ବାତ୍ୟାରେ ଦୀର୍ଘ ୨୪ ଘଣ୍ଟା ଯାଏ ଫସି ରହିଲେ ଆମିର ଖାଁ; ପାଣି କି ବିଜୁଳି ମିଳିଲା ନାହିଁ…

ଚେନ୍ନାଇ: ବାତ୍ୟା ‘ମିଗ୍‌ଜୋମ୍‌’ରେ ଫସି ରହିଥିଲେ ବଲିଉଡ୍‌ ଅଭିନେତା ଆମିର ଖାଁ। ଘଣ୍ଟାଏ କିମ୍ବା ଦୁଇ ଘଣ୍ଟା ନୁହେଁ ଦୀର୍ଘ ୨୪ ଘଣ୍ଟା ଯାଏ ଫସି ରହିଥିଲେ ସେ। ପରେ ଅଗ୍ନିଶମ ଏବଂ ଉଦ୍ଧାରକାରୀ ଟିମ୍‌ ପହଞ୍ଚି ତାଙ୍କୁ ଉଦ୍ଧାର କରିଛନ୍ତି। ଏବେ ଏହାକୁ ନେଇ କିଛି ଫଟୋ ଭାଇରାଲ ହେଉଛି।

ଆମିର ମୁମ୍ବାଇରେ ରହୁଥିଲେ ହେଁ ମା’ ଜୀନତ୍‌ଙ୍କ ଚିକିତ୍ସା ଲାଗି ଚେନ୍ନାଇ ଯାଇଥିଲେ। ସେଠାରେ କରପକ୍କମ ସହରରେ ସେ ରହୁଥିଲେ। ମାତ୍ର ବାତ୍ୟା ସମୟରେ ସେ ଦକ୍ଷିଣ ଭାରତୀୟ ଅଭିନେତା ବିଷ୍ଣୁ ବିଶାଳଙ୍କ ସହ ଫସି ଯାଇଥିଲେ। ସେତେବେଳେ ତାଙ୍କୁ ପାଣି କିମ୍ବା ବିଜୁଳି ମିଳି ନ ଥିଲା। ବିଷ୍ଣୁ ତାଙ୍କୁ ଉଦ୍ଧାର ସମୟର କିଛି ଫଟୋ ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଫଟୋରେ ଆମିର ନଜର ଆସିଛନ୍ତି। ତାଙ୍କୁ ଉଦ୍ଧାର କରିଥିବାରୁ ସେ ରାଜ୍ୟ ସରକାରଙ୍କ ସହ ଟିମ୍‌କୁ ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟରୁ ମୁକ୍ତି ପାଇଁ ମୃତଦେହକୁ ଫିଙ୍ଗିଦେଲା ୟୁପି ପୋଲିସ

ମୀରଟ,୯ା୧୨: ଉତ୍ତରପ୍ରଦେଶ ପୋଲିସ କାର୍ଯ୍ୟରୁ ବର୍ତ୍ତିବା ପାଇଁ ଏକ ମୃତଦେହକୁ ଅନ୍ୟ ଫାଣ୍ଡି ଅଞ୍ଚଳରେ ଫିଙ୍ଗିଦେବା ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ...

ବଳାତ୍କାର ମାମଲାରେ ଅଭିନେତା ଦିଲୀପ ଦୋଷମୁକ୍ତ

କୋଚି,୯ା୧୨: ୨୦୧୭ରେ ମାଲୟାଲମ ଚଳଚ୍ଚିତ୍ରର ଜଣେ ଅଭିନେତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଅଭିନେତା ଦିଲୀପଙ୍କୁ ଏର୍ନାକୁଲମ୍‌ ଡିଷ୍ଟ୍ରିକ୍ଟ ଓ ପ୍ରିନ୍ସିପାଲ ସେସନ୍ସ କୋର୍ଟ ଦୋଷମୁକ୍ତ କରିଛନ୍ତି।...

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri