ନୂଆଦିଲ୍ଲୀ: ସାଧାରଣତଃ ପୁରୁଷଙ୍କଠାରୁ ମହିଳାଙ୍କ ଉଚ୍ଚତା କମ୍ ଥିଲେ ସେମାନଙ୍କ ଯୋଡ଼ି ସୁନ୍ଦର ଲାଗେ, ହେଲେ ଏଠାରେ ଏକ ଯୋଡ଼ିଙ୍କ ଉଚ୍ଚତାରେ ଏତେ ଫରକ ରହିଛି ଯେ, ପ୍ରେମୀ ଜଣଙ୍କ ପ୍ରେମିକଙ୍କ ଆଗରେ ଛୁଆ ସଦୃଶ ଦେଖାଯାଉଛନ୍ତି। ଏବଂ ପ୍ରେମିକ ତାଙ୍କ ଆଗରେ ଏକ ଖମ୍ବ ଭଳି ଦେଖାଯାଉଛନ୍ତି। ୨୨ ବର୍ଷୀୟା କୈଟ୍ ଆକ୍ହୋନଡ୍ରୋପ୍ଲାସିଆ ନାମକ ରୋଗରେ ପୀଡ଼ିତ ଅଛନ୍ତି। ସେଥିପାଇଁ ତାଙ୍କ ଉଚ୍ଚତା ୩.୮ ଫୁଟରେ ଅଟକି ଯାଇଛି। ତେବେ କୈଟ୍ଙ୍କ ପାର୍ଟନର ୩୨ ବର୍ଷୀୟ ଗାଏଙ୍କ ଉଚ୍ଚତା ୬ ଫୁଟ୍। ଦୁହିଁଙ୍କ କଥାବାର୍ତ୍ତା ପ୍ରଥମେ ଫେସବୁକ୍ ଜରିଆରେ ହୋଇଥିଲା। ଏହାପରେ ସେମାନଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ୨୦୨୨ ମେ’ରେ ଯେତେବେଳେ ସେମାନଙ୍କ ଦେଖା ହେଲା ସେତେବେଳେ ଦୁହିଁଙ୍କ ଉଚ୍ଚତା ମଧ୍ୟରେ ୨ ଫୁଟ୍ରୁ ଅଧିକ ଫରକ ଥିବା ଜଣାପଡ଼ିଥିଲା। ପୂର୍ବରୁ ଦୁହିଁଙ୍କ ପରିବାର ସେମାନଙ୍କ ସମ୍ପର୍କକୁ ଗ୍ରହଣ କରୁ ନ ଥିବାବେଳେ ଏବେ ଗ୍ରହଣ କରୁଥିବା ପ୍ରେମୀଯୁଗଳ କହିଛନ୍ତି।
ମହିଳା କର୍ମଚାରୀଙ୍କୁ ଅଶ୍ଳିଳ ବ୍ୟବହାର: କଲେଜ ସଂପାଦକ ଗିରଫ
ବଲାଙ୍ଗିର,୨୨।୧୨: ମହିଳା କର୍ମଚାରୀଙ୍କୁ ଅଶ୍ଳୀଳ ବ୍ୟବହାର ଓ ଧମକଚମକ ଦେବା ଅଭିଯୋଗରେ ଜଣେ ଘରୋଇ କଲେଜର ସମ୍ପାଦକଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ଜଣକ...
ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ
ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ...
ଡେବିଟ୍ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?
ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...
ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….
ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...
ଦିନିକିଆ ଅଧିନାୟକ ପଦରୁ ଗିଲ୍ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା
ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...
ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍କୁ ଧକ୍କା ଦେଲା କାର୍,ପରେ…
ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...
୩ ଲକ୍ଷ ପାର୍ କରିବ ସୁନା ଦାମ୍! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ
ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...
ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍ ଲୁଟିନେଲେ ଯୁବକ, ଆଉ ତା’ପରେ…
ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍ ଲୁଟି ଫେରାର୍ ହୋଇଯାଇଛନ୍ତି।...
Archives


