ଏପ୍‌ଷ୍ଟିନ୍‌ ଫାଇଲ୍‌ରେ ମୀରା ନାୟାର

ଓ୍ବାଶିଂଟନ,୧।୨: ଯୌନ କେଳେଙ୍କାରୀ ମାମଲାରେ ଦୋଷୀସାବ୍ୟସ୍ତ ନିୟୁତପତି ଫାଇନାନ୍ସର ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସମ୍ପର୍କିତ ଅଧିକ ଅନୁସନ୍ଧାନଯୋଗ୍ୟ ଫାଇଲ୍‌ ତଥ୍ୟକୁ ଆମେରିକା ନ୍ୟାୟ ବିଭାଗ ଶୁକ୍ରବାର ପ୍ରକାଶ କରିଛି। ଏପ୍‌ଷ୍ଟିନ୍‌ଙ୍କ ସଦ୍ୟ ପ୍ରକାଶିତ ୩ ନିୟୁତରୁ ଊର୍ଦ୍ଧ୍ୱ…

ଗାଜାରେ ଇସ୍ରାଏଲୀ ଆକ୍ରମଣ: ୨୯ ମୃତ

ଡେଇର ଅଲ୍‌-ବଲାହ,୧।୨: ଇସ୍ରାଏଲ୍‌- ଗାଜା ଯୁଦ୍ଧ ବନ୍ଦ କରିବା ଲକ୍ଷ୍ୟରେ ଗତବର୍ଷ ଅକ୍ଟୋବରରେ ଅସ୍ତ୍ରବିରତି କାର୍ଯ୍ୟକାରୀ ହୋଇଥିଲା। ଏହା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଗାଜା ଉପରେ ଆକ୍ରମଣ କରିଛି। ଏଥିରେ ଅନୂ୍ୟନ ୨୯ ଜଣ…

ଅଗ୍ରଦୂତ ନବ ପ୍ରଭାତର

ଡ. ପ୍ରଫୁଲ୍ଲ କୁମାର ସାହୁ ଗତିଶୀଳ ଚେତନାର ଭଗୀରଥ ଭଗବତୀ ଚରଣ ପାଣିଗ୍ରାହୀ। ଚାଷୀ ମୂଲିଆ ଓ ଅସହାୟ ମଣିଷର ପ୍ରକୃତ ବନ୍ଧୁ। ବିଂଶ ଶତାବ୍ଦୀର ଚତୁର୍ଥ ଦଶକରେ ଯେତେବେଳେ ଭାରତରେ ସାମ୍ୟବାଦ ନାଁ…

କଡ଼ ଲେଉଟାଇଲା ପାଗ, ଫେରିଲା ଶୀତ, ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଦାରିଙ୍ଗବାଡି, ୧।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳକୁ ପୁଣ ଫେରିଛିି ଶୀତ। ଭୋର ସମୟରେ ଅସହ୍ୟ ଜାଡ଼ ଅନୁଭୂତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ସେହିପରି ଦୀର୍ଘ ଦିନ ପରେ ପୁଣି…

ଆଇନ ଶାସନର ଉଲ୍ଲଂଘନ

ଆକାର ପଟେଲ ଏକ ଗଣତାନ୍ତ୍ରିକ ସମାଜ ଭାବରେ ଏହା ଆଶା କରାଯାଏ ଯେ ଭାରତର କର୍ତ୍ତୃପକ୍ଷ ଆଇନର ଶାସନ ପାଳନ କରିବେ। ଏକ ଧାରଣା ବି ରହିଛି, ଆପରାଧିକ ଆଇନ ବିଷୟରେ ଶାସନ ସ୍ବେଚ୍ଛାଚାରୀ…

LPG Cylinder Price: ବଜେଟ ପୂର୍ବରୁ ବଢିଲା ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୨: ରବିବାର (୧ ଫେବୃଆରୀ) କେନ୍ଦ୍ର ବଜେଟ ଉପସ୍ଥାପନ ପୂର୍ବରୁ, ସରକାର ସାଧାରଣ ଜନତା ଏବଂ ବ୍ୟବସାୟ ଉଭୟଙ୍କୁ ଏକ ଝଟକା ଦେଇଛନ୍ତି। ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମର ବାଣିଜି୍ୟକ ଏଲପିଜି ସିଲିଣ୍ଡରର…

Union Budget 2026: ଆଜି କେନ୍ଦ୍ର ବଜେଟ

ନୂଆଦିଲ୍ଲୀ,୧।୨(ପି.ଟି.): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ପାର୍ଲାମେଣ୍ଟରେ ୨୦୨୬-୨୭ ଆର୍ଥତ୍କ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି। ଏହା ତାଙ୍କର କ୍ରମାଗତ ୯ମ ବଜେଟ ଉପସ୍ଥାପନ ହେବ। ଅର୍ଥନୈତିକ ଅଭିବୃଦ୍ଧିର ଗତିକୁ ଅତୁଟ ରଖିବା, ଆର୍ଥତ୍କ ଶୃଙ୍ଖଳାକୁ ବଜାୟ…

ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ

ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ସହ ଦ୍ରୁତ ୧୩୭ ରନର ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ କରି ଭାରତ ୫ମ ତଥା ଅନ୍ତିମ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ନ୍ୟୁଜିଲାଣ୍ଡକୁ…

ସୁଧୁରୁନି ପାକିସ୍ତାନ! ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡିଲା ସନ୍ଦିଗ୍ଧ ଡ୍ରୋନ୍‌, ସକ୍ରିୟ ହେଲା… 

ଶ୍ରୀନଗର,୩୧।୧: ସୁଧୁରୁନି ପାକିସ୍ତାନ। ପୁଣି ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡ଼ିଲା ସନ୍ଦିଗ୍ଧ ପାକିସ୍ତାନୀ ଡ୍ରୋନ୍‌। ଏହାକୁ ନେଇ ଭାରତୀୟ ସୁରକ୍ଷାବାହିନୀ ସକ୍ରିୟ ହୋଇପଡ଼ିଥିଲା। ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲା। ତେବେ ଡ୍ରୋନ୍‌ଟି ପୁଣିଥରେ ପାକିସ୍ତାନ ଆଡକୁ ଚାଲି ଯାଇଥିଲା।…

ଇତିହାସ ରଚିଲେ Sunetra Pawar, ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ମୁମ୍ବାଇ,୩୧।୧: ଶନିବାର ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇ ସ୍ବର୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ସେ ତାଙ୍କ ସ୍ବାମୀ ତଥା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ…

ବ୍ରହ୍ମପୁର ଦୁର୍ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ପ୍ରତି ମୃତକଙ୍କ ପରିବାରକୁ ମିଳିବ…

ଭୁବନେଶ୍ୱର,୩୧ା୧: ବ୍ରହ୍ମପୁର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରତ୍ୟେକ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଏହି ସହାୟତା ପ୍ରଦାନ କରାଯିବ। ଏଥିସହିତ ମୁଖ୍ୟମନ୍ତ୍ରୀ…

୧୨ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ, ମୁଖ୍ୟ ଶାସନ ସଚିବ ସୂଚନା ଦେଇ କହିଲେ ଏହି ବିଭାଗର…

ଭୁବନେଶ୍ୱର,୩୧ା୧: ସରିଲା କ୍ୟାବିନେଟ୍‌ ବୈଠକ। ଏହା ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇ କହିଛନ୍ତି, ୧୦ଟି ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ରାଜ୍ୟ ସମବାୟ ନୀତିକୁ କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିଛି। ଜଳସମ୍ପଦ ବିଭାଗର ଡାଇଭର୍ସନ…

NCP ବିଧାୟକ ଦଳର ନେତା ନିର୍ବାଚିତ ହେଲେ Sunetra Pawar, ସନ୍ଧ୍ୟା ୫ଟାରେ ଉପ ମୁଖ୍ୟମନ୍ତ୍ରୀ ଶପଥ ନେବେ

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ବୈଠକରେ ନିଷ୍ପତ୍ତି ହୋଇଛି। ସୁନେତ୍ରା ପାୱାର ଉପମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବେ ଏବଂ ସା ୫ଟାରେ ଶପଥ ଗ୍ରହଣ କରିବେ। ବୈଠକରେ ବରିଷ୍ଠ ଏନସିପି ନେତା ଦିଲୀପ ୱାଲସେ ପାଟିଲ ତାଙ୍କ ନାମ ପ୍ରସ୍ତାବ…

ସୁନେତ୍ରାଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେନାହିଁ ଶରଦ ପାଓ୍ବାର, ସାମ୍ନାକୁ ଆସିଲା ବଡ଼ କାରଣ…

ମୁମ୍ବାଇ,୩୧ା୧: ଦିବଂଗତ ଏନ୍‌ସିପି(ଅଜିତ) ନେତା ତଥା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସ୍ଥାନ ଗ୍ରହଣ କରିବେ ତାଙ୍କ ସ୍ତ୍ରୀ ସୁନେତ୍ରା ପାଓ୍ବାର। ଆଜି ଅର୍ଥାତ୍‌ ଶନିବାର ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତେବେ ଶରଦ ପାଓ୍ବାର ସୁନେତ୍ରାଙ୍କ ଶପଥ ଗ୍ରହଣ…

CM ଦେବେନ୍ଦ୍ର ଫଡ଼ନଭିସଙ୍କ ପାଖରେ ରହିବ ଅର୍ଥ ବିଭାଗ, Deputy CM ସୁନେତ୍ରାଙ୍କ ଶପଥ ଗ୍ରହଣ ପୂର୍ବରୁ ରାଜନୀତି ସରଗରମ

ମୁମ୍ବାଇ,୩୧।୧: ଶନିବାର ମହାରାଷ୍ଟ୍ର ରାଜନୀତିରେ ଏକ ବଡ଼ ଘଟଣା ଘଟୁଛି। ପାୱାର ପରିବାର ଏବଂ ଏନସିପି ମଧ୍ୟରେ ଆଭ୍ୟନ୍ତରୀଣ ରାଜନୈତିକ ଅସ୍ଥିରତା ମଧ୍ୟରେ, ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ବଛା ଯାଇଛି। ରାଜଭବନରେ ପ୍ରସ୍ତୁତି ଶେଷ ହୋଇଛି, ଏବଂ ଶପଥ ଗ୍ରହଣ…

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ ଏକ ହୃଦୟ ବିଦାରକ ସଡକ ଦୁର୍ଘଟଣା ଘଟିଛି। ଏଥିରେ ୫ଜଣ ଯୁବକଙ୍କ ଶୋଚନୀୟ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଜନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri