ବଙ୍ଗଳାରେ ଭାଜପାର ପ୍ରଚଣ୍ଡ ବିଜୟ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା: କହିଲେ ଓଡ଼ିଶାରେ …

ଭୁବନେଶ୍ୱର,୫।୫: ରାଜନୀତିରେ ବିଜୟ ଏବଂ ପରାଜୟ କେବଳ କ୍ଷମତା ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ; ଏହାର ପ୍ରଭାବ ସାଧାରଣ ଲୋକଙ୍କ ଉପରେ ପଡ଼େ। ପଶ୍ଚିମବଙ୍ଗରେ ଭାଜପାର ବିଜୟ ପରେ, ଓଡ଼ିଶାରୁ ସମାନ ସଙ୍କେତ ଆସିଥିଲା,…

ପାନୀୟ ଜଳ ସମସ୍ୟା ସମାଧାନ ଦାବିରେ ଅଫିସ ଘେରିଲେ ମ୍ୟୁନିସିପାଲଟି ଟିମ, ଯନ୍ତ୍ରୀଙ୍କ ଟେବୁଲ ଉପରେ ମାଠିଆ ରଖି…

ବଲାଙ୍ଗୀର, ୫।୫( ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ମ୍ୟୁନିସିପାଲଟି ଅନ୍ତର୍ଗତ ବିଭିନ୍ନ ଓ୍ବାର୍ଡରେ ପାନୀୟ ଜଳ ଯୋଗାଣ ଅବ୍ୟବସ୍ଥା ପ୍ରତିବାଦରେ ମଙ୍ଗଳବାର ମ୍ୟୁନିସିପାଲଟି ଅଧ୍ୟକ୍ଷା ଲିକା ସାହୁଙ୍କ ନେତୃତ୍ୱରେ ସମସ୍ତ ବିଜେଡି କାଉନସିଲର…

ନିର୍ବାଚନ ଜିତିବାର ଖୁସି ମଧ୍ୟରେ ଥାଲାପଥି ବିଜୟଙ୍କୁ ବଡ଼ ଝଟକା: ଶୁଣିଲେ ପ୍ରଶଂସକ ବି ହେବେ ନିରାଶ

ନୂଆଦିଲ୍ଲୀ,୫।୫: ୪ ମେ’ ୨୦୨୬ ଥାଲାପଥି ବିଜୟଙ୍କ ଜୀବନରେ ସର୍ବଦା ଏକ ସ୍ମରଣୀୟ ତାରିଖ ହୋଇ ରହିବ, କାରଣ ଏହି ଦିନ ତାଙ୍କ ଦଳ ଟିଭିକେ ୧୦୮ ଆସନ ପାଇ ତାମିଲନାଡୁର କ୍ଷମତାର ସବୁଠାରୁ…

ପାଖେଇ ଆସୁଛି ମହାପ୍ରଭୁଙ୍କ ରଥଯାତ୍ରା: ସିସିଟିଭି ନଜରରେ ରହିବ ବଡ଼ଦାଣ୍ଡ

ପୁରୀ,୫।୫: ପାଖେଇ ଆସୁଛି ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା। ରଥଯାତ୍ରା ପ୍ରସ୍ତୁତି ନେଇ ପୁରୀ ଏସ୍‌ପି ପ୍ରତୀକ ସିଂହ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। ଶୃଙ୍ଖଳିତ ଏବଂ ସୁରକ୍ଷିତ ରଥଯାତ୍ରା ପାଇଁ ସ୍ୱତନ୍ତ୍ର ପଦକ୍ଷେପ…

ହେବ ଭାରତ-ପାକିସ୍ତାନ ଯୁଦ୍ଧ! ଆମେରିକାର ବିପଦପୂର୍ଣ୍ଣ ଭବିଷ୍ୟବାଣୀ ପରେ ବିଶ୍ୱ ଛାନିଆ

ନୂଆଦିଲ୍ଲୀ,୫।୫: ଅପରେଶନ ସିନ୍ଦୁରର ବାର୍ଷିକୀ ପୂର୍ବରୁ, ଆମେରିକାରୁ ଏକ ବିପଦପୂର୍ଣ୍ଣ ଭବିଷ୍ୟବାଣୀ ଆସିଛି। ଏହା ଏକ ଭବିଷ୍ୟବାଣୀ ଯାହା ଗତ ବର୍ଷ ପାକିସ୍ତାନୀ ଶାସକମାନଙ୍କ ମୁହଁରେ ଦେଖାଯାଇଥିବା ଭୟକୁ ମନେ ପକାଇଥାଏ। ଅପରେଶନ ସିନ୍ଦୁର…

୨ ମାଟ୍ରିକ ପଢୁଆ ଛାତ୍ରୀଙ୍କୁ ଅପହରଣ, ଘରେ ପଡ଼ିଛି ଭାଳେଣି: ଖୋଜୁଛି ପୋଲିସ

ଦିଗପହଣ୍ଡି,୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ମାଟ୍ରିକ ପଢୁଥିବା ଛାତ୍ରୀ(୧୬)ଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଛାତ୍ରୀଙ୍କ ବାପା ଦିଗପହଣ୍ଡି ଥାନାରେ ଏତଲା ଦେବାପରେ…

ପଶ୍ଚିମବଙ୍ଗରେ କିଏ ଧରିବ ମଙ୍ଗ? ଶାହାଙ୍କ ସହ ମୋହନଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା

ନୂଆଦିଲ୍ଲୀ/ଭୁବନେଶ୍ୱର,୫।୫: ଭାରତୀୟ ଜନତା ପାର୍ଟିର ସଂସଦୀୟ ବୋର୍ଡ ମଙ୍ଗଳବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଚୟନ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ କରିଛି। ସେହିପରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସହ-ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ…

ନେତା ମତଦାତା

ପୂର୍ବରୁ ଥିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କ ନାମ ଓ ମୁହଁ ଜଣା ନ ପଡ଼ିଲେ ବିଧାନସଭା ନିର୍ବାଚନ ଲଢ଼ିବା କଷ୍ଟକର। ଏଥିସହିିତ ସବୁବେଳେ କୁହାଯାଉଥିଲା ‘ବିକଳ୍ପ କିଏ’। ଇଂଲିଶ୍‌ରେ ତାହା ଥିଲା ଟିନା ବା ଦ୍ୟାରିଜ୍‌ ନୋ ଅଲ୍ଟରନେଟିଭ୍‌। ଏବେ ସେହିସବୁ ଚିନ୍ତାଧାରାରୁ…

ସାଧାରଣ ଜନତାଙ୍କ ପାଇଁ ଆଶ୍ୱସ୍ତିକର ଖବର, ଗ୍ୟାସ ସିଲିଣ୍ଡର, ପେଟ୍ରୋଲ, ଡିଜେଲକୁ ନେଇ ବଡ଼ ପ୍ରତିଶ୍ରୁତି ଦେଲେ ସରକାର

ନୂଆଦିଲ୍ଲୀ,୫।୫: ସୋମବାର, ସରକାର ପ୍ରତିଶ୍ରୁତି ଦେଇଥିଲେ ଯେ, ପଶ୍ଚିମ ଏସିଆରେ ଉତ୍ତେଜନା ସତ୍ତ୍ୱେ, ଘରୋଇ LPG ଏବଂ ଇନ୍ଧନର ଯୋଗାଣ ସ୍ଥିର ଏବଂ ନିରବଚ୍ଛିନ୍ନ ରହିଛି। ପେଟ୍ରୋଲ, ଡିଜେଲ କିମ୍ବା LPG ସିଲିଣ୍ଡରର ଖୁଚୁରା ମୂଲ୍ୟ ବୃଦ୍ଧି କରିବାର କୌଣସି ଯୋଜନା…

ଏହି ଦିନ ପର୍ଯ୍ୟନ୍ତ ବର୍ଷା-ପବନ: ଘରୁ ନ ବାହାରିବାକୁ ପରାମର୍ଶ

ଭୁବନେଶ୍ୱର, ୫ା୫(ବନ୍ଦନା ସେଠୀ):ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିଥିବାବେଳେ ଅଧିକାଂଶ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି। କେବଳ ବୌଦ୍ଧ ଜିଲାରେ ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀ ରହିଥିବାବେଳେ ଝାରସୁଗୁଡାରେ ୪୦.୬ ଡିଗ୍ରୀ ଏବଂ ତାଳଚେରରେ ୪୦.୨ ଡିଗ୍ରୀ ରେକର୍ଡ କରାଯାଇଥିଲା। ବାକି…

ବଡ଼ ଦୁଃଖଦ ଘଟଣା! କୋଠାରେ ପିଟିହେଲା ବିମାନ, VIDEO ଦେଖିଲେ ଥରି ଉଠିବ ଛାତି

ବ୍ରାସିଲିଆ,୫।୫ : ବ୍ରାଜିଲରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି । ଏକ ବିମାନ ହଠାତ୍ ସେଠାରେ ଏକ କୋଠା ସହିତ ଧକ୍କା ହୋଇଛି । ବ୍ରାଜିଲର ବେଲୋ ହରିଜୋଣ୍ଟେ ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ତୁରନ୍ତ ରିଲିଫ୍…

ଓଡ଼ିଶା ବିଚାରପତିଙ୍କ ନକାରାତ୍ମକ ସର୍ତ୍ତକୁ ସୁପ୍ରିମ୍‌ କୋର୍ଟଙ୍କ ଭର୍ତ୍ସନା

କଟକ, ୫।୫(କାର୍ତ୍ତିକ ସାହୁ): ରାୟଗଡ଼ା ଜିଲା କାଶୀପୁର ଥାନା ଭଙ୍ଗାରୁଜା ଘଟଣାରେ ଗିରଫ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରିବା ନିମନ୍ତେ ଓଡ଼ିଶା ହାଇକୋର୍ଟ ୨୦୨୫ ମେ ୯ତାରିଖରେ ଦେଇଥିବା ଆଦେଶକୁ ସୋମବାର ସୁପ୍ରିମକୋର୍ଟ ଭର୍ତ୍ସନା କରିଛନ୍ତି । ଏକ ନିର୍ଦ୍ଦିଷ୍ଟ ଜାତିର…

ଡଲାର ତୁଳନାରେ ଟଙ୍କାର ସର୍ବକାଳୀନ ମୂଲ୍ୟ ହ୍ରାସ

ମୁମ୍ବାଇ,୫।୫: ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କା ମୂଲ୍ୟ ସୋମବାର ୩୯ ପଇସା ହ୍ରାସ ପାଇ ସର୍ବକାଳୀନ ନିମ୍ନ ସ୍ତରରେ ପହଞ୍ଚତ୍ଛି। ୧ ଡଲାର ମୂଲ୍ୟ ସୋମବାର ୯୫ ଟଙ୍କା ୨୩ ପଇସା ହୋଇଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଲାଗିରହିଥିବାରୁ ବିଶ୍ୱ ଷ୍ଟକ୍‌…

ଟିଏମ୍‌ସିର ୧୫ ବର୍ଷ ଶାସନର ଘଟିଲା ପତନ: ପଶ୍ଚିମବଙ୍ଗରେ ପ୍ରଥମଥର ପାଇଁ ସରକାର ଗଢ଼ିବ ଭାଜପା

କୋଲକାତା,୪ା୫(ପି.ଟି.):ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ରାଜ୍ୟ ରାଜନୀତିରେ ବଡ଼ ପରିବର୍ତ୍ତନ ଆଣିଛି। ଏଠାରେ ଭାଜପା ବିପୁଳ ବିଜୟ ହାସଲ ସହ ପ୍ରଥମ ଥର ପାଇଁ ରାଜ୍ୟରେ ସରକାର ଗଢ଼ିବାକୁ ଯାଉଛି। ୨୯୪ ଆସନ ବିଶିଷ୍ଟ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମ୍ୟାଜିକ୍‌ ସଂଖ୍ୟା ୧୪୮…

ରସଗୋଲା କାହାର, ଓଡ଼ିଶାର ନା ପଶ୍ଚିମବଙ୍ଗର: ଭାଜପାର ମହାବିଜୟ ପରେ ଖୋଲାଖୋଲି ଧର୍ମେନ୍ଦ୍ର ପ୍ରଧାନ ଦେଲେ ଏମିତି ଜବାବ

କୋଲକାତା,୪।୫: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏଥର ନିର୍ବାଚନ ଫଳାଫଳରେ ଏକ ବଡ଼ ପରିବର୍ତ୍ତନ ଦେଖାଦେଇଛି ଏବଂ ୧୫ ବର୍ଷ ଧରି ଶାସନ କରୁଥିବା ମମତା ବାନାର୍ଜୀଙ୍କ ହାତରୁ କ୍ଷମତା ଖସି ଯାଇଛି। ଭାଜପା ଏଠାରେ ସମ୍ପୂର୍ଣ୍ଣ ବହୁମତ…

କ୍ଷମତା ତ ଦୂରର କଥା, ନିଜ ଆସନ ମଧ୍ୟ ବଞ୍ଚାଇ ପାରିଲେନି ଦିଦି, ବିଜୟୀ ହେବା ପରେ ଶୁଭେନ୍ଦୁ ଅଧିକାରୀ କହିଲେ- ମମତାଙ୍କୁ ପରାସ୍ତ କରିବା…

କୋଲକାତା,୪।୫: ଭାରତୀୟ ଜନତା ପାର୍ଟି (ଭାଜପା) ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଏକ ଐତିହାସିକ ବିଜୟ ହାସଲ କରିଛି। ୨୯୪ ସଦସ୍ୟ ବିଶିଷ୍ଟ ବଙ୍ଗଳା ବିଧାନସଭାରୁ ଭାଜପା ୨୦୮ଟି ଆସନ ଜିତିଛି। ତଥାପି, ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା ହେଉଛି ଯେ ୧୫ ବର୍ଷ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୪ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୨ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri