ଟିଟିଲାଗଡ଼,୧୦।୮(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଥିବା ଏସ୍କେଡି କେନ୍ଦ୍ରକୁ ଶନିବାର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ପରିଦର୍ଶନ କରିଛନ୍ତି। ଏହି ସମୟରେ ସେ ଜଣେ ଦିବ୍ୟାଙ୍ଗ ବାଳକଙ୍କୁ କାଖେଇଥିବା ବେଳେ ଜଣେ ବାଳିକାଙ୍କୁ ଜୋତା ପିନ୍ଧାଇଥିବା ଦେଖିବାକୁ ମିଳିଛି।

ଢାକା,୨୦।୧୨: ବାଂଲାଦେଶର ମୈମନସିଂ ଜିଲାରେ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ଘଟଣାରେ ୭ ଜଣଙ୍କୁ ଗିରଫ କରାଯାଇଛି। ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ...
ମହାକାଳପଡ଼ା,୨୦ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପେଟଛେଲା ଗାଁରେ ୨୪ ଏକର ସରକାରୀ ଗ୍ରାମ୍ୟ ଜଙ୍ଗଲ ଜମିରେ...
ଏହି ବର୍ଷର ଶେଷ ୨୦ ତାରିଖ, ଅର୍ଥାତ ୨୦ ଡିସେମ୍ୱର, ୨୦୨୫ ରେ ଏକ ଅତ୍ୟନ୍ତ ଅଶୁଭ ଯୋଗ ସୃଷ୍ଟି ହେଉଛି, ଯାହା ଯୋଗୁଁ ଲୋକମାନଙ୍କୁ...
ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...
ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...
ପିମ୍ପୁଡ଼ି ସବୁଠି ଦେଖାଯାନ୍ତି। ପୃଥିବୀରେ ଏପରି କୌଣସି ସ୍ଥାନ ନାହିଁ, ଯେଉଁଠାରେ ପିମ୍ପୁଡ଼ି ନାହାନ୍ତି। ସାରା ବିଶ୍ୱରେ ବିଭିନ୍ନ ପ୍ରକାରର ପିମ୍ପୁଡ଼ି ଦେଖିବାକୁ ମିଳିଥାନ୍ତି। ସେମାନଙ୍କ...
ଜଗତ୍ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...
ନିକଟରେ ଅଭିନେତା ବିକି କୌଶଳ ବାପା ହୋଇଛନ୍ତି। ଏଥିପାଇଁ ତାଙ୍କ ଖୁସି କହିଲେ ନ ସରେ। ସ୍ତ୍ରୀ ତଥା ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ସହ ସେ...