ଭୟଙ୍କର ସ୍ବପ୍ନ ଦେଖିବା ପରେ ଲାଗେ ଡର, ରକ୍ଷା ପାଇବା ପାଇଁ ଉପାୟ…

ନିଦରେ ସ୍ବପ୍ନ ଦେଖିବା ସାଧାରଣ କଥା। କିନ୍ତୁ ବେଳେବେଳେ ନିଦରେ ଏମିତି କିଛି ସ୍ବପ୍ନ ଦେଖିଥାଉ, ଯାହା ଖୁବ୍‌ ଭୟଙ୍କର ହୋଇଥାଏ। ନିଦ ଭାଙ୍ଗିଲା ପରେ ବି ଡର ଡର ଲାଗେ। ଏମିତି ପରିସ୍ଥିତିରୁ ରକ୍ଷା ପାଇବା ପାଇଁ ସ୍ବପ୍ନଶାସ୍ତ୍ରରେ କିଛିଟା ଉପାୟ ରହିଛି। ଯେମିତିକି- ରାତିରେ ଶୋଇବା ସମୟରେ ଶେଯ ନିକଟରେ ତମ୍ବାପାତ୍ର ହେଉ ଅବା ତମ୍ବାର କୌଣସି ଶୋ’ ପିସ୍‌ ରଖିଲେ ଦୁଃସ୍ବପ୍ନ ଆସେ ନାହିଁ ବୋଲି ବିଶ୍ୱାସ ରହିଛି। ତେବେ ଧ୍ୟାନ ଦେବେ ତମ୍ବାପାତ୍ର ଶୁଖିଲା ହୋଇଥିବା ଦରକାର। ସେଥିରେ ଆଦୌ ପାଣି ରଖିବେ ନାହିଁ। ସେହିପରି ଯଦି ଛୋଟପିଲା ବି ରାତିରେ ଶୋଇଲାବେଳେ ଡରୁଥାନ୍ତି, ତା’ହେଲେ ତାଙ୍କ ବେକରେ ହେଉ ଅବା ଅଣ୍ଟାରେ ତମ୍ବା ପଇସା ବାନ୍ଧିଲେ ଅନେକ ଉପକାର ମିଳେ। ଅନ୍ୟପକ୍ଷେ ଶେଯ ନିକଟରେ ସେରାମିକ୍‌ର ଶୋ’ ପିସ୍‌ ହେଉ ଅବା ଜେମ୍ସ ଟ୍ରି ରଖିଲେ ଅଥବା କପଡ଼ାରେ ଛୋଟ ଖଣ୍ଡେ ଫିଟିକିରି ଗୁଡ଼ାଇ ରଖିଲେ ମଧ୍ୟ ଖରାପ ସ୍ବପ୍ନ ଦେଖିବା କିମ୍ବା ଶୋଇଲାବେଳେ ଡରିବା ଧୀରେ ଧୀରେ କମିଯାଏ ବୋଲି ମାନ୍ୟତା ରହିଛି। ଏହାସବୁ କେବଳ ଲୋକବିଶ୍ୱାସର କଥା।


Enter your email to get our daily news in your inbox.

All Right Reserved By Dharitri.Com

ଲଡ୍ଡୁ ଗୋପାଳଙ୍କ ମୂର୍ତ୍ତି କେତେ ବଡ଼ ହେବା ଉଚିତ? ଜାଣନ୍ତୁ ଘରେ ରଖିବାର ୧୦ ନିୟମ…

ଲଡ୍ଡୁ ଗୋପାଳ ହେଉଛନ୍ତି ଭଗବାନ ଶ୍ରୀକୃଷ୍ଣଙ୍କ ବାଳ ସ୍ବରୂପ। ଘରେ ଲଡ୍ଡୁ ଗୋପାଳଙ୍କୁ ରଖିବା କେବଳ ପୂଜା ନୁହେଁ, ବରଂ ଏକ ବାଳକଙ୍କୁ ପରିବାରର ସଦସ୍ୟ...

୨୯ ଡିସେମ୍ୱରରେ ଏହି ୩ରାଶିର ଭଲ ଟାଇମ୍‌, ବର୍ଷଶେଷବେଳକୁ ହୁ ହୁ ହୋଇ ବଢିଯିବ ଧନ

ହିନ୍ଦୁ ଧର୍ମରେ, ଗ୍ରହ ଆଧାରରେ ରାଶି ଗଣନା କରାଯାଏ। ଯେତେବେଳେ କୌଣସି ଗ୍ରହ ତାର ରାଶି ପରିବର୍ତ୍ତନ କରେ, ଏହା ଶୁଭ ଏବଂ ଅଶୁଭ ଉଭୟ...

ରବିବାର ଭୂଲରେ ବି କାଟନ୍ତୁନି ଚୁଟି କି କରନ୍ତୁନି ଟ୍ରିପ୍‌ ପ୍ଲାନିଂ, ନଚେତ ଜୀବନ ହୋଇଯିବ ନର୍କ!

ହିନ୍ଦୁ ଧର୍ମରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦେବତାଙ୍କୁ ସମର୍ପିତ। ରବିବାର ଭଗବାନ ସୂର୍ଯ୍ୟଙ୍କୁ ସମର୍ପିତ। ଆଜି ରବିବାର। ଏହି ଦିନ ସୂର୍ଯ୍ୟଙ୍କୁ ପ୍ରାର୍ଥନା...

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ରାଶି ଚକ୍ରରେ ଶୁକ୍ର ଚଳନ: ଆସନ୍ତା ୨୪ ଦିନ ଏହି ୫ ରାଶିର ବଢ଼ିବ ଧନ ଓ ଐଶ୍ୱର୍ଯ୍ୟ

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ସୁଖ-ସୁବିଧା, ପ୍ରେମ ଏବଂ ଅପାର ଧନର କାରକ ଗ୍ରହ ‘ଶୁକ୍ର’ ଶନିବାର ଅର୍ଥାତ୍ ୨୦ ଡିସେମ୍ବର ସକାଳ ୭ଟା ୩୧ ମିନିଟରେ...

୨୦୨୬ ଏହି ୬ଟି ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ସମୟ, ଫିଟିବ ବିବାହର ଯୋଗ!

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ବିବାହ କେବଳ ବୟସ କିମ୍ବା ଇଚ୍ଛା ଉପରେ ନୁହେଁ, ବରଂ ଗ୍ରହମାନଙ୍କର ଗୋଚର, ଶୁକ୍ର-ଗୁରୁଙ୍କ ସ୍ଥିତି ଏବଂ ଶନିଙ୍କ ପ୍ରଭାବ ଉପରେ...

ଆଜି ୨୦୨୫ର ଶେଷ ୨୦ ତାରିଖ, ପଡୁଛି ଅଶୁଭ ଯୋଗ; ରାତି ଭିତରେ ଘଟିଯିବ…

ଏହି ବର୍ଷର ଶେଷ ୨୦ ତାରିଖ, ଅର୍ଥାତ ୨୦ ଡିସେମ୍ୱର, ୨୦୨୫ ରେ ଏକ ଅତ୍ୟନ୍ତ ଅଶୁଭ ଯୋଗ ସୃଷ୍ଟି ହେଉଛି, ଯାହା ଯୋଗୁଁ ଲୋକମାନଙ୍କୁ...

୩୦ବର୍ଷ ପରେ ବିରଳ ନବପଞ୍ଚମ ମହାଯୋଗ, ଶିନଙ୍କ କୃପାରେ ନୂଆବର୍ଷରେ ଧନୀ ହେବେ ମକର ସହ ଏହି ୨ରାଶି

ନୂଆବର୍ଷ ୨୦୨୬ର ଆରମ୍ଭ ଜ୍ୟୋତିର୍ବିଦମାନଙ୍କ ପାଇଁ ବହୁତ ଖାସ୍ ହବାକୁ ଯାଉଛି । ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପଡୁଥିବା ବେଳେ ଏହାର ପରଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri