Posted inଫୁରସତ

ଗୋଡ଼ ନ ଥାଇ ବି ସକ୍ଷମ, ଆଶାବାଡ଼ି ଧରି ଶ୍ରମିକ ସାଜିଥିବା ଏହି ଦିବ୍ୟାଙ୍ଗଙ୍କ ପରିଶ୍ରମ ଦେଖିଲେ ଆଖିରେ ଆସିବ ଲୁହ…

ଅନେକେ ଗୋଡ଼ ଥାଇ ବି ପରିଶ୍ରମ କରିବାକୁ କୁଣ୍ଠାବୋଧ କରନ୍ତି। ହେଲେ ଜଣେ ଦିବ୍ୟାଙ୍ଗ ଗୋଡ଼ ନ ଥାଇ ବି ଆଶାବାଡ଼ି ସାହାଯ୍ୟରେ ମଜୁରି ଲାଗି ସମସ୍ତଙ୍କ ହୃଦୟ ଜିତିଛନ୍ତି। ସୋସିଆଲ ମିଡିଆରେ ଏଭଳି ଏକ ଭିଡିଓ ଭାଇରାଲ ହେବା ପରେ ବ୍ୟକ୍ତିଜଣଙ୍କ ଚର୍ଚ୍ଚାରେ ଅଛନ୍ତି। ତାଙ୍କଠାରୁ ଏବେର ମଣିଷମାନଙ୍କୁ କିଛି ଶିଖିବା ଉଚିତ ବୋଲି ଲୋକେ ପ୍ରତିକ୍ରିୟା ଦେଉଛନ୍ତି।
ଭିଡିଓରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତି ନଜର ଆସୁଛନ୍ତି। ସେ ଶ୍ରମିକ ଭାବେ କାମ କରୁଛନ୍ତି। ଗୋଡ ନ ଥାଇ ବି ତାଙ୍କର କୌଣସି ଅବଶୋଷ ନାହିଁ, ଯାହାକୁ ଦେଖିଲେ ଆପଣ ଭଗବାନଙ୍କ ନିକଟରେ ଅଭିଯୋଗ କରିବା ବନ୍ଦ କରିଦେଇପାରନ୍ତି। କାରଣ  ସେ ଦିବ୍ୟାଙ୍ଗ ସତ୍ତ୍ୱେ ଦୁନିଆର ସବୁଠାରୁ ସୁଖୀ ମଣିଷ ଭାବେ ପରିଶ୍ରମ କରି ଜୀବନ ଅତିବାହିତ କରିବା ଭଲ ଭାବେ ଜାଣିଛନ୍ତି।
ଦେଖନ୍ତୁ ଟୁଇଟରରେ ଭାଇରାଲ ହେଉଥିବା ଏହି ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ICCର ଅଲ୍ଟିମେଟମ୍‌ ପରେ ବି ସୁଧୁରିଲାନି ବାଂଲାଦେଶ, ସିଧା ସିଧା ଶୁଣାଇଦେଲା ‘ଆମେ…’

ଢାକା,୨୧।୧: ଆସନ୍ତା ୭ ତାରିଖରୁ ହେବାକୁଥିବା ଟି୨୦ ବିଶ୍ୱକପ୍‌ରେ ଭାଗ ନେବା ପାଇଁ ବାଂଲାଦେଶ ଦଳ କୌଣସି ପରିସ୍ଥିତିରେ ଭାରତ ଯିବନାହିଁ। ୨୧ ତାରିଖ ସୁଦ୍ଧା...

୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି: ନେତାଜୀ ଜୟନ୍ତୀରେ ଯୋଗଦେବେ

ଭୁବନେଶ୍ୱର,୨୧ା୧(ରବିନାରାୟଣ ଜେନା):ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ଜାନୁଆରୀ ୨୩ରେ ଓଡ଼ିଶା ଗସ୍ତରେ ଆସି କଟକରେ ହେବାକୁ ଥିବା ନେତାଜୀ ଜୟନ୍ତୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏସଂକ୍ରାନ୍ତରେ...

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

ଜଗନ୍ନାଥ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ ଉତ୍ସବରେ ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ, ୪୪୧ ହିତାଧିକାରୀଙ୍କୁ ବାଣ୍ଟିଲେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ମଠ ସାହିରେ ୫୦ ଲକ୍ଷରୁ ଉଦ୍ଧର୍‌ବ ଟଙ୍କା ବ୍ୟୟରେ ନବନିର୍ମିତ ଶ୍ରୀ ଜଗନ୍ନାଥ...

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri