ଭୁବନେଶ୍ୱର,୨୮।୧୧: କ୍ରମ୍ପଟନ୍ ଗ୍ରୀଭ୍ସ କଞ୍ଜ୍ୟୁମର ଇଲେକ୍ଟ୍ରିକାଲ୍ସ ଲିମିଟେଡର ନୂତନ ଉତ୍ପାଦ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଲାଇଟ ‘ଡେକୋ ବାଟନ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ବିଶେଷକରି ଉତ୍ପାଦର ଗୁଣାତ୍ମକତା ଓ ବିଶ୍ୱାସରେ ବ୍ରାଣ୍ଡ୍ର ପ୍ରତିବଦ୍ଧତା ରହିଛି। ଏପରିକି ନୂତନ କ୍ରମ୍ପଟନ୍ ଡେକୋ ବାଟନ ଲାଇଟର ‘ଆଳଙ୍କାରିକ ଆଲୋକୀକରଣ’ କରୁଥିବା ଶୈଳୀ, ଡିଜାଇନ ଓ ଉଚ୍ଚତର କାର୍ଯ୍ୟଦକ୍ଷତା ସହିତ ଗ୍ରାହକଙ୍କର ସାଜସଜ୍ଜାର ଦୃଷ୍ଟି ଆକର୍ଷଣ କରୁଥିବା ଏକ ବାତାବରଣ ସୃଷ୍ଟିର ମିଶ୍ରଣ ଗ୍ରାହକଙ୍କର ବାସସ୍ଥାନରେ ଆମୂଳଚୂଳ ପରିବର୍ତ୍ତନ କରିବା ପାଇଁ ଏହା ପ୍ରସ୍ତୁତ ହୋଇଛି ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି।
ଏ ସମ୍ପର୍କରେ କ୍ରମ୍ପଟନ ଗ୍ରୀଭ୍ସ କଞ୍ଜ୍ୟୁମର ଇଲେକ୍ଟ୍ରିକାଲ୍ସ ଲିମିଟେଡର ଉପାଧ୍ୟକ୍ଷ ତଥା ବ୍ୟବସାୟ ମୁଖ୍ୟ (ଆଲୋକୀକରଣ) ଶାଲୀନ ନାୟକ କହିଥିଲେ, ଘରର ଆଧୁନିକୀକରଣ କ୍ଷେତ୍ରରେ ଆଲୋକୀକରଣ ଏକ ଅଭିନ୍ନ ଅଙ୍ଗ ହୋଇଯାଇଛି, ଏହା ନା କେବଳ କିଛି ସ୍ଥାନକୁ ଆଲୋକିତ କରିବା ପାଇଁ ନୁହେଁ ବରଂ ବ୍ୟକ୍ତିଗତ ଶୈଳୀ ଓ ସାମଗ୍ରିକ ଉନ୍ନତ ସାଜସଜ୍ଜାକୁ ପ୍ରତିଫଳିତ କରୁଥିବା ଏକ ମନୋଦଶା ମଧ୍ୟ ସୃଷ୍ଟି କରିଥାଏ।
ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…
ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...
ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ
ଆଡିଲେଡ୍,୨୧ା୧୨: ସ୍ଥାନୀୟ ଆଡିଲେଡ୍ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...
୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ
ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...
କ୍ରୀଡ଼ା ମହୋତ୍ସବକୁ ଉଦ୍ଘାଟିତ କଲେ ଆସିକା ଏମ୍ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍
ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...
IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ
ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...
ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ
ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...
ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..
ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...
ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍ କାଟ୍, ଟୟ ଟ୍ରେନ୍, ମ୍ୟୁଜିକାଲ ଫାଉଣ୍ଟେନ୍ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…
ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...
Archives


