Posted inଜାତୀୟ

ମୋଦିଙ୍କ ଗ୍ୟାରେଣ୍ଟି ଉପରେ ଏହା ଜନତାର ମୋହର: ସ୍ମୃତି ଇରାନି

ନୂଆଦିଲ୍ଲୀ,୩।୧୨: ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଗଡ଼ର ବିଧାନସଭା ନିର୍ବାଚନରେ ଭାଜପା ଫର ଇଣ୍ଡିଆର ବୃହତ ବିଜୟ ଐତିହାସିକ ଅଟେ। ଏହା ବିଜୟଶ୍ରୀ ଜନକଲ୍ୟାଣ ଓ ବିକାଶ ନୀତି, ସେବା ଓ ସୁଶାସନ ସ୍ଥାପନ କରିବାର ନିୟମ ଓ ମାନନୀୟ ପ୍ରଧାନମନ୍ତ୍ରୀଙ୍କ ଉନ୍ନତ ନେତୃତ୍ୱ ଉପେର ଜନତାଙ୍କ ବିଶ୍ୱାସର ବିଜୟ।
ମହିଳା ସଶକ୍ତିକରଣ, ଗରିବ କଲ୍ୟାଣ ଏବଂ ଯୁବବର୍ଗଙ୍କ ଉନ୍ନତି ପାଇଁ ଭାରତୀୟ ଜନତା ପାର୍ଟି ଜନସାଧାରଣଙ୍କ ମଧ୍ୟରେ ଆଗତ ହୋଇଥିବା ସଂକଳ୍ପରେ ମା, ଭଉଣୀ ଏବଂ ଯୁବକମାନେ ବିଶେଷ ବିଶ୍ୱାସ କରିଛନ୍ତି। ଆଜି ହାସଲ ହୋଇଥିବା ସଫଳତା ହେଉଛି ସେହି ଜନସାଧାରଣଙ୍କ ବିଶ୍ୱାସର ଫଳାଫଳ।
ସୂଚନାଯୋଗ୍ୟ, ନିକଟରେ ୫ ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନ ମଧ୍ୟରୁ ୪ଟିର ଗଣତି ରବିବାର ହୋଇଛି। ଯେଉଁଥିର ଭାରତୀୟ ଜନତା ପାର୍ଟି(ଭାଜପା) ପୁଣିଥରେ ବିଜୟୀ ହୋଇଛି। ଏହି ବିଜୟକୁ ନେଇ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନି ଟୁଇଟ କରି ଏମିତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ନୂଆବର୍ଷରେ କମ୍‌ ବଢିବ ଦରମା

ନୂଆଦିଲ୍‌ଲୀ,୧୦।୧୨: ନୂଆ ବର୍ଷରେ ସରକାରୀ କର୍ମଚାରୀଙ୍କୁ ଶକ୍ତ ଝଟ୍‌କା। ୧ କୋଟି ୨୦ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ସାମାନ୍ୟ ଦରମା ବୃଦ୍ଧି...

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri