‘ବିଶ୍ୱ ହିନ୍ଦୁ ମୂଲ୍ୟବୋଧରୁ ପ୍ରେରଣା ନେଉ, ତାହେଲେ ଯାଇ ସ୍ଥାପନ ହେବ ବିଶ୍ୱ ଶାନ୍ତି,’ ଥାଇଲ୍ୟାଣ୍ଡ ପ୍ରଧାନମନ୍ତ୍ରୀ

ବ୍ୟାଙ୍ଗକକ,୨୫।୧୧: ହିନ୍ଦୁ ଧର୍ମ ସମ୍ବନ୍ଧରେ ଥାଇଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରେଥା ଥାଭିସିନ ଏକ ବଡ଼ ବୟାନ ଦେଇଛନ୍ତି। ଥାଇ ପ୍ରଧାନମନ୍ତ୍ରୀ ଆଶା ପ୍ରକଟ କରିଛନ୍ତି ଯେ ଅଶାନ୍ତି ସହ ସଂଗ୍ରାମ କରୁଥିବା ବିଶ୍ୱ ହିନ୍ଦୁ ମୂଲ୍ୟବୋଧରୁ ଅହିଂସା, ସତ୍ୟ, ସହନଶୀଳତା ଏବଂ ସୌହାର୍ଦ୍ଦ୍ୟର ପ୍ରେରଣା ପାଇବା ଉଚିତ, ତା ହେଲେ ଯାଇ ସେତେବେଳେ ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ହୋଇପାରିବ।
ନ୍ୟୁଜ ଏଜେନ୍ସି ଏଏନଆଇ ଅନୁଯାୟୀ, ଥାଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ହିନ୍ଦୁ ଧର୍ମର ନୀତି ଏବଂ ମୂଲ୍ୟବୋଧ ଉପରେ ସଂଗଠିତ ବିଶ୍ୱ ହିନ୍ଦୁ କଂଗ୍ରେସ ଆୟୋଜନ କରିବା ଆମ ଦେଶ ପାଇଁ ଗୌରବର ବିଷୟ। ଏକ ପ୍ରଗତିଶୀଳ ତଥା ପ୍ରତିଭାବାନ ସମାଜ ଭାବରେ ବିଶ୍ୱରେ ହିନ୍ଦୁମାନଙ୍କର ପରିଚୟ ପ୍ରତିଷ୍ଠା ଲକ୍ଷ୍ୟରେ ଏହି ବିଶାଳ ସମ୍ମିଳନୀ ଆରମ୍ଭ ହୋଇଛି।
‘ଧର୍ମର ବିଜୟ’ ଘୋଷଣା ସହିତ ପ୍ରଖ୍ୟାତ ସାଧୁ ମାତା ଅମୃତାନନ୍ଦମୟୀ, ଭାରତ ସେବାଶ୍ରମ ସଂଗଠନର ସ୍ବାମୀ ପୂର୍ଣ୍ଣନାଥ, ଆରଏସଏସ ସଂଘଚାଳକ ମୋହନରାଓ ଭଗବତ, ସାର୍କରିଆଭା ଦତ୍ତାତ୍ରେୟ ହୋସବୋଲେ, ଭିଏଚପି ସାଧାରଣ ସମ୍ପାଦକ ମିଲିନ୍ଦ ପରାଣ୍ଡେ ଏବଂ କାର୍ଯ୍ୟକ୍ରମ ପ୍ରତିଷ୍ଠାତା-ସହକାରୀ କାର୍ଯ୍ୟ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ଓଡ଼ିଶାର ବିଧାୟକଙ୍କ ଦରମା ସବୁଠାରୁ ଅଧିକ, ଜାଣନ୍ତୁ କେତେ…

ଭୁବନେଶ୍ୱର,୧୨।୧୨: ସାରା ଦେଶରେ ଓଡ଼ିଶାର ବିଧାୟକଙ୍କ ଦରମା ସବୁଠାରୁ ଅଧିକ। ସବୁଠାରୁ ବଡ଼ କଥା ହେଉଛି ଅଟୋମେସନ ପ୍ରୋସେସରେ ପ୍ରତି ୫ ବର୍ଷରେ ବିଧାୟକଙ୍କ ଦରମା...

ମଣ୍ଡିରୁ ଉଠୁନି ଧାନ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା

ନୂଆପଡ଼ା,୧୨ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର...

PM Kisan ଟଙ୍କା ହେବ ୨ଗୁଣା? ସରକାର ଦେଲେ ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ସହିତ ଜଡିତ ଏକ ପ୍ରମୁଖ ପ୍ରଶ୍ନ ଚାଷୀଙ୍କ ମଧ୍ୟରେ ବ୍ୟାପକ ଭାବରେ ଆଲୋଚନା ହେଉଛି। ସରକାର କ’ଣ...

ପାଣି ଆଣିବାକୁ ଯାଇ ହାତୀ ହାବୁଡରେ ପଡ଼ିଲେ, ଦୌଡୁଥିଲେ ହେଲେ…

ଭଞ୍ଜନଗର,୧୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ତୋଲଡି ନୂଆଁସାହିରେ ଶୁକ୍ରବାର ଅପରାହ୍ନରେ ହାତୀଆକ୍ରମଣରେ ଜଣେ ମହିଳା ଚାଷୀ ମୃତ୍ୟୁବରଣ କରିଛନ୍ତି। ସେ ହେଲେ...

ଧନୁ ସଂକ୍ରାନ୍ତିରେ ୫ରାଶିଙ୍କ ହାତକୁ ଅଚାନକ ଆସିବ ଟଙ୍କା! ନୂଆ ଗହଣା କିଣିବେ…

୨୦୨୫ର ଶେଷ ସଂକ୍ରାନ୍ତି ହେଉଛି ଧନୁ ସଂକ୍ରାନ୍ତି, ଯାହା ମଙ୍ଗଳବାର, ଡିସେମ୍ବର ୧୬ ତାରିଖରେ ପଡୁଛି। ଦ୍ରିକ ପାଞ୍ଜି ଅନୁସାରେ, ସୂର୍ଯ୍ୟଙ୍କର ଧନୁ ରାଶିରେ ପ୍ରବେଶ...

ଓଏଏସ ଅଧିକାରୀଙ୍କୁ ଭିଜିଲାନ୍ସ ଅଧିକାରୀ କହି ନେଇଗଲେ ୪ ଲକ୍ଷ, ପରେ…

ବଣାଇଁ,୧୨ା୧୨(ପ୍ରଦୀପ ତ୍ରିପାଠୀ): ଓଡ଼ିଶାର ବିଭିନ୍ନ ଅଞ୍ଚଳରେ କାର୍ଯ୍ୟରତ ଓଏଏସ ଅଫିସରଙ୍କୁ ଭିଜିଲାନ୍ସର ଧମକ ଦେଇ ଲୁଟ ଚଳାଇଥିବା ୨ଜଣଙ୍କୁ ବଣାଇଁ ପୋଲିସ ଶୁକ୍ରବାର ଗିରଫ କରିଛି।...

୨୦୨୬ରେ ଭାଗ୍ୟବାନ ଏହି ୪ରାଶି, ଅଚାନକ ହେବେ ଧନୀ! ମିଳିବ ବଡ଼ ପୋଷ୍ଟ

ନୂଆବର୍ଷ ୨୦୨୬ ଆରମ୍ଭ ହେବାକୁ ଆଉ ବହୁତ ସମୟ ବାକି ନାହିଁ। ଜ୍ୟୋତିଷମାନେ ଗ୍ରହ ଏବଂ ନକ୍ଷତ୍ରର ଗତିବିଧିକୁ ଆଧାର କରି ୨୦୨୬ ବର୍ଷ ବିଷୟରେ...

ବଳଦ ମାରି ବାଘ ମଲା ,ମାଲିକ ମୁଣ୍ଡରେ ସାଂଘାତିକ ଅଭିଯୋଗ ବୋଳିଥିଲେ…

ବଣାଇଁ,୧୨।୧୨(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡର ତାମଡା ବନାଞ୍ଚଳ କୁସୁମଡ଼ିହି ଖସଡା ଜଙ୍ଗଲରେ ଏକ ମାଇ କଲରାପତ୍ରିଆ ବାଘର ମତ୍ୟୁ ଘଟିଥିବା ଜଣାପଡିଛି । ବାଘଟି ପ୍ରାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri