Odisha Elections 2024

ଆଦାନୀ ଗ୍ରୁପ ବିରୋଧରେ ହିଣ୍ଡେନବର୍ଗ ରିପୋର୍ଟକୁ ନେଇ ଆମେରିକା ସରକାରଙ୍କ ବଡ ମନ୍ତବ୍ୟ, ରିପୋର୍ଟର ପ୍ରାସଙ୍ଗିତା ନାହିଁ

ନୂଆଦିଲ୍ଲୀ,୫।୧୨: ଗୌତମ ଆଦାନୀଙ୍କ ବିରୋଧରେ ହିଣ୍ଡେନବର୍ଗ ରିର୍ପୋଟରେ ଲଗାଯାଇଥିବା ଅଭିଯୋଗ ପ୍ରାସଙ୍ଗିକ ନୁହେଁ। ଏଭଳି ମନ୍ତବ୍ୟ ଦେଇଛନ୍ତି ଆମେରିକା ସରକାର। ଏପରି କହିବା ସହ ଆମେରିକା ଆଦାନୀ ଗ୍ରୁପକୁ ଶ୍ରୀଲଙ୍କାରେ କଣ୍ଟେନର ଟର୍ମିନାଲ ପାଇଁ ୫୫.୩କୋଟି ଆମେରିକା ଡଲାର ଋଣ ଦେଇଛି।
ଇଣ୍ଟରନ୍ୟାଶନାଲ ଡେଭଲପମେଣ୍ଟ ଫାଇନାନ୍ସ କର୍ପରର(DFC) ଜଣେ ଅଧିକାରୀ କହିଛନ୍ତି, ଆଦାନୀ ଗ୍ରୁପକୁ ଋଣ ଦେବା ପୂର୍ବରୁ ହିଣ୍ଡେନବର୍ଗର ରିସର୍ଚ୍ଚ ରିପୋର୍ଟର ଯାଞ୍ଚ କରାଯାଇଥିଲା। ଯାଞ୍ଚରୁ ଏହି ରିପୋର୍ଟ ଅପ୍ରାସାଙ୍ଗିକ ବୋଲି ଜଣାପଡିଛି। ସେହିପରି ହିଣ୍ଡେନବର୍ଗ ଆଣିଥିବା ଅଭିଯୋଗ ମଧ୍ୟ ଅପ୍ରାସଙ୍ଗିକ।


Enter your email to get our daily news in your inbox.

All Right Reserved By Dharitri.Com

ହୁଗୁଳି ଆସନରୁ ମମତାଙ୍କ ବଡ଼ କାର୍ଡ; ଭାଜପାକୁ ଟକ୍କର ଦେବେ ରଚନା ବାନାର୍ଜୀ 

କୋଲକାତା,୧୮।୫: ପଶ୍ଚିମବଙ୍ଗର ହୁଗୁଳି ଆସନରେ ହେବ ଜୋରଦାର ଲଢ଼େଇ। ଲୋକ ସଭା ନିର୍ବାଚନର ୫ମ ପର୍ଯ୍ୟାୟରେ ବଙ୍ଗାଳୀ ଫିଲ୍ମଜଗତର ଦୁଇ ଲୋକପ୍ରିୟ ଅଭିନେତ୍ରୀ ମୁହାଁମୁହିଁ ହେବେ।...

ଡରିଗଲା ପାକିସ୍ତାନ, ଭାରତକୁ କଲା ଏମିତି ଅନୁରୋଧ

ଇସଲାମାବାଦ୍‌,୧୮।୩: ପାକିସ୍ତାନ ସରକାର ଭାରତ ସହ ସମ୍ପର୍କକୁ ନେଇ ନ୍ୟାଶନାଲ୍‌ ଆସେମ୍ଭଲିରେ ଏକ ଲିଖିତ ଉତ୍ତର ଦେଇଛନ୍ତି। ଭାରତ ସହ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ପାଇଁ ପାକିସ୍ତାନର...

ଆସିଲା ସ୍ବାତୀ ମାଲିଓ୍ବାଲଙ୍କ ମେଡିକାଲ ରିପୋର୍ଟ, ଶରୀରର ୪ ସ୍ଥାନରେ ରହିଛି କ୍ଷତଚିହ୍ନ

ନୂଆଦିଲ୍ଲୀ,୧୮।୫: ଆମ୍‌ ଆଦମୀ ପାର୍ଟୀ ଏମ୍‌ପି ସ୍ବାତୀ ମାଲିଓ୍ବାଲଙ୍କ ମେଡିକାଲ ରିପୋର୍ଟ ସାମ୍ନାକୁ ଆସିଛି। ମେ’ ୧୩ରେ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲଙ୍କ ଆବାସରେ ତାଙ୍କ ଉପରେ ହୋଇଥିବା...

ବାଲେଶ୍ୱରରେ ବର୍ଷିଲେ ସଚ୍ଚିନ ପାଇଲଟ, ଭାଜପା-ବିଜେଡିର ଚାଲିଛି ମଧୁଚନ୍ଦ୍ରିକା

ବାଲେଶ୍ୱର,୧୮।୫: ବାଲେଶ୍ୱରରେ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟ । ବାଲେଶ୍ୱର ମିଶନ ପଡିଆରେ ଆୟୋଜିତ ସଂକଳ୍ପ ସମାବେଶରେ...

ବିଶ୍ୱର ସବୁଠୁ ଛୋଟ ମହିଳାଙ୍କୁ ଭେଟିଲେ ‘ଦ ଗ୍ରେଟ୍‌ ଖଲି’: ପରେ ଘଟିଲା….ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୮।୫: ଦେଶର ଜଣେ ଜଣାଶୁଣା କୁସ୍ତି ଖେଳାଳି ‘ଦ ଗ୍ରେଟ୍‌ ଖଲି’ କିଏ ବା ନ ଜାଣେ ନାହିଁ। ସେ ଅନେକ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଜିତିଛନ୍ତି।...

ଦିଲ୍ଲୀରେ ମତଦାନ ପୂର୍ବରୁ ଭୋଟ ଦେଲେ ହମିଦ ଅଂସାରୀ, ମୁରଲି ମନୋହର ଯୋଶୀ, ମନମୋହନ ସିଂ

ନୂଆଦିଲ୍ଲୀ,୧୮।୫: ଦିଲ୍ଲୀର ୭ଟି ଲୋକ ସଭା ଆସନ ପାଇଁ ଭୋଟ ଆସନ୍ତା ୨୫ରେ ଅନୁଷ୍ଠିତ ହେବ। ଏଥିରେ ସାଧାରଣ ଲୋକଙ୍କ ଅଂଶଗ୍ରହଣ ବୃଦ୍ଧି ପାଇଁ ନିର୍ବାଚନ...

ମହାରାଷ୍ଟ୍ରରେ ଇଣ୍ଡିଆ ମେଣ୍ଟ କେତେ ଆସନରେ ଜିତିବ ଭବିଷ୍ୟବାଣୀ କଲେ ଖାର୍ଗେ

ମୁମ୍ବାଇ,୧୮।୫: ଲୋକ ସଭା ନିର୍ବାଚନ ୨୦୨୪ପାଇଁ ପଞ୍ଚମ ପର୍ଯ୍ୟାୟ ଭୋଟ ପୂର୍ବରୁ I.N.D.I.A ସହଯୋଗୀ ଦଳର ନେତାମାନେ ଶନିବାର (୧୮ ମେ ୨୦୨୪) ମୁମ୍ବାଇରେ ମିଳିତ...

ଭୋଟ ଗଣତି ପୂର୍ବରୁ ଉପ ନିର୍ବାଚନକୁ ନେଇ ହେଲାଣି ଚର୍ଚ୍ଚା

ଭୋପାଳ,୧୮।୫: ମଧ୍ୟପ୍ରଦେଶର ୨୯ ଟି ଲୋକ ସଭା ଆସନ ପାଇଁ ଶେଷ ପର୍ଯ୍ୟାୟ ଭୋଟ ମେ ୧୩ ରେ ଅନୁଷ୍ଠିତ ହୋଇଥିଲା। ୪ ଟି ପର୍ଯ୍ୟାୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri