ବାତ୍ୟା ମିଗ୍‌ଜୋମ୍‌ ପ୍ରଭାବ: ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର,୬।୧୨: ବାତ୍ୟା ମିଗ୍‌ଜୋମ୍‌ ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହେବା ସହ କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି।  ଆଗାମୀ କିଛି ଘଣ୍ଟା ଭିତରେ ଏହା ଅବପାତର ରୂପ ନେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ଅନ୍ୟପକ୍ଷରେ ବାତ୍ୟା ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। କଟକ ଓ ଭୁବନେଶ୍ୱରରେ ମଧ୍ୟ ସକାଳୁ ସକାଳୁ ବର୍ଷା ହୋଇଛି।
ବୁଧବାର ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ାରେ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଏହି ୩ ଜିଲା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି।  ସେହିପରି ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ନିଂ ଜାରି କରାଯାଇଛି। ବର୍ଷାର ପ୍ରଭାବ ଆଗାମୀ ୨୪ ଘଣ୍ଟା ଯାଏ ରହିବ ବୋଲି ସୂଚନା ମିଳିଛି।

Enter your email to get our daily news in your inbox.

All Right Reserved By Dharitri.Com

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri