ମହେଶ୍ୱର ମହାନ୍ତିଙ୍କ ପରଲୋକରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ, କହିଲେ ଓଡ଼ିଶା ପାଇଁ ବଡ଼ କ୍ଷତି

ଭୁବନେଶ୍ୱର,୭।୧୧: ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ମଙ୍ଗଳବାର ଭୋରରେ ପରଲୋକ ଘଟିଛି। ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏହାସହ ମହାନ୍ତିଙ୍କ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ପ୍ରକାଶ କରିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହେଶ୍ବର ମହାନ୍ତି ଜଣେ ଲୋକ ପ୍ରିୟ ଜନ ନେତା ଭାବରେ ସୁନାମ ଅର୍ଜନ କରିଥିଲେ। ଜଣେ ଦକ୍ଷ ସଂଗଠକ ଭାବରେ ତାଙ୍କର ସୁନାମ ଥିଲା। ମନ୍ତ୍ରୀ ତଥା ବିଧାୟକ ଭାବେ ରାଜ୍ୟର ବିକାଶରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଥିଲେ। ବିଶେଷକରି ପୁରୀ ଅଞ୍ଚଳର ବିକାଶରେ ତାଙ୍କର ଭୂମିକା ତାଙ୍କୁ ଅମର କରି ରଖିବ । ବାଚସ୍ପତି ଭାବରେ ଉଚ୍ଚ ଗଣତାନ୍ତ୍ରିକ, ସଂସଦୀୟ ପରମ୍ପରା ପ୍ରତିଷ୍ଠା ପାଇଁ ନିଜର ଅବଦାନ ରଖି ଯାଇଛନ୍ତି। ତାଙ୍କ ବିୟୋଗ ଓଡ଼ିଶା ପାଇଁ ଏକ ବଡ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

ରାଜଧାନୀରେ ମଦର ମାହୋଲ: ୭ ଦିନରେ ୩୨ କୋଟି ଟଙ୍କାର ମଦ ପିଇଲେ ଭୁବନେଶ୍ୱରବାସୀ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜଧାନୀ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରି କ୍ଷେତ୍ରରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅବକାରୀ ବିଭାଗର...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

୧୩ ସରକାରୀ ଯୋଜନା ବିଷୟରେ ଜାଣିବେ ଯୋଗ୍ୟ ହିତାଧିକାରୀ, ଓ୍ବାର୍ଡକୁ ଓ୍ବାର୍ଡ ବୁଲି…

କୋରାପୁଟ,୧ା୧(ଅମିତାଭ ବେହେରା): ଗୁରୁବାର କୋରାପୁଟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ସହଯୋଗ ଭ୍ରାମ୍ୟମାଣ ସହାୟତା କେନ୍ଦ୍ର ବା ସଚେତନତା ରଥ ଉଦ୍‌ଘାଟିତ ହୋଇଯାଇଛି। କୋରାପୁଟ ବିଧାୟକ...

ନବୀନଙ୍କ ଉତ୍ତରାଧିକାରୀକୁ ନେଇ ଚର୍ଚ୍ଚା, ଅଶୋକ ପଣ୍ଡା କହିଲେ ଯେବେ ଯାଏ ନବୀନ ଅଛନ୍ତି…

ଭୁବନେଶ୍ବର,୧।୧: ନୂଆବର୍ଷର ପ୍ରଥମ ଦିନରେ ପୁଣି ଥରେ ନବୀନଙ୍କ ଉତ୍ତରାଧିକାରୀଙ୍କୁ ନେଇ ଚର୍ଚ୍ଚା ବଢ଼ିଛି ।ନବୀନଙ୍କୁ ଭେଟି ଶୁଭେଚ୍ଛା ଜଣାଇବା ପରେ ମୁହଁ ଖୋଲିଛନ୍ତି ଅଶୋକ...

ଗ୍ରାମବାସୀଙ୍କୁ ଜଙ୍ଗଲ ମନା, ରାତି ଉଜାଗର ରହି ହାତୀ ଜଗିଲେ ବନକର୍ମଚାରୀ

ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି...

ଭାରତ-ପାକିସ୍ତାନ ପରସ୍ପରକୁ ଦେଲେ ପରମାଣୁ ଘାଟିର ଠିକଣା, କାହିଁକି ନୂଆବର୍ଷରେ ଏମିତି କଲେ ଦୁଇ ଦେଶ? ଜାଣନ୍ତୁ…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ଭାରତ ଏବଂ ପାକିସ୍ତାନ ଗୁରୁବାର (ଡିସେମ୍ବର ୧, ୨୦୨୫) କୂଟନୈତିକ ଚ୍ୟାନେଲ ମାଧ୍ୟମରେ ପରମାଣୁ ପ୍ରତିଷ୍ଠାନ ଏବଂ ସୁବିଧାଗୁଡ଼ିକର ତାଲିକା ଆଦାନପ୍ରଦାନ କରିଥିଲେ। ଭାରତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri