ବ୍ରିଟିଶ ସଂସଦ ଭବନରେ ଗୀତା ମହୋତ୍ସବ : ସୁଷମା ସ୍ବରାଜ ଭାଗ ନେବାକୁ ଚାହିଁଥିଲେ

ଲଣ୍ଡନ: ବ୍ରିଟିଶ ସଂସଦ ଭବନ ହାଉସ ଅଫ କମନ୍ସ ପରିସରରେ ତିନିଦିନ ବ୍ୟାପୀ ଗୀତା ମହୋତ୍ସବ ଆରମ୍ଭ କରାଯାଇଛି। ମରିସସ୍‌ ପରେ ଏହା ଦ୍ୱିତୀୟ ମହୋତ୍ସବ। କଞ୍ଜରଭେଟିଭ ପାର୍ଟିର ଉପାଧ୍ୟକ୍ଷ ତଥା ସାଂସଦ ପଲ୍‌ ଷ୍ଟୁଆର୍ଟ ସ୍କୋଲି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି। ଏହା ଶଙ୍ଖନାଦରେ କରାଯାଇଛି। ସୁରକ୍ଷା କାରଣରୁ ଦ୍ୱୀପ ପ୍ରଜ୍ଜ୍ୱଳନ ହୋଇପାରିନାହିଁ। ମହୋତ୍ସବରେ ବ୍ରିଟିଶ ପାର୍ଲାମେଣ୍ଟର ବହୁ ସାଂସଦ ଓ ଲଣ୍ଡନର ବହୁ ପ୍ରତିଷ୍ଠିତ ବ୍ୟକ୍ତି ବି ଯୋଗଦେଇଛନ୍ତି। ଗୀତା ମହୋତ୍ସବ ଆୟୋଜନ କରିବାରେ ଭାରତର ପୂର୍ବତନ ବିଦେଶ ମନ୍ତ୍ରୀ ସୁଷମା ସ୍ବରାଜଙ୍କ ଭୂମିକା ମଧ୍ୟ ରହିଛି। ଏହି ମହୋସତ୍ର ଆୟୋଜନ କରିବା ପାଇଁ କୁରୁକ୍ଷେତ୍ର ଡେଭଲପ୍‌ମେଣ୍ଟ ବୋର୍ଡ( କେଡିବି)ସଚିବ ମଦନ ମୋହନ ଛାବଡା ସୁଷମା ସ୍ବରାଜଙ୍କୁ ସାକ୍ଷାତ କରିଥିଲେ । ସୁଷମା ଲଣ୍ଡନରେ ଗୀତା ମହୋତ୍ସବ ପାଇଁ ଭାରତୀୟ ହାଇକମିଶନଙ୍କୁ ଏହା ସହ ଯୋଡିଥିଲେ ଓ ସେ ମଧ୍ୟ ଏଥିରେ ଭାଗ ନେବା ଲାଗି ଇଚ୍ଛା ପ୍ରକାଶ କରିଥିଲେ । କିନ୍ତୁ ତାହା ହୋଇପାରିଲା ନାହିଁ। ସାଂସଦ ପଲ୍‌ ଷ୍ଟୁଆର୍ଟ ସ୍କୋଲି ଓ ଏପିପିଜି ଅଧ୍ୟକ୍ଷ ତଥା ବ୍ରିଟିଶ ସାଂସଦ ବୀରେନ୍ଦ୍ର ଶର୍ମା ଏହା ଏକ ଏ୍ୟତିହାସିକ କ୍ଷଣ ବୋଲି କହିଛନ୍ତି। ଏହି କାର୍ଯ୍ୟକ୍ରମରେ ରୁଷ, ଇସ୍ରାଏଲ, ବାଂଲାଦେଶ,ବାହାରିନ,ଇଟାଲୀ, କାନାଡ଼ା, ମରିସସ୍‌ , ସାଇପ୍ରସ୍‌ ଓ ନେପାଳର ରାଷ୍ଟ୍ରଦୂତ ଉପସ୍ଥିତି ରହିଥିଲେ। ମହୋତ୍ସବ ଆରମ୍ଭ ହେବା ପୂର୍ବରୁ ସୁଷମା ସ୍ବରାଜଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମହାକାଶ ଯିବେ ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ: ପ୍ରଥମ ମହିଳା ଭାବେ ରଚିବେ ଇତିହାସ

ଓ୍ବାଶିଂଟନ୍‌,୬।୫: ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ ପୁଣି ଥରେ ମହାକାଶକୁ ଯିବାକୁ ପ୍ରସ୍ତୁତ ହେଉଛନ୍ତି। ଏଥର ବଚ ୱିଲମୋର ମଧ୍ୟ ତାଙ୍କ ସହ ରହିବେ। ଦୁଇ...

ବାଇଡେନଙ୍କ ଉପରେ ଏମିତି ଅଭିଯୋଗ ଆଣିଲେ ଟ୍ରମ୍ପ

ଓ୍ବାଶିଂଟନ,୬ା୫: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ପ୍ରାର୍ଥୀଙ୍କ ମଧ୍ୟରେ କଥାବାର୍ତ୍ତା ତୀବ୍ର ହୋଇଛି। ଏହି କ୍ରମରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ବିବୃତ୍ତି ସାମ୍ନାକୁ...

ପୁଣି ଇସ୍ରାଏଲ ଉପରେ ମିଶାଇଲ୍‌ ମାଡ କଲା ହମାସ

ଜେରୁଜେଲମ,୬।୫: ଗତ ସାତ ମାସ ଧରି ହମାସ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଚାଲିଛି। ହମାସକୁ ହଟାଇବା ପାଇଁ ଇସ୍ରାଏଲର ସଂକଳ୍ପ ଗାଜା ଅଞ୍ଚଳର ଲୋକଙ୍କ...

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ବ୍ୟାନ ହେଲା ଅଲ ଜଜିରା, ନେତାନ୍ୟାହୁ କହିଲେ ଉସକାଇବା ଚ୍ୟାନେଲ

ଜେରୁଜେଲମ,୫।୫: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ରବିବାର (୫ ମଇ ୨୦୨୪) ଇସ୍ରାଏଲର ଅଲ ଜଜିରା ଟେଲିଭିଜନ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଘୋଷଣା କରିଛନ୍ତି। ସେ...

ମୋଷ୍ଟ ଓ୍ବାଣ୍ଟେଡ ତାଲିକାରେ ୟୁକ୍ରେନ ରାଷ୍ଟ୍ରପତି, ଆଉ କିଛି ଦେଶର ନେତାଙ୍କର ରହିଛି ନାଁ!

ମସ୍କୋ,୫।୫: ରୁଷିଆ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କିଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ କରି ତାଙ୍କୁ ଓ୍ବାଣ୍ଟେଡ ତାଲିକାରେ ରଖିଛି। ଏ ବାବଦରେ ଆଉ କୌଣସି...

ବ୍ରାଜିଲରେ ଭୟଙ୍କର ବନ୍ୟା, ୫୬ ମୃତ

ବ୍ରାଜିଲ,୫।୫: ତାଣ୍ଡବ ରଚିଲା ପ୍ରକୃତି। ବ୍ରାଜିଲରେ ଦେଖାଯାଇଛି ଭୟଙ୍କର ବନ୍ୟା । ଦକ୍ଷିଣ ଆଫ୍ରିକାରେ ପ୍ରବଳ ବର୍ଷା କାରଣରୁ ଭୟଙ୍କର ବନ୍ୟା ସୃଷ୍ଟି ହୋଇଛି ।...

୧୭ ରୋଗୀଙ୍କୁ ମାରିଥିବା ନର୍ସଙ୍କୁ ୭୦୦ ବର୍ଷ ଜେଲ

ଓ୍ବାଶିଂଟନ,୫ା୫: ୧୭ ଜଣ ରୋଗୀଙ୍କୁ ମାରିଥିବା ଆମେରିକା ପେନ୍‌ସିଲଭାନିଆର ଜଣେ ନର୍ସଙ୍କୁ ଶନିବାର ୩୮୦ରୁ ୭୦୦ ବର୍ଷ ଜେଲଦଣ୍ଡ ହୋଇଛି। ହିଥର ପ୍ରେସ୍‌ଦି (୪୧) ନାମ୍ନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri