Posted inଜାତୀୟ

ମିଛର କାରଖାନା ଖୋଲିଛନ୍ତି ମୋଦି: ମଲ୍ଲିକାର୍ଜୁନ

ନୂଆଦିଲ୍ଲୀ,୩।୧୧: ନଭେମ୍ବର ୭ରେ ଛତିଶଗଡ ବିଧାନସଭାର ୨୦ଟି ଆସନରେ ନିର୍ବାଚନ ହେବାକୁ ଯାଉଛି। ପ୍ରଥମ ପର୍ଯ୍ୟାୟ ନିର୍ବାଚନର ତାରିଖ ପାଖେଇ ଆସୁଥିବାରୁ ଶାସକ କଂଗ୍ରେସର ବରିଷ୍ଠ ନେତାମାନେ ଏହି ଅଭିଯାନରେ ନିଜର ସମସ୍ତ ଶକ୍ତି ଲଗାଇ ଦେଇଛନ୍ତି। କଂଗ୍ରେସ ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଶୁକ୍ରବାର ଏକ ନିର୍ବାଚନ ରାଲିରେ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ଉପରେ ଖୁବ ବର୍ଷିଛନ୍ତି।

ଖାର୍ଗେ କହିଛନ୍ତି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ସ୍ବର୍ଗତ ଇନ୍ଦିରା ଗାନ୍ଧୀ ଏବଂ ପଣ୍ଡିତ ଜବାହର ଲାଲ ନେହେରୁଙ୍କୁ ସର୍ବଦା ପ୍ରଶଂସା କରିଥିଲେ, କିନ୍ତୁ ପ୍ରଧାନମନ୍ତ୍ରୀ ମୋଦି ଏବଂ ଭାଜପା ଶାସନ କ୍ଷମତା ପାଇବା ପରେ କଂଗ୍ରେସ ଏବଂ ଏହାର ପୂର୍ବତନ ନେତାମାନଙ୍କୁ ଦୁର୍ବ୍ୟବହାର କରିବା ଆରମ୍ଭ କରି ଦେଇଛନ୍ତି।
କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ସେ କହିଛନ୍ତି ଯେ କଂଗ୍ରେସ ପାର୍ଟି ଦେଶରେ ବଡ କାରଖାନା ଖୋଲିଛି। ବେଲ, ଭେଲ, ଟେଲିକମ ଏଜେନ୍ସି ଇତ୍ୟାଦି ଖୋଲା ଯାଇଥିଲା, କିନ୍ତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ମିଛ କହିବା ସହ ଦୁର୍ବ୍ୟବହାରର କାରଖାନା ଖୋଲିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri