Posted inଜାତୀୟ

ଶିକ୍ଷକଙ୍କୁ ଅପହରଣ, ନିଜ ଝିଅ ସହ ବିବାହ

ପାଟନା,୨ା୧୨: ନିକଟରେ ଗୌତମ କୁମାର ବିହାର ଲୋକ ସେବା ଆୟୋଗ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଶିକ୍ଷକ ନିଯୁକ୍ତି ପାଇଛନ୍ତି। ବୁଧବାର ୩-୪ ଜଣ ବ୍ୟକ୍ତି ତାଙ୍କ ସ୍କୁଲରେ ପହଞ୍ଚତ୍ ଗୌତମଙ୍କୁ ଅପହରଣ କରି ନେଇଥିଲେ। ସେମାନେ ଏହାର ୨୪ ଘଣ୍ଟା ଭିତରେ ବନ୍ଧୁକ ଦେଖାଇ ଜଣେ ଅପହର୍ତ୍ତାଙ୍କ ଝିଅ ସହ ତାଙ୍କୁ ବିବାହ କରାଇଛନ୍ତି। ବିହାରର ‘ପକଡ୍‌ଓ୍ବା ବିବାହ’ ଇତିହାସରେ ଏହା ହେଉଛି ସଦ୍ୟ ଘଟଣା।
ସୂଚନାନୁସାରେ ବୈଶାଳୀ ଜିଲାର ପଟେପୁରସ୍ଥିତ ରେପୁରା ଉତ୍କମିତ ମଧ୍ୟ ବିଦ୍ୟାଳୟରେ ନବନିଯୁକ୍ତ ଶିକ୍ଷକ ଗୌତମ ପାଠ ପଢ଼ାନ୍ତି। ବୁଧବାର ରାତିରେ ତାଙ୍କୁ ଅପହରଣ କରାଯାଇଥିଲା। ଏହାର ପ୍ରତିବାଦରେ ଗଁା ଲୋକେ ରାସ୍ତା ଅବରୋଧ କରିଥିଲେ। ପୋଲିସ ନିଖୋଜ ଶିକ୍ଷକଙ୍କୁ ଠାବ କରିବା ପାଇଁ ତଲାସି ଆରମ୍ଭ କରିଥିଲା। ଅପହରଣ ପାଇଁ ପରିବାର ଲୋକେ ରାଜେଶ ରାଏ ନାମକ ଜଣେ ବ୍ୟକ୍ତିଙ୍କୁ ଦାୟୀ କରିଛନ୍ତି। ରାଜେଶଙ୍କ ଝିଅ ଚାନ୍ଦନୀଙ୍କ ସହ ଗୌମତଙ୍କୁ ଜବରଦସ୍ତ ବିବାହ କରାଯାଇଥିବା ସେମାନେ ଅଭିଯୋଗ ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି

କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri