୧,୨,୩,୪,୫…ଲଗାତର ଶତକ ପରେ ଷଷ୍ଠ ଶତକ ପୂର୍ବରୁ ହେଲା ବଡ଼ ଓଲଟପାଲଟ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ନୂଆଦିଲ୍ଲୀ,୨୯।୧:ଟେଷ୍ଟ କ୍ରିକେଟ ପ୍ରାୟ ୧୫୦ ବର୍ଷ ଧରି ଖେଳାଯାଉଛି, କିନ୍ତୁ ଏହି ଫର୍ମାଟର ଇତିହାସରେ କେବଳ ଜଣେ ବ୍ୟାଟସମ୍ୟାନ ଲଗାତାର ପାଞ୍ଚଟି ଇନିଂସରେ ଶତକ ହାସଲ କରିବାର ଉଲ୍ଲେଖନୀୟ ବିଶ୍ୱ ରେକର୍ଡ ହାସଲ କରିଛନ୍ତି।…

କପ୍ତିପଦାରେ ଜବରଦଖଲ ଉଚ୍ଛେଦ, ଏନଏସି ମାନ୍ୟତା ପାଇବା ପରେ…

ଉଦଳା,୨୯।୧(ସନ୍ତୋଷ କୁମାର ବାଚ୍ଛିନୀ): ନୂତନ ଏନଏସି ଭାବେ କପ୍ତିପଦା ଘୋଷଣା ହୋଇଛି । ଏନଏସି ମାନ୍ୟତା ପାଇବା ପରେ ଆଜି ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି । ଆଜି କପ୍ତିପଦା…

ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅବିଭାବକ: ଶିକ୍ଷକ ନଥିବାରୁ…

ଧର୍ମଶାଳା,୨୯।୧(ଶିବ ପ୍ରସାଦ ମହାନ୍ତି ): ଯାଜପୁର ଜିଲା ରସୁଲପୁର ବ୍ଲକ କଲଣ ପଞ୍ଚାୟତ ନୂଆହାଟ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବରୁ ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଅବିଭାବକ ଓ ଛାତ୍ରୀଛାତ୍ର ଧାରଣାରେ ବସିଛନ୍ତି।…

କାହିଁକି ଇସ୍ରାଏଲ ଯାଉଛନ୍ତି ମୋଦି? ପାକିସ୍ତାନ ସହ ହଜିବ ହମାସର ନିଦ

ନୂଆଦିଲ୍ଲୀ/ଇସଲାମାବାଦ,୨୯।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଇସ୍ରାଏଲ ଗସ୍ତ ସମ୍ପର୍କରେ ପୁଣି ଥରେ ଆଲୋଚନା ଜୋର ଧରିଛି। ରିପୋର୍ଟ ଅନୁଯାୟୀ ଏହି ଗସ୍ତ ୨୭-୨୮ ଫେବୃଆରୀ, ୨୦୨୬ ରେ ହୋଇପାରେ। ଯଦି ଏହା ହୁଏ, ତେବେ…

ନବୀନଙ୍କୁ ନେଇ ସ୍ପଷ୍ଟୀକରଣ ରଖିଲେ ଦିବ୍ୟଶଙ୍କର ମିଶ୍ର, କହିଲେ ଭାଜପା ଆସିବା ପରେ ଓଡ଼ିଶାବାସୀ…

ଭବାନୀପାଟଣା,୨୯ା୧(ଉତ୍ତମ କୁମାର ଦାଶ): ପୂର୍ବତନ ଏମ୍‌ପି ତଥା ବଲାଙ୍ଗୀର ବିଧାୟକ କଳିକେଶ ସିଂହଦେଓଙ୍କ ସମ୍ପର୍କରେ ଦେଇଥିବା ମତାମତ ସମ୍ପର୍କରେ ଗୁରୁବାର ଭବାନୀପାଟଣା ମିଡ୍‌ ଟାଉନଠାରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଜୁନାଗଡ଼ ବିଧାୟକ କ୍ୟାପଟେନ…

ଏହି ଦାବି ନେଇ ଟ୍ରାକ୍ଟର ମାଲିକଙ୍କ ମେଳି: କହିଲେ ମନ ଇଚ୍ଛା ଜରିମାନା ବନ୍ଦ କର, ନଚେତ୍‌…

ପାଟଣା,୨୯।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ବ୍ଲକର ଟ୍ରାକ୍ଟର ମାଲିକମାନଙ୍କୁ ନେଇ ଗଠିତ ବୈତରଣୀ ଟ୍ରାକ୍ଟର ମାଲିକ ସଂଘ ଗୁରୁବାର ପାଟଣା ଷ୍ଟାଡିୟମରେ ପ୍ରଶାସନର ମନ ଇଚ୍ଛା ଜରିମାନାକୁ ବିରୋଧ…

ନୂଆ UGC ନିୟମରେ ରୋକ ଲଗାଇଲେ ସୁପ୍ରିମକୋର୍ଟ, ସିଜେଆଇ କହିଲେ…

ନୂଆଦିଲ୍ଲୀ,୨୯ା୧: ସୁପ୍ରିମକୋର୍ଟ ନୂଆ ୟୁଜିସି ନିୟମକୁ ଚ୍ୟାଲେଞ୍ଜ କରି ଆଜି ଅର୍ଥାତ୍‌ ଜାନୁଆରୀ ୨୯ରେ ଆବେଦନଗୁଡ଼ିକର ଶୁଣାଣି କରି ସ୍ଥଗିତାଦେଶ ଜାରି କରିଛନ୍ତି। ଶୁଣାଣି ସମୟରେ ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ  ମନ୍ତବ୍ୟ ଦେଇଥିଲେ ଯେ, ଆମକୁ ଏକ ଜାତିହୀନ ସମାଜ ଆଡ଼ିକୁ…

Economic Survey 2026: ବଜେଟ୍ ପୂର୍ବରୁ ଖୁସିଖବର, ଜିଡିପି ଅଭିବୃଦ୍ଧି…

ନୂଆଦିଲ୍ଲୀ,୨୯।୧: କେନ୍ଦ୍ରୀୟ ବଜେଟ ପୂର୍ବରୁ ସଂସଦରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପିତ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏହାକୁ ଉପସ୍ଥାପନ କରିଛନ୍ତି । ଏହି ଗୁରୁତ୍ୱପୂର୍ଣ୍ଣ ଦଲିଲ୍ ସ୍ପଷ୍ଟ ଭାବରେ ସୂଚିତ କରୁଛି ଯେ ବିଶ୍ୱସ୍ତରୀୟ ଚ୍ୟାଲେଞ୍ଜ ସତ୍ତ୍ୱେ ଭାରତର ଅଭିବୃଦ୍ଧି…

‘Reform, Perform, and Transform…’ ବଜେଟ ପୂର୍ବରୁ ଦେଶକୁ କି ବାର୍ତ୍ତା ଦେଲେ ମୋଦି? ଜାଣନ୍ତୁ ସବିଶେଷ ତଥ୍ୟ

ନୂଆଦିଲ୍ଲୀ,୨୯।୧: ଦେଶର ରାଜନୈତିକ ଏବଂ ଅର୍ଥନୈତିକ ଦିଗ ନିର୍ଣ୍ଣୟ କରୁଥିବା ସଂସଦର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଏହି ଅଧିବେଶନରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଲ, ପ୍ରମୁଖ ଅର୍ଥନୈତିକ ନିଷ୍ପତ୍ତି ଏବଂ ସରକାର ଏବଂ ବିରୋଧୀ ଦଳ ମଧ୍ୟରେ ଉଷ୍ମ ବିତର୍କ ହେବ।…

ପଞ୍ଚଭୂତରେ ବିଲୀନ ହେଲେ ଅଜିତ ପାୱାର, ମୁଖାଗ୍ନି ଦେଲେ…

ମୁମ୍ବାଇ,୨୯।୧: ମହାରାଷ୍ଟ୍ରର ପୁଣେ ଜିଲାର ବାରାମତିର ବିଦ୍ୟା ପ୍ରତିଷ୍ଠାନରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଶେଷ କୃତ୍ୟ ସମ୍ପନ୍ନ ହୋଇଛି। ବୁଧବାର ବାରାମତି ବିମାନବନ୍ଦର ନିକଟରେ ରନୱେରୁ ମାତ୍ର ୨୦୦ ମିଟର ଦୂରରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ଅଜିତଙ୍କ ମୃତ୍ୟୁ…

ଏହି ୩ IASଙ୍କୁ ମିଳିବ ଏସିଏସ୍‌ ପାହ୍ୟା: ଖୁବ୍‌ଶୀଘ୍ର IAS ସ୍ତରରେ ହେବ ବଡ଼ଧରଣର ଅଦଳବଦଳ

ଭୁବନେଶ୍ୱର,୨୯ା୧(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୩ ଜଣ ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ଅଧିକାରୀଙ୍କୁ ଖୁବ୍‌ଶୀଘ୍ର ଅତିରିକ୍ତ ମୁଖ୍ୟ ଶାସନ ସଚିବ(ଏସିଏସ୍‌) ପାହ୍ୟା ମିଳିବ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଗୋପବନ୍ଧୁ ଏକାଡେମୀର ଡାଇରେକ୍ଟର ଜେନେରାଲ ତଥା…

ଟିଭି ଦେଖୁଥିଲେ ମା’, ଆସିଲା ପୁଅ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ଖବର: ଆଉ ତା’ପରେ ପରିବାର ଲୋକେ ନେଲେ ଏମିତି ପଦକ୍ଷେପ

ପୁଣେ,୨୯।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପୂର୍ବରୁ, ତାଙ୍କ ମାଆ ଆଶାତାଇ ଏକ ମରାଠୀ ନ୍ୟୁଜ ଚ୍ୟାନେଲରେ ଖବର ଦେଖୁଥିଲେ। ଯେତେବେଳେ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ଖବର ସ୍କ୍ରିନରେ ପ୍ରକାଶ ପାଇଲା, ସେ ପଚାରିଲେ, ଆରେ…

ପୁଣି ଏକ ବଡ଼ଧରଣର ବିମାନ ଦୁର୍ଘଟଣା: ଟେକ୍‌ଅଫ୍‌ବେଳେ ଜଳିଗଲା, ସବୁଯାତ୍ରୀ ମୃତ

ଭେନେଜୁଏଲା,୨୯।୧: କଲମ୍ବିଆ ଏବଂ ଭେନେଜୁଏଲା ସୀମା ନିକଟରେ ଥିବା ନର୍ଟ ଡି ସାଣ୍ଟାଣ୍ଡର ପ୍ରଦେଶରେ ସାଟେନା ଏୟାରଲାଇନ୍ସର ଏକ ବାଣିଜି୍ୟକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସମସ୍ତ ୧୫ ଜଣଙ୍କର ମୃତ୍ୟୁ ହୋଇଛି। ବିମାନଟି କୁକୁଟାରୁ ଉଡ଼ାଣ ଭରିବା ପରେ ଓକାନା…

କୋଟିଆକୁ ନେଇ ତୁଟୁନି ବିବାଦ: ଓଡ଼ିଶାକୁ ଚ୍ୟାଲେଞ୍ଜ୍‌ ଦେଉଛି ଆନ୍ଧ୍ର

ପଟ୍ଟାଙ୍ଗି,୨୯ା୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପଡ଼ୋଶୀ ଆନ୍ଧ୍ରପ୍ରଦେଶ ସହ ସୀମା ବିବାଦ ଲାଗି ରହିଛି। ଏହି ପଞ୍ଚାୟତର ୧୨ ଗ୍ରାମକୁ ଆନ୍ଧ୍ରର ବୋଲି ଦାବି କରିଛି ସେହି ରାଜ୍ୟର ଜନସେନା ଦଳ। ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ପବନ…

ଚତୁର୍ଥ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ: ଶିବମ ଦୁବେଙ୍କ ଧୂଆଁଧାର ଅର୍ଦ୍ଧଶତକ ବେକାର

ବିଶାଖାପାଟଣା,୨୮ା୧: ବିଶାଖାପାଟଣାର ଏସିଏ-ଭିଡିସିଏ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ନ୍ୟୁଜିଲାଣ୍ଡ ଭାରତକୁ ୫୦ ରନରେ ପରାସ୍ତ କରି ସିରିଜର ପ୍ରଥମ ବିଜୟ ହାସଲ କରିଛି। ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ଟିମ୍ ସେଇଫର୍ଟଙ୍କ (୬୨) ଓ ଡେଭନ କନୱେଙ୍କ…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ । ଯେଉଁମାନେ ବିକ୍ରି କରିବେ ସେମାନଙ୍କର ଲାଇସେନ୍ସ ବାତିଲ କରିବା ନେଇ ବିଏମସି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଜାନୁଆରୀ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri