୁଜ ଷ୍ଟ୍ରେଟ୍‌ ପାର ହୋଇ ଭାରତରେ ପହଞ୍ଚିଛି। ଏହା ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତାକୁ…

ଗ୍ୟାସ ସଙ୍କଟ ମଧ୍ୟରେ ମନ୍ତ୍ରୀମାନଙ୍କୁ ଚେତାବନୀ ଦେଲେ ପ୍ରଧାନମନ୍ତ୍ରୀ, ଗୁଜବ ପ୍ରଚାରକଙ୍କ ଉପରେ….

ନୂଆଦିଲ୍ଲୀ,୧୨।୩:  ଇରାନରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଦେଶର ଅଧିକାଂଶ ସ୍ଥାନରେ ଗ୍ୟାସର ଅଭାବ ଦେଖାଯାଉଛି । ଏଲପିଜି ସିଲିଣ୍ଡର ପାଇଁ ଲମ୍ବା ଧାଡ଼ି ନିରନ୍ତର ଖବର ଶିରୋନାମା ପାଲଟିଛି । ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମନ୍ତ୍ରୀମାନଙ୍କୁ ଆତଙ୍କ ସୃଷ୍ଟି…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ, ଛାନିଆ ହେଲା ଆମେରିକା!

ନୂଆଦିଲ୍‌ଲୀ,୧୨।୩: ଭାରତୀୟ ବାୟୁସେନା ତାର ଲଢ଼ୁଆ ବିମାନ ଅଭାବକୁ ପୂରଣ କରିବା ପାଇଁ ଫ୍ରାନ୍ସ ସହିତ ୧୧୪ଟି ରାଫେଲ ଲଢ଼ୁଆ ବିମାନ ପାଇଁ ଏକ ଚୁକ୍ତି ସ୍ୱାକ୍ଷର କରିବାକୁ ଯାଉଛି। ଏହା ସତ୍ତ୍ୱେ, ଭାରତର ସବୁଠାରୁ ବଡ଼ ଚିନ୍ତା ହେଉଛି ପଞ୍ଚମ…

ଆମେରିକାର ନୂଆ ଚାଲ୍‌: ଫସିଯିବ ଭାରତ, ଚାଇନା ବି….

ଓ୍ବାଶିଂଟନ୍‌,୧୨।୩: ଆମେରିକାର ଡୋନାଲ୍ଡ ଟ୍ରମ୍ପ ପ୍ରଶାସନ ଭାରତ, ଚାଇନା ଏବଂ ବାଂଲାଦେଶ ସମେତ ୧୬ ପ୍ରମୁଖ ବାଣିଜି୍ୟକ ଅଂଶୀଦାରଙ୍କ ବିରୋଧରେ ଏକ ନୂତନ ତଦନ୍ତ ଆରମ୍ଭ କରିଛି। ଏହି ତଦନ୍ତ ଆମେରିକା ବାଣିଜ୍ୟ ଆଇନ ୧୯୭୪ର ଧାରା ୩୦୧ ଅନୁଯାୟୀ କରାଯାଉଛି।…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସିଖବର: ଜୟଶଙ୍କରଙ୍କ ଗୋଟିଏ କଲ୍‌ରେ ବୁଝିଗଲା ଇରାନ, କଲା ଏମିତି କାମ…

ନୂଆଦିଲ୍ଲୀ,୧୨।୩: ଭାରତ ଏବଂ ଇରାନ ମଧ୍ୟରେ ଉଚ୍ଚସ୍ତରୀୟ କୂଟନୈତିକ ଆଲୋଚନା ଗୁରୁତ୍ୱପୂର୍ଣ୍ଣ ଫଳାଫଳ ଦେଇଛି। ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ଇରାନ ବୈଦେଶିକ ମନ୍ତ୍ରୀ ଆବାସ ଆରାଘଚିଙ୍କ ମଧ୍ୟରେ ଆଲୋଚନା ପରେ, ଇରାନ ଭାରତୀୟ ପତାକାଯୁକ୍ତ ଟ୍ୟାଙ୍କରଗୁଡ଼ିକୁ ହର୍ମୁଜ…

ଭାରତ ପାଇଁ ଆମେରିକା-ରୁଷିଆ ମୁହାଁମୁହିଁ, ବଡ଼ ଘୋଷଣା କରିଦେଲା…

ମସ୍କୋ,୧୨।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବା ପରେ, ଆମେରିକା ଭାରତକୁ ରୁଷୀୟ ତେଲ କିଣିବା ପାଇଁ 30 ଦିନର ଛାଡ ପ୍ରଦାନ କରିଥିବା ଦାବି କରିଥିଲା। ଆମେରିକାର ଅର୍ଥ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ବିଶ୍ୱ ତୈଳ ଯୋଗାଣରେ ବାଧା…

ଯୁଦ୍ଧ ବନ୍ଦ ପାଇଁ ଇରାନ ରଖିଲା ୩ ସର୍ତ୍ତ: ନ ମାନିଲେ ସାରା ବିଶ୍ୱରେ ପଡ଼ିବ ପ୍ରଭାବ

ମସ୍କୋ,୧୨।୩: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ୧୩ ଦିନ ଧରି ଚାଲିଛି। କିନ୍ତୁ ଏହା ବନ୍ଦ ହେବାର କୌଣସି ସଙ୍କେତ ନାହିଁ। ସମଗ୍ର ମଧ୍ୟପ୍ରାଚ୍ୟରେ ଇରାନର ଆକ୍ରମଣ ଜାରି ରହିଛି ଏବଂ ହୋର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ଦ୍ୱାରା ତେଲ…

ଭାରତକୁ ଫେରୁଥିବା ଜାହାଜ ଉପରେ ବଡ଼ ଆଟାକ୍‌, ଅନେକ ଭାରତୀୟଙ୍କ…

ନୂଆଦିଲ୍ଲୀ,୧୨।୩: ପଶ୍ଚିମ ଏସିଆରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷରେ ଦୁଇଜଣ ଭାରତୀୟ ନାଗରିକଙ୍କ ମୃତ୍ୟୁ ଘଟିଛି ଏବଂ ଜଣେ ନିଖୋଜ ଅଛନ୍ତି। ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରଣାଳୟ ବୁଧବାର କହିଛି ଯେ ଏହା ସଙ୍କଟ ଦ୍ୱାରା ପ୍ରଭାବିତ…

ଅଧରାତିରେ ପରିବାରର ୩ ଜଣଙ୍କୁ ହତ୍ୟା କରି ଫେରାର ବୃଦ୍ଧ: ଥାନାରେ ପହଞ୍ଚିଲେ ପୁଅ

ଦେବଗଡ଼,୧୨।୩(ଶଶାଙ୍କ ଶେଖର ଝାଙ୍କର) ଗୋଟିଏ ପରିବାରର ୩ ଜଣଙ୍କୁ ନିର୍ମମ ହତ୍ୟା। ଏଥିରେ କୁଣ୍ଢେଇଗୋଳା ଥାନା ଗରିଆପାଲି ଗ୍ରାମରେ ଘଟିଛି ଏହି ଲୋମଟାଙ୍କୁରା ହତ୍ୟାକାଣ୍ଡ। ସ୍ତ୍ରୀ, ବୋହୂ ଓ ନାତୁଣୀଙ୍କୁ ହାଣି ରମେଶ ଗରିଆ ଫେରାର୍‌ ଥିବା ଜଣାପଡ଼ିଛି। ବିଳମ୍ବିତ ରାତି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri