Posted inଖେଳ

ଫିଫା ବିଶ୍ୱକପ୍‌ କ୍ୱାଲିଫାୟର୍ସ: ୨୮ ଜଣିଆ ଭରତୀୟ ଦଳ ଘୋଷିତ

ନୂଆଦିଲ୍ଲୀ, ୪ା୧୧: ଫିଫା ବିଶ୍ୱକପ୍‌ କ୍ୱାଲିଫାୟର୍ସ ପାଇଁ ଭାରତୀୟ ଫୁଟ୍‌ବଲ ଟିମ୍‌ ମୁଖ୍ୟ କୋଚ୍‌ ଇଗୋର ଷ୍ଟିମାକ୍‌ ଶୁକ୍ରବାର ୨୮ ଜଣିଆ ସମ୍ଭାବ୍ୟ ଦଳ ଘୋଷଣା କରିଛନ୍ତି। ଏଥିରେ ସୁନୀଲ ଛେତ୍ରୀ, ଗୁରପ୍ରୀତ ସିଂ ସାନ୍ଧୁ ଓ ସନ୍ଦେଶ ଝିନ୍‌ଗାନ୍‌ଙ୍କ ସମେତ ଅଧିକାଂଶ ଟପ୍‌ ଖେଳାଳି ସ୍ଥାନ ପାଇଛନ୍ତି। ଫିଫା ବିଶ୍ୱକପ୍‌ ୨୦୨୬ ରାଉଣ୍ଡ-୨ର ପ୍ରଥମ ଦୁଇ ମ୍ୟାଚ ଏବଂ ଏଏଫ୍‌ସି ଏସିଆନ କପ୍‌ ସାଉଦିଆରବ ୨୦୨୭ ପ୍ରିଲିମିନାରି ଜଏଣ୍ଟ କ୍ୱାଲିଫିକେଶନ ପାଇଁ ଏହି ଦଳ ଘୋଷଣା କରାଯାଇଛି। ଗ୍ରୁପ୍‌ ‘ଏ’ରେ ବ୍ଲୁ ଟାଇଗର୍ସ ଦଳ ଏହାର ଓପନିଂ ମ୍ୟାଚ ନଭେମ୍ବର ୧୬ରେ କୁଏଟ ସିଟିରେ ଅବସ୍ଥିତ ଜାବର ଅଲ୍‌ ଅହମଦ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ କୁଏଟକୁ ଭେଟିବ। ଦଳ ପରେ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରି ନଭେମ୍ବର ୨୧ରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ କାତାର ସହ ମୁକାବିଲା କରିବ। କ୍ୱାଲିଫାୟର୍ସ ପୂର୍ବରୁ ଭାରତ ଏକ ପ୍ରସ୍ତୁତି କ୍ୟାମ୍ପ ପାଇଁ ନଭେମ୍ବର ୮ରେ ଦୁବାଇ ଗସ୍ତ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri