Odisha Elections 2024

ମୋଦିଙ୍କୁ ଅଭିନନ୍ଦନ ଜଣାଇଲେ ନବୀନ

ଭୁବନେଶ୍ୱର,୪ା୧୨: ମଧ୍ୟପ୍ରଦେଶ, ଛତିଶଗଡ଼ ଓ ରାଜସ୍ଥାନରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଭାଜପାର ବିପୁଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ଆଜି ସକାଳେ ମୁଖ୍ୟମନ୍ତ୍ରୀ ଫୋନ୍‌ ଯୋଗେ ପ୍ରଧାନମନ୍ତ୍ରୀଙ୍କ ସହ କଥା ହୋଇ ଏହି ଶୁଭେଚ୍ଛା ଜଣାଇଥିବା ତାଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

+୯୨ ନମ୍ବରରୁ କଲ୍‌ ଆସିଲେ ହୋଇଯାଆନ୍ତୁ ସାବଧାନ, ନଚେତ୍‌…

ଭୁବନେଶ୍ୱର,୧୬।୫: +୯୨ ନମ୍ବରରୁ କଲ୍‌ ଆସିଲେ ହୋଇଯାଆନ୍ତୁ ସାବଧାନ। ନଚେତ୍‌ ବଡ଼ ଠକେଇର ଶିକାର ହୋଇପାରନ୍ତି। ଏନେଇ କମିଶନରେଟ ପୋଲିସ ପକ୍ଷରୁ ଏକ ସତର୍କ ସୂଚନା...

ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଭୋଟରଙ୍କୁ ଅନୁରୋଧ କଲେ ଆସାମ ମୁଖ୍ୟମନ୍ତ୍ରୀ

ଭେଡେନ,୧୬ା୫(ସୁଦନ ମହାକୁର): ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀ ଭେଡେନ ବ୍ଲକ ଡାଳବ ପଞ୍ଚାୟତ ଅନ୍ତର୍ଗତ ବାନିପାଲି ଖେଳ ପଡ଼ିଆରେ ଗୁରୁବାର ଭାଜପାର ବିଜୟ ସଙ୍କଳ୍ପ...

ଖାର୍ଗେ ଦେଲେ ବଡ଼ ବୟାନ, କହିଲେ ଓଡ଼ିଶାରେ ବିଜେଡି-ଭାଜପା…

ଭୁବନେଶ୍ୱର,୧୬।୫: ଓଡ଼ିଶା ଗସ୍ତରେ ଆସି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଉଭୟ ବିଜେଡି ଓ ଭାଜପା ଉପରେ ବର୍ଷଛନ୍ତି। ଖାର୍ଗେ କହିଛନ୍ତି, ଓଡ଼ିଶାରେ ବିଜେଡି ୨୪...

ହସ୍ପିଟାଲରେ ଥାଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ପ୍ରଦୀପ, କହିଲେ…

ଭୁବନେଶ୍ୱର,୧୬।୫: ବ୍ରହ୍ମପୁରର ଭାଜପା ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ସେ ସୁରକ୍ଷା ଦାବି କରିଛନ୍ତି। ପ୍ରଦୀପ...

ରତ୍ନ ଭଣ୍ଡାର ଚାବି ମିଳିବାର ଅଛି ତ ଭାଜପାକୁ ଭୋଟ୍‌ ଦିଅନ୍ତୁ: ନଡ୍ଡା

ପଦ୍ମପୁର,୧୬।୫: ପଦ୍ମପୁରରେ ଭାଜପା ସଭାପତି ଜେପି ନଡ୍ଡା ବିଜେଡି ଉପରେ ବର୍ଷିଛନ୍ତି। ନଡ୍ଡା କହିଛନ୍ତି, ରତ୍ନଭଣ୍ଡାର ଚାବି ହଜିଛି, ଚାବି କୁଆଡ଼େ ଗଲା। ରତ୍ନ ଭଣ୍ଡାର...

‘ଏଥର ବିଜେଡି ଜିତିଲେ ନବୀନ ନୁହନ୍ତି, ପାଣ୍ଡୁଜୀ ହେବେ ମୁଖ୍ୟମନ୍ତ୍ରୀ’

ଭୁବନେଶ୍ୱର,୧୬।୫: ବିଜେଡି ଉପରେ ଭାଜପା ପ୍ରାର୍ଥୀ ତଥା ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଢଙ୍ଗୀ ବର୍ଷିଛନ୍ତି। ସେ କହିଛନ୍ତି, ବିଜେଡି ଆଉ ବିଜୁ ଜନତା ଦଳ ହୋଇ...

ଖଲ୍ଲିକୋଟ ପରେ ପୋଲସରାରେ ରାଜନୈତିକ ହିଂସା: ଫୁଟିଲା ଗୁଳି, ଜଣେ ଗୁରୁତର

ପୋଲସରା,୧୬।୫: ନିର୍ବାଚନ ଭିତରେ ତେଜୁଛି ନିର୍ବାଚନୀ ହିଂସା। ଖଲ୍ଲିକୋଟ ଭଳି ପୋଲସରାରେ ବି ଦେଖିବାକୁ ମିଳିଛି ରାଜନୈତିକ ହିଂସା । ପୋଲସରାରେ ବି ଫୁଟିଛି ଗୁଳି...

ଖଲ୍ଲିକୋଟ ହିଂସାକାଣ୍ଡ: ପୋଲିସକୁ ପଥର ମାଡ଼ କଲେ ଉତ୍ତ୍ୟକ୍ତ ଲୋକ, ଲାଠି ଚାର୍ଜ କଲା ପୋଲିସ

ଖଲ୍ଲିକୋଟ,୧୬।୫: ଗଞ୍ଜାମ ଖଲ୍ଲିକୋଟ ହିଂସାକାଣ୍ଡକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଘଟଣାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ତେବେ ଅଭିଯୁକ୍ତଙ୍କୁ ଥାନାରୁ ନେବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri