ଟିମ୍‌ ଇଣ୍ଡିଆ ପହଞ୍ଚି ନାହିଁ, ହେଲେ ମ୍ୟାଚ୍‌ର ୨ ଦିନ ପୂର୍ବରୁ ଏମିତି କଲା ପାକିସ୍ତାନ  

କଲମ୍ବୋ,୧୩।୨: କ୍ରିକେଟର ଆଉ ଏକ ମହାଲଢ଼େଇ ପାଇଁ କାଉଣ୍ଟଡାଉନ୍‌ ଆରମ୍ଭ ହୋଇଯାଇଛି। ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଆସନ୍ତା ରବିବାର, ୧୫ ଫେବୃଆରୀରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। କଲମ୍ବୋର…

ଫେବୃଆରୀ ୧୦ରେ ଘରକୁ ଆସିବାକୁ କାଟିଥିଲେ ଟିକେଟ: ଗାଁରେ ମୃତଦେହ

ଆଳି,୧୩ା୨(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ଥାନା କଣ୍ଟିପୁର ଗ୍ରାମର ମାନସ ସାହୁଙ୍କ ପୁଅ ଅନନ୍ତ(୩୭)ଦୁବାଇରେ ପାଣି ପାଇପ ମିସ୍ତ୍ରି କାମ କରୁଥିବା ବେଳେ ଫେବୃଆରୀ ୧୦ରେ ଘରକୁ ଫେରିବା ନିମନ୍ତେ ଟିକେଟ…

ଯଦି ସେ ଶଙ୍କରାଚାର୍ଯ୍ୟ ଥିଲେ ତେବେ ଆପଣ କାହିଁକି ଲାଠିଚାର୍ଜ କରିଥିଲେ? ସମାଜବାଦୀ ପାର୍ଟି ଉପରେ ବର୍ଷିଲେ ଯୋଗୀ…

ଲକ୍ଷ୍ନୌ,୧୩।୨: ଉତ୍ତରପ୍ରଦେଶ ବଜେଟ ଅଧିବେଶନରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସମାଜବାଦୀ ପାର୍ଟି (SP) କୁ କଡ଼ା ସମାଲୋଚନା କରିଛନ୍ତି। ମାଘ ମେଳାରେ ଘଟିଥିବା ଘଟଣାକୁ ନେଇ ସେ ବିରୋଧୀ ଦଳକୁ ଘେରିବା ସହ ଶଙ୍କରାଚାର୍ଯ୍ୟ…

ସାଇବର ଅପରାଧରୁ କିପରି ଦୂରେଇ ରହିବେ

କେସିଙ୍ଗା,୧୩।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ବାଳସି ଗ୍ରାମସ୍ଥିତ ଜାହାର ଉଚ୍ଚ ବିଦ୍ୟାପୀଠଠାରେ ଶ୍ରୀ କମ୍ପ୍ୟୁଟର୍‌ ଏଜୁକେଶନ (ଶ୍ରୀ ରାମ ଇନଷ୍ଟିଚ୍ୟୁଟ ଅଫ କମ୍ପ୍ୟୁଟର୍‌ ଏଜୁକେଶନ)ପକ୍ଷରୁ ଦୁଇ ଦିନିଆ ‘ସୁରକ୍ଷିତ ଇଣ୍ଟରନେଟ…

ଦୁଇ ଦିନ ତଳେ ଇସ୍ତଫା ଦେଇଥିଲେ, ପୁଣି ଦଳକୁ ବାହୁଡିଲେ  ପୂର୍ବରୁ ବିଷମକଟକ ବ୍ଲକରେ…

ରାୟଗଡ଼ା,୧୩।୨(ରଞ୍ଜନ ପଣ୍ଡା): ନୂତନ ଗଠିତ ଜିଲା ବିଜେଡି କମିଟିରେ ଉପସଭାପତି ପଦ ପାଇଥିବା କାଶୀପୁର ବ୍ଲକ ବରିଷ୍ଠ ବିଜେଡି ନେତା ଗଣେଶ ସାଉଁତା ବୁଧବାର ନିଜ ପଦବୀରୁ ଇସ୍ତଫା ଦେଇଥିବା ନେଇ ଜିଲା ସଭାପତି…

ଭ୍ୟାଲେଣ୍ଟାଇନ୍‌ ଡେ’ର ଦିନକ ପୂର୍ବରୁ ଏକା ହୋଇଗଲେ ହ୍ରିତିକ୍‌! ସବାଙ୍କ ସହ ବ୍ରେକ୍‌ଅପ୍‌ ନେଇ…

ମୁମ୍ବାଇ: ବଲିଉଡର ‘ଗ୍ରୀକ ଗଡ୍‌’ ହ୍ରିତିକ ରୋଶନ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଏହା ପଛରେ ରହିଛି ତାଙ୍କର ଏକ ରହସ୍ୟମୟ ସୋସିଆଲ ମିଡିଆ ପୋଷ୍ଟ । ପ୍ରଥମ ପତ୍ନୀଙ୍କଠାରୁ ଅଲଗା ହେବା ପରେ…

ଶୀତକାଳୀନ ଅଲିମ୍ପିକ୍ସରେ କଣ୍ଡୋମ୍ ସଙ୍କଟ: ମାତ୍ର ୩ ଦିନରେ ଶେଷ ହେଲା ୧୦,୦୦୦ ପ୍ୟାକେଟ୍

ନୂଆଦିଲ୍ଲୀ,୧୩।୨: ଇଟାଲୀରେ ଅନୁଷ୍ଠିତ ୨୦୨୬ ଶୀତକାଳୀନ ଅଲିମ୍ପିକ୍ସରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଖେଳ ଆରମ୍ଭର ମାତ୍ର ୩ ଦିନ ମଧ୍ୟରେ ଖେଳାଳିଙ୍କ ପାଇଁ ଉଦ୍ଦିଷ୍ଟ ସମସ୍ତ ମାଗଣା କଣ୍ଡୋମ ଶେଷ ହୋଇଯାଇଛି, ଯାହା ଆୟୋଜକଙ୍କୁ ଚିନ୍ତାରେ ପକାଇଛି। ମିଲାନ୍-କୋର୍ଟିନା…

ସେବା ତୀର୍ଥକୁ ଶିଫ୍ଟ ହେଲା PMO କାର୍ଯ୍ୟାଳୟ: ପ୍ରଥମ ଦିନ ୪ ବଡ଼ ନିଷ୍ପତ୍ତି ନେଲେ ମୋଦି

ନୂଆଦିଲ୍ଲୀ,୧୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ତାଙ୍କର ନୂତନ କାର୍ଯ୍ୟାଳୟ ‘ସେବା ତୀର୍ଥ’ ଉଦଘାଟନ କରିଛନ୍ତି। ଆଜିଠାରୁ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ରାଇସିନା ହିଲର ସାଉଥ ବ୍ଲକରୁ ସେବା ତୀର୍ଥକୁ ସ୍ଥାନାନ୍ତରିତ ହୋଇଛି। ସେବା ତୀର୍ଥରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଜାତୀୟ ସୁରକ୍ଷା ପରିଷଦ…

ଟି-୨୦ ବିଶ୍ୱକପ୍ ୨୦୨୬: ବଡ଼ ବିପର୍ଯ୍ୟୟ ଘଟାଇଲା ଜିମ୍ବାୱେ; ଅଷ୍ଟ୍ରେଲିଆ ୨୩ ରନରେ ପରାସ୍ତ

କଲୋମ୍ବୋ,୧୩।୨: ଟି-୨୦ ବିଶ୍ୱକପ୍ ୨୦୨୬ର ୧୯ତମ ମ୍ୟାଚରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ୨୩ ରନରେ ପରାସ୍ତ କରି ଜିମ୍ବାୱେ କ୍ରିକେଟ ଜଗତକୁ ଚକିତ କରିଦେଇଛି। କଲୋମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଏହି ରୋମାଞ୍ଚକର ମୁକାବିଲାରେ…

ଅରବିନ୍ଦ ମହାପାତ୍ରଙ୍କ ବିସ୍ଫୋରକ ବୟାନ: ମୁଁ ଏବେ ସ୍ବାଧୀନ, ରାଜ୍ୟ ସଭା ନିର୍ବାଚନରେ ପ୍ରାର୍ଥୀ ଦେଖି…

ଭୁବନେଶ୍ୱର,୧୩ା୨: ସସ୍‌ପେଣ୍ଡକୁ ନେଇ ଆଜି ପୁଣି ଏକ ବିସ୍ଫୋରକ ବୟାନ ଦେଇଛନ୍ତି ବିଜେଡିରୁ ବିତାଡ଼ିତ ତଥା ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର। ସେ ଆଜି ପୁଣି ସେହି ସମାନ କଥା ଦୋହରାଇଛନ୍ତି। ସେ କହିଛନ୍ତି, ନବୀନଙ୍କୁ ଯେଉଁ ପ୍ରଶ୍ନ ପଚାରିଥିଲି ତା’ର…

ରାଜ୍ୟସଭା ନିର୍ବାଚନ: ଏତିକି ଆସନରେ ପ୍ରାର୍ଥୀ ଦେବ ଭାଜପା, ବିଜେଡି ପାଇଁ ବଡ ମଉକା

ଭୁବନେଶ୍ୱର,୧୩।୨: ୧୦ଟି ରାଜ୍ୟରେ ଖାଲି ହେବାକୁ ଯାଉଛି ୩୭ଟି ରାଜ୍ୟସଭା ଆସନ। ଏଥିପାଇଁ ନିର୍ବାଚନ କମିଶନ (ECI) ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏଥିରେ ଓଡ଼ିଶାର ୪ଟି ଆସନ ରହିଛି, ଯାହାକୁ ନେଇ ରାଜ୍ୟ ରାଜନୀତି ଏବେ ସରଗରମ ହୋଇଛି। ଭାଜପା ରାଜ୍ୟ…

ଦେଶରେ ବୃଦ୍ଧି ପାଉଛି ବ୍ୟକ୍ତିଗତ ଆୟକର, ମଧ୍ୟବିତ୍ତଙ୍କ ପାଇଁ ଏପରି ପ୍ରତିକ୍ରିୟା ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୨: ଦେଶରେ ବୃଦ୍ଧି ପାଉଥିବା ବ୍ୟକ୍ତିଗତ ଆୟକର ସଂଗ୍ରହର ଉପରେ ପ୍ରତିକ୍ରିୟା ରଖିଛନ୍ତି ଅର୍ଥମନ୍ତ୍ରୀ। ”ଆୟକର ସଂଗ୍ରହ ଅର୍ଥ ଏହା ନୁହେଁ ଯେ ମଧ୍ୟବିତ୍ତ ଶ୍ରେଣୀ ଚାପରେ ଅଛନ୍ତି।” ଗୁରୁବାର ରାଜ୍ୟସଭାରେ ବଜେଟ୍ ଉପରେ ହୋଇଥିବା ଆଲୋଚନାର ଉତ୍ତର ଦେଇ ଅର୍ଥମନ୍ତ୍ରୀ…

ବାଂଲାଦେଶରେ ‘ରହମାନ ଯୁଗ’: ଭାରତ ପାଇଁ ଗୁଡ୍‌ନ୍ୟୁଜ୍‌, ପାକିସ୍ତାନ…

ଢାକା,୧୩।୨:ବାଂଲାଦେଶରେ ତ୍ରୟୋଦଶ ସଂସଦୀୟ ନିର୍ବାଚନ ପାଇଁ ଭୋଟ ଦେବା ପରେ ଫଳାଫଳ ସ୍ପଷ୍ଟ ହୋଇଛି। ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପୁଅ ଏବଂ ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି (BNP)ର ମୁଖ୍ୟ ତାରିକ ରହମାନ ଏକ ବଡ଼ ବିଜୟ ହାସଲ କରିଛନ୍ତି।…

ତ୍ରୀକୋଣୀୟ ପ୍ରେମରୁ ହତ୍ୟାକାଣ୍ଡ: ପ୍ରେମିକର ନାବାଳିକା ବାନ୍ଧବୀଙ୍କ ମୁହଁରେ ଗୁଳି କଲେ ଯୁବତୀ

ମୁମ୍ବାଇ,୧୩।୨: ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ଦିନ ଦ୍ୱିପ୍ରହରରେ ଅତି ନିକଟରୁ ଗୁଳି କରି ହତ୍ୟା କରାଯାଇଛି। ମୁମ୍ବାଇର ଶିବାଜୀ ନଗର ଅଞ୍ଚଳରେ ଘଟିଥିବା ଏହି ସମ୍ବେଦନଶୀଳ ଘଟଣା ପଛରେ ଏକ “ତ୍ରୀକୋଣୀୟ ପ୍ରେମ” ଲିଙ୍କ ରହିଥିବା ପୋଲିସ ସନ୍ଦେହ କରୁଛି।…

ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ: ଜାଣନ୍ତୁ ଭୁବନେଶ୍ୱରରେ କେତେ ଅଛି ମୂଲ୍ୟ

ଭୁବନେଶ୍ବର,୧୩।୨: ଆନ୍ତର୍ଜାତୀୟ ବଜାରରେ ମୂଲ୍ୟ ହ୍ରାସ ଯୋଗୁଁ ଭାରତୀୟ ବଜାରରେ ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ ପରିଲକ୍ଷିତ ହୋଇଛି। ଶୁକ୍ରବାର ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ମୂଲ୍ୟ ପ୍ରାୟ ୪% ହ୍ରାସ ପାଇଥିବା ବେଳେ…

ବିଶ୍ୱ ବଜାରରେ କମିଲା ତୈଳ ଦର, ଭାରତରେ କମିବ କି ?

ନୂଆଦିଲ୍ଲୀ,୧୩।୨: ଆନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ କ୍ରମାଗତ ହ୍ରାସ ପରିଲକ୍ଷିତ ହେଉଛି। ଚଳିତ ବର୍ଷ ପ୍ରଥମ ଥର ପାଇଁ ତୈଳ ଦର କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ହ୍ରାସ ପାଇଛି। ଆମେରିକା-ଇରାନ ମଧ୍ୟରେ କୂଟନୈତିକ ଆଲୋଚନା ଫଳରେ ଯୋଗାଣ ବାଧାପ୍ରାପ୍ତ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri