ପାର୍ବଣ ଋତୁରେ ମହଙ୍ଗା ମାଡ଼ରୁ ମିଳିଲା ଆଶ୍ବସ୍ତି, ଅକ୍ଟୋବରରେ ୪ ମାସ ସର୍ବନିମ୍ନ ସ୍ତରରେ ଖୁଚୁରା ମୁଦ୍ରାସ୍ପିତି

ନୂଆଦିଲ୍ଲୀ,୧୩ା୧୧: ଅକ୍ଟୋବର ୨୦୨୩ ରେ ଚାରି ମାସର ସର୍ବନିମ୍ନ ସ୍ତରରେ ପହଞ୍ଚିଛି ଖୁଚୁରା ମୁଦ୍ରାସ୍ଫୀତି। ଜୁଲାଇ ୨୦୨୩ ପରେ କ୍ରମାଗତ ତୃତୀୟ ମାସ ପାଇଁ ଖୁଚୁରା ମୁଦ୍ରାସ୍ଫୀତି ହ୍ରାସ ପାଇଛି। ଖାଦ୍ୟ ସାମଗ୍ରୀର ମୂଲ୍ୟ ହ୍ରାସ ହେତୁ ଅକ୍ଟୋବର ୨୦୨୩ ରେ ଗ୍ରାହକ ମୂଲ୍ୟ ସୂଚକାଙ୍କ ୪.୮୭ ପ୍ରତିଶତକୁ ଖସି ଆସିଛି, ଯାହା ସେପ୍ଟେମ୍ବର ମାସରେ ୫.୦୨ ପ୍ରତିଶତ ଥିଲା। ଏହାପୂର୍ବରୁ ଅଗଷ୍ଟ ମାସରେ ଖୁଚୁରା ମୁଦ୍ରାସ୍ଫୀତି ୬.୮୩ ପ୍ରତିଶତରେ ଏବଂ ଜୁଲାଇ ମାସରେ ୧୫ ମାସର ଉଚ୍ଚତାରେ ୭.୪୪ ପ୍ରତିଶତ ରହିଥିଲା। ଗତ ବର୍ଷ, ଅକ୍ଟୋବର ୨୦୨୨ ରେ ଖୁଚୁରା ମୁଦ୍ରାସ୍ଫୀତି ହାର ୬.୭୭ ପ୍ରତିଶତ ଥିଲା।

ଅର୍ଥ ମନ୍ତ୍ରାଳାୟ ପକ୍ଷରୁ ସୋମବାର ଖୁଚୁରା ମୁଦ୍ରାସ୍ପିତି ତଥ୍ୟ ଜାରି କରାଯାଇଛି। ଏହି ତଥ୍ୟ ଅନୁଯାୟୀ ଖାଦ୍ୟ ମୁଦ୍ରାସ୍ପିତିରେ ସାମାନ୍ୟ ହ୍ରାସ ପାଇଛି। ଅକ୍ଟୋବର ମାସରେ ଖାଦ୍ୟ ମାହାଙ୍ଗା ହାର ୫.୬୧ ପ୍ରତିଶତ ରହିଛି, ଯାହା ସେପ୍ଟେମ୍ବର ମାସରେ ୬.୬୨ ପ୍ରତିଶତ ରହିଥିଲା। ଯେତେବେଳେ କି ୨୦୨୨ ଅକ୍ଟୋବରରେ ଏହା ୭.୦୧ ଥିଲା। ଅକ୍ଟୋବର ମାସରେ ଗ୍ରାମୀଣ ଅଞ୍ଚଳରେ ଖୁଚୁରା ମହଙ୍ଗା ହାର ୫.୧୨ ପ୍ରତିଶତ ଥିଲା ଏବଂ ଖାଦ୍ୟ ମହଙ୍ଗା ହାର ୬.୭୧ ପ୍ରତିଶତ ଥିଲା। ଯେତେବେଳେ ସହରୀ ଅଞ୍ଚଳରେ ଏହା ୪.୬୨ ପ୍ରତିଶତ ଥିଲା ଏବଂ ଖାଦ୍ୟ ମହଙ୍ଗା ହାର ୬.୩୫ ପ୍ରତିଶତ ଥିଲା। ଅର୍ଥାତ ଉଭୟ କ୍ଷେତ୍ରରେ ଗ୍ରାମୀଣ ଅଞ୍ଚଳରେ ଅଧିକ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରେଳଯାତ୍ରୀଙ୍କ ପାଇଁ ଖୁସିଖବର: ଷ୍ଟେଶନରେ ମିଳୁଛି ଶସ୍ତା ରୁମ୍‌; ଅନଲାଇନ୍‌ରେ ବୁକ୍‌ କରିବାର ପୂରା ପ୍ରକ୍ରିୟା ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ପ୍ରତିଦିନ ସାରା ଭାରତରେ ୨ କୋଟିରୁ ଅଧିକ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତୁ। ଯାତ୍ରୀମାନଙ୍କର ସୁବିଧା ପାଇଁ ରେଳ ଷ୍ଟେଶନରେ ରୁମ୍‌ ଯୋଗାଇ ଦିଆଯାଏ।...

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

ଜୋମାଟୋ ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌ CEO ପଦ ଛାଡିଲେ ଦୀପିନ୍ଦର ଗୋୟଲ

ନୂଆଦିଲ୍ଲୀ,୨୧।୧: ଜୋମାଟୋର ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌’ର ନେତୃତ୍ୱରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କମ୍ପାନୀର ପ୍ରତିଷ୍ଠାତା ଦୀପିନ୍ଦର ଗୋୟଲ ସିଇଓ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri