ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଦେଖିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୬।୧୧: ଦିନିକିଆ ବିଶ୍ୱକପ୍‌ ୨୦୨୩ରେ ଫାଇନାଲ୍‌ ପ୍ରବେଶ କରିଛି ଟିମ୍‌ ଇଣ୍ଡିଆ। ସେମିଫାଇନାଲରେ ନ୍ୟୁଜିଲାଣ୍ଡରେ ୭୦ ରନ୍‌ରେ ପରାସ୍ତ କରି ଭାରତ ଫାଇନାଲ ଟିକେଟ୍‌ ହାସଲ କରିଛି। ନଭେମ୍ବର ୧୯ରେ ବିଶ୍ୱକପ୍‌ ଫାଇନାଲ ଅହମଦାବାଦ୍‌ର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ୍‌ ଦେଖିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଉପସ୍ଥିତ ରହିବେ ବୋଲି ଜଣାପଡିଛି। ପ୍ରଧାନନ୍ତ୍ରୀଙ୍କ ବ୍ୟତୀତ ଅନେକ ସେଲିବ୍ରିଟି ମଧ୍ୟ ଏହି ମ୍ୟାଚ୍‌ ଦେଖିବାକୁ ଆସିବାର କାର୍ଯ୍ୟକ୍ରମ ରହିଛି।
ସୂଚନାଯୋଗ୍ୟ, ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ସେମିଫାଇନାଲ କୋଲକାତାରେ ଖେଳାଯାଉଛି। ଏହି ମ୍ୟାଚ୍‌ର ବିଜେତା ଭାରତ ସହ ଫାଇନାଲ ମ୍ୟାଚ୍‌ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ଗଣମାଧ୍ୟମରେ ଓଡ଼ିଶାକୁ ନେଇ ମୋଦିଙ୍କ ବଡ଼ ବୟାନ, କହିଲେ ଏଥର…

ଭୁବନେଶ୍ୱର, ୧୦।୫: ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ଓଡ଼ିଶାକୁ ନେଇ ଜାତୀୟ...

କେଜରିଓ୍ବାଲଙ୍କୁ ଜାମିନ ମିଳିବା ନେଇ ଶାହାଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ମିଳିଛି ଜାମିନ। ଦିଲ୍ଲୀ ଅବକାରୀ ଦୂର୍ନୀତି ମାମଲାରେ କେଜରିଓ୍ବାଲଙ୍କୁ ସୁପ୍ରିମକୋର୍ଟରୁ ଆନ୍ତରୀଣ ଜାମିନ ମିଳିଛି। ତେବେ ଏହାକୁ ନେଇ...

ଉଇକେଟ ନେବା ପରେ ବି ସେଲିବ୍ରେଟ୍‌ କରନ୍ତି ନାହିଁ ସୁନୀଲ ନରେନ୍‌, ପଛରେ ରହିଛି ଏଭଳି କାରଣ…

ନୂଆଦିଲ୍ଲୀ,୧୦।୫: କୌଣସି ବୋଲର ପାଇଁ ଉଇକେଟ ନେବା ସବୁଠାରୁ ବଡ଼ ମୂହୁର୍ତ୍ତ ହୋଇଥାଏ। ଏହାକୁ ନେଇ ସେ ନିଜର ଖୁସିକୁ ସେଲିବ୍ରେଶନ ମାଧ୍ୟମରେ ପରିପ୍ରକାଶ କରିଥାଏ।...

ଏହା ଲଜ୍ଜାଜନକ କଥା; ରାଗରେ ଏଭଳି କହିଦେଲେ ଶାମି…

ନୂଆଦିଲ୍ଲୀ,୧୦।୫: ହାଇଦ୍ରାବାଦ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ କେଏଲ୍‌ ରାହୁଲଙ୍କ ଉପରେ ବର୍ଷିଥିଲେ ଲକ୍ଷ୍ନୌ ମାଲିକ। ଏହାର ଭିଡିଓ ଭାଇରାଲ ହେବା ପରେ ପ୍ରଶଂସକ ରାହୁଲଙ୍କ ସମର୍ଥନରେ...

ଜେଲ୍‌ରୁ ବାହାରିବା ପରେ କେଜରିଓ୍ବାଲଙ୍କ ଆସିଲା ପ୍ରଥମ ପ୍ରତିକ୍ରିୟା, କହିଲେ…

ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ଅବକାରୀ ଦୂର୍ନୀତି ମାମଲାରେ ଦିଲ୍ଲୀ ସିଏମ ଅରବିନ୍ଦ କେଜରିୱାଲଙ୍କୁ ଶେଷରେ ଜାମିନ ମିଳିଛି। ତାଙ୍କୁ ଜୁନ ୨ ପର୍ଯ୍ୟନ୍ତ ସୁପ୍ରିମକୋର୍ଟ ମଧ୍ୟବର୍ତ୍ତୀକାଳୀନ ଜାମିନ...

ବ୍ରିଜଭୂଷଣ ସିଂହଙ୍କୁ ଝଟ୍‌କା, ଚାର୍ଜଫ୍ରେମ କଲେ କୋର୍ଟ

ନୂଆଦିଲ୍ଲୀ,୧୦।୫: ବଢିଲା ବିଜେପି ଭାଜପା ଏମପି ତଥା କୁସ୍ତି ମହାସଂଘର ପୂର୍ବତନ ସଭାପତି ବ୍ରିଜଭୂଷଣ ଶରଣ ସିଂହଙ୍କ ଅଡୁଆ। ଶୁକ୍ରବାର ଯୌନ ନିର୍ଯାତନା ମାମଲାରେ ଦିଲ୍ଲୀର...

ରାହୁଲ-ଗୋଏଙ୍କା ବିବାଦ ପରେ ଲକ୍ଷ୍ନୌ ଟିମ୍‌ରେ ହେବ ବଡ଼ ପରିବର୍ତ୍ତନ, ଏହି ଖେଳାଳି ହେବେ ଅଧିନାୟକ !

ନୂଆଦିଲ୍ଲୀ,୧୦।୫: ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ବୁଧବାର ଶୋଚନୀୟ ପରାଜୟ ପରେ ଆଇପିଏଲ୍‌ ପ୍ଲେ ଅଫ୍‌ ଦୌଡ଼ରୁ ପ୍ରାୟତଃ ବାହାର ହୋଇଛି ଲକ୍ଷ୍ନୌ ସୁପର ଜିଆଣ୍ଟସ। ଏହାକୁ...

ଛତିଶଗଡରେ ବଡ଼ ଏନକାଉଣ୍ଟର, ୮ ମାଓବାଦୀ ନିହତ

ବିଜାପୁର,୧୦।୫: ଛତିଶଗଡ ବିଜାପୁରରେ ବଡ଼ ଏନକାଉଣ୍ଟର । ଯବାନଙ୍କ ଗୁଳିରେ ନିହତ ହୋଇଛନ୍ତି ୮ ମାଓବାଦୀ । ଦାର୍ଘ ୧୧ଘଣ୍ଟା ଧରି ଏହି ଏନକାଉଣ୍ଟର ଚାଲିଥିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri