ସିଗାରେଟ ଦାମ ବଢ଼ାଇ ଦିଅ, ବଜେଟ ପୂର୍ବରୁ ଡାକ୍ତର-ଅର୍ଥନୀତିଜ୍ଞ କେନ୍ଦ୍ର ସରକାରଙ୍କୁ କଲେ ନିବେଦନ…

ନୂଆଦିଲ୍ଲୀ,୨୭।୧୧ : ଗତ ୧୫ ବର୍ଷ ଧରି ଭାରତରେ ସିଗାରେଟ ଟାଣୁଥିବା ଲୋକଙ୍କ ପାଇଁ ସିଗାରେଟ ମୂଲ୍ୟ ପ୍ରାୟ ୨୫୦ ପ୍ରତିଶତ ବୃଦ୍ଧି ପାଇଛି। କିନ୍ତୁ ଡାକ୍ତର ଏବଂ ଅର୍ଥନୀତିଜ୍ଞ କହିଛନ୍ତି ସିଗାରେଟର ମୂଲ୍ୟ ଆହୁରି ବୃଦ୍ଧି ହେବା ଉଚିତ। ୟୁନିଅନ ବଜେଟ ୨୦୨୪ ପୂର୍ବରୁ ଡାକ୍ତର ଏବଂ ଅର୍ଥନୀତିଜ୍ଞମାନେ ଏକତ୍ରିତ ହୋଇ ସିଗାରେଟ ମହଙ୍ଗା କରିବାକୁ କେନ୍ଦ୍ର ସରକାରଙ୍କୁ ନିବେଦନ କରିଛନ୍ତି। ତମାଖୁ ଦ୍ରବ୍ୟର ମୂଲ୍ୟ ବୃଦ୍ଧି କରିବା ଦ୍ୱାରା ଏହାର ବ୍ୟବହାରକୁ ନିୟନ୍ତ୍ରଣ କରିବାର ଅନ୍ୟତମ ପ୍ରଭାବଶାଳୀ ଉପାୟ।

ପ୍ରକୃତରେ, ନିକଟରେ ପ୍ରକାଶିତ ଏକ ଅଧ୍ୟୟନରୁ ଜଣାପଡିଛି ଗତ ୧୦ ବର୍ଷ ମଧ୍ୟରେ ସିଗାରେଟ ,ବିଡି ତଥା ଧୂଆଁ ବିହୀନ ତମାଖୁ ଅଧିକ ସୁଲଭ ହୋଇପାରିଛି। ଚଳିତ ବର୍ଷ ସେପ୍ଟେମ୍ବର୨୧ ରେ ପ୍ରକାଶିତ ଅନ୍ୟ ଏକ ରିପୋର୍ଟରେ କୁହାଯାଇଛି ଲୋକଙ୍କୁ କାର୍ଯ୍ୟାଳୟକୁ ଫେରିବା, ସ୍ଥିର ଟିକସ ବ୍ୟବସ୍ଥା ଯୋଗୁ ସିଗାରେଟର ଚାହିଦା ଚଳିତ ଆର୍ଥିକ ବର୍ଷରେ ୭-୯ ପ୍ରତିଶତ ବୃଦ୍ଧି ପାଇପାରେ। କେରଳର କୋଚିରେ ଥିବା ରାଜଗିରି କଲେଜ ଅଫ ସୋସିଆଲ ସାଇନ୍ସର ସ୍ବାସ୍ଥ୍ୟ ଅର୍ଥନୀତିଜ୍ଞ ତଥା ସହକାରୀ ପ୍ରଫେସର ଡାକ୍ତର ରିଜୋ ଜନଙ୍କ ଅନୁଯାୟୀ ସିଗାରେଟ ଉପରେ ଜାତୀୟ ବିପର୍ଯ୍ୟୟ ନିୟନ୍ତ୍ରଣ ଡ୍ୟୁଟି (ଏନସିସିଡି) କେବଳ ସାମାନ୍ୟ ବୃଦ୍ଧି ଏବଂ ଦ୍ରବ୍ୟ ଏବଂ ୨୦୧୭ର ସେବା କର (ଜିଏସଟି) ଲାଗୁ ହୋଇଛି। ତମାଖୁ ଟ୍ୟାକ୍ସରେ କୌଣସି ବିଶେଷ ବୃଦ୍ଧି ହୋଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri