ରାଜ୍ୟରେ ତୃଣମୂଳସ୍ତରରେ ବିଭିନ୍ନ କ୍ରୀଡା ପ୍ରତିଯୋଗିତାରେ ଭାଗ ନେବା ଲାଗି ଅନ୍‌‌ଲାଇନ୍‌‌ ଆବେଦନ ଆରମ୍ଭ

ଭୁବନେଶ୍ୱର, ୫।୧୧: ତୃଣମୂଳ ସ୍ତରରେ କ୍ରୀଡାକୁ ପ୍ରୋତ୍ସାହିତ କରିବା ଲାଗି ରାଜ୍ୟ ସରକାରଙ୍କର କ୍ରୀଡା ବିଭାଗ ପକ୍ଷରୁ ବ୍ଲକ୍‌‌ ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦଠାରୁ ଆରମ୍ଭ କରି ମହାନଗର ନିଗମ ପର୍ଯ୍ୟନ୍ତ ପ୍ରତ୍ୟେକ ସ୍ତରରେ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ଆୟୋଜନ କରାଯିବ। କ୍ରିକେଟ, ହକି, ଫୁଟବଲ୍‌‌, କବାଡି, ଖୋ-ଖୋ, ଭଲିବଲ୍‌‌ ଭଳି ପ୍ରତିଯୋଗିତାଗୁଡ଼ିକରେ ଉଭୟ ପୁରୁଷ ଓ ମହିଳାମାନେ ଭାଗ ନେଇପାରିବେ।

ପ୍ରତିଯୋଗୀଙ୍କର ବୟସ ୧୩ ରୁ ୩୫ ବର୍ଷ ବୟସ ମଧ୍ୟରେ ହୋଇଥିବା ଆବଶ୍ୟକ। ନିଜ ଅଞ୍ଚଳର ଇଚ୍ଛୁକ ଖେଳକୁଦ ପ୍ରତିଭାଧାରୀମାନେ ଏହି ପ୍ରତିଯୋଗିତାଗୁଡ଼ିକରେ ଭାଗ ନେଇପାରିବେ। ଏଥିପାଇଁ ଆଜିଠାରୁ ୨୦ ତାରିଖ ପର୍ଯ୍ୟନ୍ତ ଅନ୍‌‌ଲାଇନ୍‌‌ ଜରିଆରେ ନାମ ପଞ୍ଜୀକରଣ ଆରମ୍ଭ ହୋଇଛି। ଅନ୍‌‌ଲାଇନ୍‌‌ ପୋର୍ଟାଲଟି ହେଉଛି sports.odisha.gov.in.।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ଭୁବନେଶ୍ୱର-ରାଉରକେଲା ବିମାନ ଦୁର୍ଘଟଣାର ଭିଡିଓ, ଆହତଙ୍କ ଆରୋଗ୍ୟ କାମନା କରି ମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର/ରାଉରକେଲା,୧୦ା୧: ଶନିବାର ଅପରାହ୍ନରେ ଭୁବନେଶ୍ୱରରୁ ରାଉରକେଲା ଯାଉଥିବା ଏକ ୯ ଆସନ ବିଶିଷ୍ଟ ଇଣ୍ଡିଆ ଓ୍ବାନ ଏୟାର ବିମାନ ଅବତରଣ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ସମ୍ବଲପୁରକୁ ଗଡ଼ିବ ୫୦ ଇ-ବସ୍‌

ଭୁବନେଶ୍ୱର/ସମ୍ବଲପୁର,୧୦ା୧: ସମ୍ବଲପୁରରେ ଶନିବାର ୨୫ଟି ଇ-ବସ୍‌ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତେବେ ଚଳିତ ମାସ ଶେଷ ସୁଦ୍ଧା ଆଉ ୨୫ଟି...

ଜମୁଛି ଦାରିଙ୍ଗବାଡ଼ି ଶୀତ ମହୋତ୍ସବ: ଭାଷା-ସାହିତ୍ୟ ସମାରୋହରେ ଯୋଗ ଦେଇ ଜ୍ଞାନ ହୋତା କହିଲେ ପ୍ରୀତି ବଢ଼ିବା ପାଇଁ…

ଦାରିଙ୍ଗବାଡ଼ି,୧୦ା୧(ଅରୁଣ ସାହୁ): ଏକାଦଶ ତମ ଦାରିଙ୍ଗବାଡ଼ି ଶୀତ ମହୋତ୍ସବର ତୃତୀୟ ଦିବସରେ ଭାଷା ଓ ସାହିତ୍ୟ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଶିଷ୍ଠ ସାହିତି୍ୟକ,...

ଓଡ଼ିଶା ଆସିବେ ନୀତିନ ନବୀନ

ଭୁବନେଶ୍ୱର,୧୦ା୧: ଖୁବଶୀଘ୍ର ଓଡ଼ିଶା ଆସିବେ ଭାଜପା କାର୍ଯ୍ୟକାରୀ ସଭାପତି ନୀତିନ ନବୀନ। ଏନେଇ ସୂଚନା ଦେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ଦୀର୍ଘ...

ଭୁବନେଶ୍ୱରରୁ ରାଉରକେଲା ଆସୁଥିବା ବିମାନ କଲା ଜରୁରୀ ଅବତରଣ, ଭିତରେ ଥିଲେ…

ରାଉରକେଲା,୧୦ା୧(ସଙ୍ଗୀତା ଜେନା): ଶନିବାର ଭୁବନେଶ୍ୱରରୁ ରାଉରକେଲା ଆସୁଥିବା ବିମାନ vtkss ଜଳଦା କଂସର ପଡ଼ିଆରେ ଅପରାହ୍ନ ୧.୪୦ ମିନିଟ୍‌ରେ ଜରୁରୀ ଅବତରଣ କରିଛି। ସେଥିରେ ମୃତାହତର...

ନବୋଦୟ ବିଦ୍ୟାଳୟ ଜଣ୍ଡିସ: ବଡ଼ କଥା କହିଲେ ସ୍ବାସ୍ଥ୍ୟ ମନ୍ତ୍ରୀ, କାହିଁକି ବ୍ୟାପିଲା…

ଭୁବନେଶ୍ୱର,୧୦।୧: ଖୋର୍ଦ୍ଧା ନବୋଦୟ ବିଦ୍ୟାଳୟ ଜଣ୍ଡିସ ସ୍ଥିତି ବର୍ତ୍ତମାନ ନିୟନ୍ତ୍ରଣରେ ରହିଛି। ଏ ନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ସ୍କୁଲ ରୋଷେଇ...

୧୦ ଡିଗ୍ରୀ ତଳେ ରାଜ୍ୟର ୨୮ ସହର: ଟ୍ବିନ୍‌ସିଟିରେ ଅସମ୍ଭାଳ ଶୀତ, ସର୍ବନିମ୍ନ ତାପମାତ୍ରା ରହିଛି…

ଭୁବନେଶ୍ୱର,୧୦ା୧: ଟ୍ବିନସିଟି କଟକ ଓ ଭୁବନେଶ୍ବରରେ ଅସମ୍ଭାଳ ଶୀତ ଅନୁଭୂତ ହେଉଛି। କଟକରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ଥିବାବେଳେ ଭୁବନେଶ୍ୱରରେ ୯.୨ ଡିଗ୍ରୀ ତାପମାତ୍ରା...

ପୁଣି ପୀୟୂଷଙ୍କ ପାଇଁ ବଢ଼ିଲା ଅଡୁଆ: ଆଉ ଛଢ଼ିବେନି ମଞ୍ଚକୁ, ବଢ଼ିଲା …

ଭୁବନେଶ୍ୱର,୧୦।୧: ଯାତ୍ରା ଖଳନାୟକ ପୀୟୂଷ ତ୍ରିପାଠୀଙ୍କୁ ମିଳିଲା ଭୁବନେଶ୍ବର କୋର୍ଟ ଅର୍ଡର କପି। ମଞ୍ଚ ବାରଣ ନେଇ ଭୁବନେଶ୍ବର କୋର୍ଟ ଅର୍ଡର କପ ମିଳିଛିି। ମାମଲାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri