୩ଥର ଆତ୍ମହତ୍ୟା ଉଦ୍ୟମ, ସ୍ବାମୀଙ୍କଠାରୁ ଛାଡ଼ପତ୍ର: ଏମିତି କିଛି ଥିଲା ମହାଭାରତର ‘ଦ୍ରୌପଦୀ’ଙ୍କ ବ୍ୟକ୍ତିଗତ ଜୀବନ

ମହାଭାରତରେ ଦ୍ରୌପଦୀଙ୍କ ଭୂମିକାରେ ଅଭିନୟ କରି ଘରେ ଘରେ ପରିଚିତ ହାସଲ କରିଥିଲେ ରୂପା ଗାଙ୍ଗୁଲି। ଅଦୃଢ ଅଭିନୟ ସହିତ ଦର୍ଶକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି ସେ। ଟିଭି ଧାରାବାହିକ ମହାଭାରତ ୧୯୯୮ରେ ଆରମ୍ଭ ହୋଇଥିଲା। ଏହି ଧାରାବାହିକକୁ ପ୍ରଶଂସକମାନେ ବହୁତ ପସନ୍ଦ କରିଥିଲେ। ମହାଭାରତରେ ଦ୍ରୌପଦୀଙ୍କ ଭୂମିକାରେ ଅଭିନୟ କରିଥିବା ରୂପା ହୁଏତ ଏହି ଚରିତ୍ର ପାଇଁ ବହୁତ ଆଦର ପାଇଥିବେ, କିନ୍ତୁ ତାଙ୍କ ବ୍ୟକ୍ତିଗତ ଜୀବନ ଏତେ ଭଲ ନ ଥିଲା। ସେ ୧୯୯୨ରେ ଧ୍ରୁବୋ ମୁଖାର୍ଜୀଙ୍କୁ ବିବାହ କରିଥିଲେ, ବିବାହ ପରେ ରୂପା ନିଜ କ୍ୟାରିଅର୍‌ ମଧ୍ୟ ଛାଡିଥିଲେ। ରୁପାଙ୍କ ଦାମ୍ପତ୍ୟ ଜୀବନରେ ଅନେକ ସମସ୍ୟା ଉପୁଜିବା ଆରମ୍ଭ କଲା।
ବିବାହ ପୂର୍ବରୁ ମୁଁ ମୁଁ ଗ୍ଲାମରସ ଦେଖାଯାଉଥିଲି, ଇଣ୍ଡଷ୍ଟ୍ରୀରେ ଏକ ଭୂମିକା ପାଇଁ ତୁମକୁ ଏହିପରି ଦେଖାଯିବାକୁ ପଡିବ, କିନ୍ତୁ ଏହା ମୋର ଦୋଷ ଥିଲା କି ? ପୁରୁଷମାନେ ନିଜ ସ୍ତ୍ରୀଙ୍କୁ ସେଲିବ୍ରିଟି ଭାବରେ ଗ୍ରହଣ କରିବା କଷ୍ଟକର ବୋଲି କହନ୍ତି ରୂପା ଗାଙ୍ଗୁଲି।
ବିବାହ ପରେ ରୂପା ଗାଙ୍ଗୁଲି ନିଜକୁ ବହୁତ ପରିବର୍ତ୍ତନ କରିବାକୁ ଚେଷ୍ଟା କରିଥିଲେ। ବିଳମ୍ବିତ ରାତିରେ କଲ ଉଠାଇବା ବନ୍ଦ କରିଦେଇଥିଲେ। ଶୁଟିଂ ସରିବା ମାତ୍ରେ ସିଧା ଘରକୁ ଆସୁଥିଲେ ନିଜ ବିବାହକୁ ବଞ୍ଚାଇବାକୁ ସମସ୍ତ ପ୍ରକାର ଚେଷ୍ଟା କରିଥିଲେ। ସ୍ବାମୀଙ୍କ ବ୍ୟବହାରରେ ଅତିଷ୍ଠ ହୋଇ ସେ ତିନିଥର ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଛନ୍ତି। କିନ୍ତୁ ଭଗବାନ ପ୍ରତ୍ୟେକ ଥର ତାଙ୍କ ଉଦ୍ଧାର କରିଥିଲେ। ୨୦୦୬ରେ ତାଙ୍କ ସ୍ବାମୀଙ୍କୁ ଛାଡପତ୍ର ଦେବାକୁ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri