Odisha Elections 2024

ଫ୍ଲିପ୍‌କାର୍ଟ ଅଫିସରେ ପଶି ଦୁର୍ବୃତ୍ତମାନେ ବନ୍ଧୁକମୁନରେ ଲୁଟିନେଲେ ଟଙ୍କା ବାକ୍ସ

କଟକ,୧୩ା୧୧: ମୁଖା ପିନ୍ଧି ଦୁଇ ଦୁର୍ବୃତ୍ତ ଫ୍ଲିପ୍‌କାର୍ଟ ଅଫିସରେ ପଶି ବନ୍ଧୁକମୁନରେ ଟଙ୍କା ବାକ୍ସ ଲୁଟିନେଇଛନ୍ତି। ଏପରି ଘଟଣା କଟକ ଜିଲା ଆଠଗଡ଼ ଥାନା ଅନ୍ତର୍ଗତ ଅଶୋକନଗର ସ୍ଥିତ ଫ୍ଲିପ୍‌କ୍ଲାର୍ଟ ଅଫିସରେ ଘଟିଛି।

ସୋମବାର ଏହି ଦୁଇ ଦୁର୍ବୃତ୍ତ ଏକ ବାଇକ୍‌ରେ ଆସି ଅଶୋକନଗରସ୍ଥିତ ଫ୍ଲିପ୍‌କାର୍ଟ ଅଫିସରେ ପଶି ୨ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଭୟଭୀତ କରାଇ ଟଙ୍କା ବାକ୍ସ ଉଠାଇ ନେଇ ସେଠାରୁ ଚମ୍ପଟ ମାରିଥିଲେ। ଏନେଇ ଫ୍ଲିପ୍‌କାର୍ଟ ଅଫିସ ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଠ ଚୋରା ଚାଲାଣ ବେଳେ ଧରିଲା ବନ ବିଭାଗ

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହରପଡା ସେକ୍ସନ ମାଛଗଡ଼ ଦକ୍ଷିଣ ବିଟ ମିରିଖୋଜି ଗ୍ରାମ ବିରଳ ନଦୀକୂଳ ଜଙ୍ଗଲରୁ ଶୁକ୍ରବାର ସକାଳୁ କାଠ...

ଗଙ୍ଗାଧର ମେହେରଙ୍କୁ ସନ୍ଥ କବି କହିଦେଲେ ପାଣ୍ଡିଆନ୍‌:ଦେଖନ୍ତୁ ଭିଡିଓ

ସମ୍ବଲପୁର,୧୭।୫: ଏବେ ଚାଲିଛି ନିର୍ବାଚନୀ ଋତୁ। ଚାରିଆଡେ ନିର୍ବାଚନ ପ୍ରଚାର। ଗୋଟିଏ ପଟେ କେନ୍ଦ୍ରୀୟ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି ମଧ୍ୟ...

ବିରଞ୍ଚି ହତ୍ୟାକାରୀଙ୍କୁ କୋର୍ଟ ଚାଲାଣ

କେସିଙ୍ଗା,୧୭ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧିନସ୍ଥ ପରଲସିଙ୍ଗା ପଞ୍ଚାୟତ ନିକଟସ୍ଥ ରଏନ ପଡ଼ାର ବିରଞ୍ଚି ନାଏକ (୩୨)ଙ୍କ ହତ୍ୟାକାରୀ ଜିତୁ ଗୌଡ଼ (୧୯)ଙ୍କ...

ଭାଟକୁମରଡା ଆଦର୍ଶ ବିଦ୍ୟାଳୟର ସଫଳତା: ପୁନମ-ଦିପ୍ତିମୟୀ ଟପ୍ପର

ପୁରୁଷୋତ୍ତମପୁର, ୧୭।୫(ସିମାଞ୍ଚଳ ମିଶ୍ର): ଗଞ୍ଜାମଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ଭାଟକୁମରଡା ଆଦର୍ଶ ବିଦ୍ୟାଳୟ (ସିବିଏସଇ) ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ସଫଳତା ଆଣି ଗୌରବାନ୍ବିତ ହୋଇଛି।...

ଫାଇନାନ୍ସ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ରେକର୍ଡପତ୍ର ଜଳିପୋଡ଼ି ପାଉଁଶ

ବାଲେଶର ଅଫିସ,୧୭।୫: ବାଲେଶ୍ୱର ଜିଲାର ରେମୁଣା ଗୋଲେଇ ସ୍ଥିତ ଅନ୍ନପୂର୍ଣା ଫାଇନାନ୍ସ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ କାର୍ଯ୍ୟାଳୟର ବହୁ ଦାମୀ ଆସବାବପତ୍ର...

ଭୋଟର ତାଲିକାରେ ନାହିଁ ନାଁ, କଂଗ୍ରେସର ନିଆଳି ବିଧାୟକ ପ୍ରାର୍ଥୀଙ୍କ ନାମାଙ୍କନ ଖାରଜ

ଭୁବନେଶ୍ୱର,୧୭।୫: ଭୋଟର ତାଲିକାରେ ତାଙ୍କ ନାମ ନ ଥିବାରୁ କଂଗ୍ରେସର ନିଆଳି ବିଧାୟକ ପ୍ରାର୍ଥୀ ଜ୍ୟୋତି ରଂଜନ ମଲ୍ଲିକଙ୍କ ନାମାଙ୍କନ ଖାରଜ କରାଯାଇଛି। ଦୁଇ ଦିନ...

କାବୁ ହେଲା ବାରିପଦା ସହରକୁ ପଶି ଆସିଥିବା କଲରାପତରିଆ

ବାରିପଦା,୧୭।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହର ସ୍ଥିତ ବୁଢିଖମାରୀ ଠାରେ ଆତଂକ ଖେଳାଉଥିବା କଲରାପତରିଆ ବାଘକୁ ବନବିଭାଗ କାବୁ କରିଛି ।...

ବାରିପଦା ସହରରେ ବୁଲୁଛି ବାଘ

ବାରିପଦା,୧୭ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରସ୍ଥିତ ବୁଢ଼ିଖମାରୀଠାରେ କଲରାପତରିଆ ବାଘ ଆତଙ୍କ ଖେଳାଇବାରେ ଲାଗିଛି। ବାଘଟି ଏକ ସ୍କୁଲ ମଧ୍ୟରେ ପଶିଯାଇଥିବାରୁ ଧରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri