Posted inଜାତୀୟ

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥା ହେଲେ ଶ୍ରମିକ, କହିଲେ ଟନେଲ ଭିତରେ ଯୋଗ କରୁଥିଲୁ…

ନୂଆଦିଲ୍ଲୀ,୨୯।୧୧: ଉତ୍ତରାଖଣ୍ଡର ଉତ୍ତରକାଶୀ ନିର୍ମାଣଧୀନ ଟନେଲରୁ ଉଦ୍ଧାର ହୋଇଛନ୍ତି ୪୧ଶ୍ରମିକ। ୪୧ଶ୍ରମିକଙ୍କୁ ବାହାର କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସେମାନଙ୍କ ସହ କଥାବାର୍ତ୍ତା ହୋଇଛନ୍ତି। ଏହି ସମୟରେ ଜଣେ ଶ୍ରମିକ କହିଛନ୍ତି, ନିଜ ମନୋବଳ ଓ ଧର୍ଯ୍ୟ ବଢାଇବା ପାଇଁ ସେ ପ୍ରତିଦିନ ଯୋଗ କରୁଥିଲେ। ଏଥିସହ ସେମାନେ ସୁଡଙ୍ଗ ଭିତରେ ଚଲାବୁଲା ମଧ୍ୟ କରୁଥିଲେ।
ସେହିପରି ଆଉ ଜଣେ ଶ୍ରମିକ କହିଛନ୍ତି, ସରକାର ଯଦି ବିଦେଶରେ ଫଶିଥିବା ଶ୍ରମିକଙ୍କୁ ଉଦ୍ଧାର କରି ପାରୁଛନ୍ତି ଆମକୁ ମଧ୍ୟ ଉଦ୍ଧାର କରି ପାରିବେ। ଏଥିପାଇଁ ଆମକୁ କୌଣସି ଚିନ୍ତା ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୋ ଭୋ ହୋଇ କାନ୍ଦିଲେ ହେମା ମାଳିନୀ: ୨ ଝିଅଙ୍କ ଆଗରେ ଘଟିଲା…

ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ନିକଟରେ ଦେହାନ୍ତ ହୋଇଥିଲା। ତାଙ୍କ ପରିବାର ଏବେ ବି ଏହି ଆଘାତରୁ ମୁକୁଳିପାରୁନାହିଁ। କିଛି ଦିନ ପୂର୍ବେ ସନ୍ନି ଦେଓଲ...

ନିଜକୁ ଶ୍ରମିକ କହିଲେ ମୋଦି, ଏନଡିଏ ସାଂସଦଙ୍କୁ କଣ ଗୁରୁମନ୍ତ୍ର ଦେଲେ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ଏନଡିଏ ସାଂସଦଙ୍କ ମଧ୍ୟରେ ବୈଠକ ଶେଷ ହୋଇଛି । ମିଡ଼ିଆ ରିପୋର୍ଟ ଅନୁସାରେ, ବୈଠକ ସକରାତ୍ମକ ଏବଂ...

ତେରଗାଁ-ମହାକାଳପଡ଼ା ଲୁଣାନଦୀ ସେତୁ ନିର୍ମାଣ ବନ୍ଦ କଲେ ଲୋକେ

ମହାକାଳପଡ଼ା,୧୨ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତେରଗାଁ ସେତୁ ନିର୍ମାଣ କାର୍ଯ୍ୟ ଅଗ୍ରଗତି ହେଉଛି। କେତେଜଣ ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ଏହି ନିର୍ମାଣ କାର୍ଯ୍ୟକୁ...

ଇଣ୍ଡିଗୋ ସଙ୍କଟ ମଧ୍ୟରେ DGCAର ବଡ଼ ଆକ୍ସନ, ସସପେଣ୍ଡ ହେଲେ ୪ ଇନ୍ସପେକ୍ଟର

ନୂଆଦିଲ୍ଲୀ,୧୨।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଦ୍ୱାରା ସମ୍ମୁଖୀନ ହେଉଥିବା ପରିଚାଳନାଗତ ସମସ୍ୟାର ପ୍ରାରମ୍ଭିକ ତଦନ୍ତ ପରେ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ଆଜି ଭାରତ ଆସିବେ ଫୁଟବଲ୍‌ ମହାରଥୀ ଲିଓନେଲ୍ ମେସି, ଯୋଗ ଦେବେ ପ୍ରଧାନମନ୍ତ୍ରୀଙ୍କ ସମେତ ଏ ସମସ୍ତ ଷ୍ଟାର

କୋଲକାତା,୧୨ା୧୨: ଫୁଟବଲ୍‌ର ମହାରଥୀ ତଥା ବିଶ୍ୱକପ୍ ବିଜେତା ଅଧିନାୟକ ଲିଓନେଲ ମେସି ଶୁକ୍ରବାର ଭୋର୍ ୧:୩୦ରେ ଭାରତରେ ପହଞ୍ଚିବା ସହ ତାଙ୍କର ତିନି ଦିନିଆ ‘GOAT...

ଚମତ୍କାର କଲେ ବୈଭବ ସୂର୍ଯ୍ୟବଂଶୀ: ୫୬ ବଲ୍‌ରେ କଲେ କମାଲ୍‌, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୧୨।୧୨: ଯୁବ ଭାରତୀୟ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ଏସିଆ କପ୍‌ର ଉଦଘାଟନୀ ମ୍ୟାଚ୍‌ରେ ୟୁଏଇ ବିପକ୍ଷରେ ଏକ ଜ୍ୱଳନ୍ତ ଶତକ ହାସଲ...

ପୁଟିନଙ୍କ ବଡ଼ ଚାଲ୍‌: ନୂଆଦିଲ୍ଲୀରୁ ଫେରିବା ପରେ ଭାରତର ୨ ଶତ୍ରୁଙ୍କୁ ଭେଟିବେ

ମସ୍କୋ,୧୨।୧୨: ଭାରତ ଗସ୍ତର ୮ ଦିନ ପରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତୁର୍କମେନିସ୍ତାନ ଗସ୍ତ କରୁଛନ୍ତି। ଏହି ଦୁଇ ଦିନିଆ ଗସ୍ତ ସମୟରେ, ପୁଟିନ...

ଫସିଗଲେ ଶିଳ୍ପା ସେଟ୍ଟୀ, ରାଜ କୁନ୍ଦ୍ରା! କୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

ମୁମ୍ବାଇ,୧୨ା୧୨: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଓ ତାଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କ ବିରୋଧରେ ଜାରି ହୋଇଥିବା ଲୁକ୍‌ଆଉଟ୍‌ ସର୍କୁଲାରକୁ ଉଠାଇବାକୁ ହେଲେ ସେମାନଙ୍କୁ ୬୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri