ହାର ମାନିଲା ଇରାନ, ଏବେ ଶେଷ ହେବ ଯୁଦ୍ଧ? ୧୪ ସୂତ୍ରୀ ଯୋଜନାରେ ଏମିତି କ’ଣ ଅଛି ଯାହାକୁ ଦେଖି ଖୁସି ହୋଇଗଲେ ଟ୍ରମ୍ପ? ଜାଣନ୍ତୁ…

ତେହରାନ,୩।୫: ଫେବୃଆରୀ 2026 ରେ ଆରମ୍ଭ ହୋଇଥିବା ଇରାନ-ଇସ୍ରାଏଲ-ଆମେରିକା ଯୁଦ୍ଧ ସମଗ୍ର ପଶ୍ଚିମ ଏସିଆ ଅଞ୍ଚଳକୁ ଥରାଇ ଦେଇଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣର ଜବାବରେ, ଇରାନ ପ୍ରଭାବଶାଳୀ ଭାବରେ ହର୍ମୁଜ ପ୍ରଣାଳୀକୁ ବନ୍ଦ…

ଚାଷୀଙ୍କୁ ଧାନ ଟଙ୍କା ନ ଦେବାରୁ ଗାଡ଼ି ଅଟକାଇଲେ ଚାଷୀ

ଆନନ୍ଦପୁର,୩ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ବଳଦୁଆଁ ଗ୍ରାମର ଚାଷୀଙ୍କଠାରୁ ଧାନ ନେଇ ପଳାଇଯାଇଥିଲା। ୩ ମାସ ପରେ ଗାଡ଼ିକୁ ପାଇ ଅଟକାଇଛନ୍ତ ଚାଷୀ। ସୂଚନାରୁ ଜଣାପଡ଼ଛି ବଳଦୁଆଁ ଗ୍ରାମର ମଧୁସୂଦନ…

ମହିଳାଙ୍କୁ ହତ୍ୟା କରି କପା କିଆରିରେ ମୃତଦେହ ପୋତିବାକୁ ଉଦ୍ୟମ, ଘଟଣାସ୍ଥଳରେ ପୋଲିସ ପହଞ୍ଚି…

ବଲାଙ୍ଗୀର,୩ା୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଚିତ୍ରାମୁଣ୍ଡା ଗାଁର ଏକ କପା କିଆରିରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ିଛି ଜଣେ ବିବାହିତା ୩ ସନ୍ତାନଙ୍କର ମା’ର ମୃତଦେହ। ହତ୍ୟା କରି…

ମମତାଙ୍କ ଉପରେ ଶନି-ମଙ୍ଗଳ ଭାରୀ; କେତୁ ନେବେ ନିର୍ଣ୍ଣାୟକ ଭୂମିକା! ଜିତିବେ ନା ହାରିବେ ଦିଦି? ଜାଣନ୍ତୁ କ’ଣ କହୁଛି ଭବିଷ୍ୟବାଣୀ

କୋଲକାତା,୩।୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ସୋମବାର, ୪ ମଇରେ ଘୋଷଣା ହେବାକୁ ଯାଉଛି। ଏଥର ନିର୍ବାଚନ ଫଳାଫଳ ମମତା ବାନାର୍ଜୀ ଏବଂ ତାଙ୍କ ଦଳ, ତୃଣମୂଳ କଂଗ୍ରେସ (TMC) ଉଭୟଙ୍କ ଭବିଷ୍ୟତ…

ବରଗଡ଼ ଜିଲା ମାଟ୍ରିକ୍‌ ଫଳ: କମିଛି ପାସ୍‌ ହାର, ବଢ଼ିଛି A-1 ଗ୍ରେଡ୍‌

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ଗତବର୍ଷ ଏବଂ ଚଳିତବର୍ଷ ମାଟ୍ରିକ ପରୀକ୍ଷାଫଳକୁ ତୁଳନା କଲେ ସମାନ ଦିନରେ ପରୀକ୍ଷାଫଳ ପ୍ରକାଶ ପାଇଛି। କିନ୍ତୁ ଏଥର ପରୀକ୍ଷାଫଳ ଗତବର୍ଷ ପରୀକ୍ଷା ଫଳ ତୁଳନାରେ ହ୍ରାସ ପାଇଛି। ଗତବର୍ଷ ମଧ୍ୟ…

ଦିଲ୍ଲୀର ବିବେକ ବିହାରରେ ୪ ମହଲା କୋଠାରେ ଅଗ୍ନିକାଣ୍ଡ, ୯ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ,୩।୫: ଶନିବାର ରାତିରେ ଦିଲ୍ଲୀର ଶାହଦରାର ବିବେକ ବିହାର ଅଞ୍ଚଳରେ ଏକ ଚାରି ମହଲା ବିଶିଷ୍ଟ ଆବାସିକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡ ଯୋଗୁ ପୋଡ଼ିଯିବା ଏବଂ ଧୂଆଁ ଶ୍ୱାସରୁଦ୍ଧ ହେବା ଯୋଗୁ…

କ୍ଷୀର ଦାମ୍‌ ବଢ଼ିଲା, ଲିଟର ପ୍ରତି ଏକାଥରକେ ବଢ଼ିଲା…

ଭୁବନେଶ୍ୱର,୩ା୫: ଓଡ଼ିଶାରେ କ୍ଷୀର ଦାମ୍‌ ବୃଦ୍ଧି ହୋଇଛି। ଟୋନ୍ଡ କ୍ଷୀର ଲିଟର ପ୍ରତି ୪ ଟଙ୍କା ବୃଦ୍ଧି କରିଛି ଓମ୍‌ଫେଡ୍‌। ତେବେ ୫୦ ଟଙ୍କାରୁ ବୃଦ୍ଧି ପାଇ ଏହା ୫୪ ଟଙ୍କାରେ ପହଞ୍ଚିଛି। ପ୍ରିମିୟମ କ୍ଷୀର ଲିଟର ପ୍ରତି ୪ ଟଙ୍କା…

ଅଭିଷେକ ବାନାର୍ଜୀଙ୍କ ଖୋଲା ଚ୍ୟାଲେଞ୍ଜ: ୧୦ ଜନ୍ମ ନେଲେ ବି ଜିତି ପାରିବନାହିଁ ଭାଜପା, ଜାଣନ୍ତୁ କାହିଁକି ଏମିତି କହିଲେ

କୋଲକାତା,୩ା୫: ପଶ୍ଚିମବଙ୍ଗ, ଆସାମ, କେରଳ, ତାମିଲନାଡୁ ଏବଂ ପୁଡୁଚେରୀରେ ମତଦାନ ଶେଷ ହେବା ପରେ ଏକଜିଟ ପୋଲ ଫଳାଫଳ ମଧ୍ୟ ପ୍ରକାଶ ପାଇଛି। ସମସ୍ତେ ଏବେ ମେ’ ୪ ତାରିଖରେ ଚୂଡ଼ାନ୍ତ ନିର୍ବାଚନ ଫଳାଫଳକୁ ଅପେକ୍ଷା କରିଛନ୍ତି, ଯାହା ଏହି ରାଜ୍ୟଗୁଡ଼ିକର…

ଯୁଦ୍ଧ ବନ୍ଦ କର…ଇରାନ ଆମେରିକାକୁ ଦେଲା ୧୪ ସୂତ୍ରୀ ପ୍ରସ୍ତାବ, ହେଲେ ପ୍ରତ୍ୟାଖ୍ୟାନ କରୁଛନ୍ତି ଟ୍ରମ୍ପ

ତେହରାନ,୩।୫: ମଧ୍ୟପ୍ରାଚ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ଇରାନର ନୂତନ ପ୍ରସ୍ତାବର ସମୀକ୍ଷା କରିବେ, ଯଦିଓ ସେ ବିଶ୍ୱାସ କରନ୍ତି ନାହିଁ ଯେ ଏହା ଗ୍ରହଣ କରାଯିବ। ଶନିବାର (ମେ ୨) ଏୟାର…

ହର୍ମୁଜରେ ଇରାନକୁ ଶୁଳ୍କ ଦେଲେ କଟକଣା ଲାଗିବ

ଦୁବାଇ,୩ା୫:  ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ସୁରକ୍ଷିତ ଭାବେ ଅତିକ୍ରମ କରିବା ପାଇଁ ଇରାନକୁ ଶୁଳ୍କ ଦେଉଥିବା ଜାହାଜ କମ୍ପାନୀଗୁଡ଼ିକ ଉପରେ କଟକଣା ଲଗାଇବାକୁ ଆମେରିକା ଚେତାବନୀ ଦେଇଛି। ଆମେରିକା ବିଦେଶ ସମ୍ପତ୍ତି ନିୟନ୍ତ୍ରଣ କାର୍ଯ୍ୟାଳୟ (ଓଏଫ୍‌ଏସି) ପକ୍ଷରୁ ଏହି ଚେତାବନୀ ପୋଷ୍ଟ…

ପ୍ଲୁଟୋକୁ ପୁଣି ଥରେ ଏକ ପୂର୍ଣ୍ଣ ଗ୍ରହର ମାନ୍ୟତା ଦେବା ପାଇଁ ଲଢ଼େଇ ଚଳାଇଛି ନାସା, ଖୁବ୍‌ଶୀଘ୍ର ପ୍ରକାଶ ପାଇବ ତଥ୍ୟ

ଓ୍ବାଂଶିଟନ,୩ା୫: ସୌରମଣ୍ଡଳର ନବମ ଗ୍ରହ ଭାବେ ପରିଚିତ ‘ପ୍ଲୁଟୋ’କୁ ନେଇ ଦୁଇ ଦଶନ୍ଧି ହେଲା ବିବାଦ ଚାଲିଥିବାବେଳେ ଏବେ ଏହା ନୂଆ ମୋଡ଼ ନେଇଛି। ୨୦୦୬ରେ ଅନ୍ତର୍ଜାତୀୟ ଜ୍ୟୋତିର୍ବିଜ୍ଞାନ ସଂଘ (ଆଇଏୟୁ) ପ୍ଲୁଟୋକୁ ପୂର୍ଣ୍ଣ ଗ୍ରହ ଭାବେ ଗ୍ରହଣ ନ କରି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ମେ’ ୪ରେ ମିଳିବ ‘ସୁଭଦ୍ରା’ ଟଙ୍କା, ଉପକୃତ ହେବେ…

ଭୁବନେଶ୍ୱର,୨।୫: ରାଜ୍ୟର ସୁଭଦ୍ରା ଯୋଜନାରୁ ବଞ୍ଚିତ ଥିବା ହିତାଧିକାରୀଙ୍କ ପାଇଁ ଆସିଛି ଏକ ଖୁସି ଖବର। ଆସନ୍ତା ମେ’ ୪ ତାରିଖରେ ବଞ୍ଚିତ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ଟଙ୍କା ପ୍ରଦାନ କରାଯିବ। ଏ ସମ୍ପର୍କରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ନିଜର ଏକ୍ସ…

ପ୍ରବଳ ବର୍ଷା ସହ ହେବ ଘଡ଼ଘଡ଼ି: ଏସବୁ ଜିଲାକୁ ସତର୍କ କରାଇଲା ପାଣିପାଗ କେନ୍ଦ୍ର, ୩ ଘଣ୍ଟା ପାଇଁ…

ଭୁବନେଶ୍ୱର,୨ା୫: ପ୍ରବଳ ବର୍ଷା ଓ ଘଡ଼ଘଡ଼ି ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷକରି କଟକ ଓ ଭୁବନେଶ୍ବରକୁ ଓ୍ବାର୍ନିଂ ଜାରି କରିଛି ପାଣିପାଗ ବିଭାଗ। ୩ ଘଣ୍ଟିଆ ସତର୍କ ସୂଚନା ଜାରି କରିଛି ପାଣିପାଗ…

ମାଟ୍ରିକ୍‌ ରେଜଲ୍ଟ ପ୍ରକାଶ, ତୁରନ୍ତ ଜାଣିବା ପାଇଁ ଏମିତି କରନ୍ତୁ ଚେକ୍‌…

କଟକ,୨ା୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷର ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ଶନିବାର ଅପରାହ୍ନରେ ପ୍ରକାଶ ପାଇଛି। ବୋର୍ଡ କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉପସ୍ଥିତ ରହି ବିଧିବଦ୍ଧ ଭାବେ ରେଜଲ୍ଟ ପୁସ୍ତକ…

ଇରାନ ପରେ ଏବେ ଟ୍ରମ୍ପଙ୍କ ଟାର୍ଗେଟ୍‌ରେ ଏହି ଦେଶ, ଘୋଷଣା ପରେ ବିଶ୍ୱରେ ହଇଚଇ

ଓ୍ବାଶିଂଟନ,୨ା୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ବୟାନ ଦେଇଛନ୍ତି ଯାହା ଅନ୍ତର୍ଜାତୀୟ କ୍ଷେତ୍ରରେ ହଇଚଇ ସୃଷ୍ଟି କରିଛି। ଫ୍ଲୋରିଡାର ପାମ ବିଚ୍‌ରେ ଥିବା ଫୋରମ୍‌ କ୍ଲବ୍‌ରେ ଆୟୋଜିତ ଏକ  କାର୍ଯ୍ୟକ୍ରମରେ ଟ୍ରମ୍ପ ଘୋଷଣା କରି କହିଛନ୍ତି, ଆମେରିକା…

ଲକ୍ଷ ଲକ୍ଷ ମୋବାଇଲ ଫୋନରେ ହଠାତ ଏକକାଳୀନ ବାଜି ଉଠିଲା ସାଇରନ, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨।୫: ୨ ମଇ, ୨୦୨୬ ଦିନ, ସକାଳ ୧୧ଟା୪୧ ସମୟରେ, ସାରା ଦେଶରେ ଲକ୍ଷ ଲକ୍ଷ ମୋବାଇଲ ଫୋନରେ ଏକ ଜରୁରୀକାଳୀନ ସାଇରନ ବାଜିଲା। ଏହା ଭାରତ ସରକାରଙ୍କ ଦ୍ୱାରା ଜରୁରୀକାଳୀନ ସାଇରନ ସିଷ୍ଟମର ଏକ ସଫଳ ପରୀକ୍ଷଣ ଥିଲା। ଏହା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri