କାଠୁଆ ଶୀତରେ ହିମାଳୟ ଜଙ୍ଗଲରେ ୧୦ ଦିନ କାଟିଲେ ବିଦ୍ୟୁତ ଜାମୱାଲ, ଇଣ୍ଟରନେଟରେ ନିଆଁ ଲଗାଇଲା ଫଟୋ

ମୁମ୍ବାଇ: ବଲିଉଡ ଅଭିନେତା ବିଦ୍ୟୁତ ଜାମୱାଲ ତାଙ୍କ ଅଭିନୟ ଏବଂ ଷ୍ଟଣ୍ଟ ପାଇଁ ଖୁବ ଲୋକପ୍ରିୟ। ଗତ ରବିବାର ତାଙ୍କର ଜନ୍ମ ଦିନ ଯାଇଥିଲା ବେଳେ ସେ ଏହାକୁ ଏକାକୀ ଜଙ୍ଗଲରେ ପାଳନ କରିଛନ୍ତି। ଦୈନଦିନ ଜୀବନର ଅଏସ ଆରାମ ଛାଡି ସେ ଜଙ୍ଗଲରେ ଗୋଟିଏ ସପ୍ତାହ ବିତାଇଛନ୍ତି। ବିଦ୍ୟୁତ ସୋସିଆଲ ମିଡିଆରେ ଏହି ସମୟର ଫଟୋ ସେୟାର କରିଛନ୍ତି ଯେଉଁଠାରେ ସେ ପ୍ରକୃତିର କୋଳରେ ବିନା ପୋଷାକରେ ଏହି ସମୟକୁ ଉପଭୋଗ କରୁଥିବା ଦେଖିବାକୁ ମିଳିଛି।

ବିଦ୍ୟୁତ ଏକାଧିକ ଫଟୋ ସେୟାର କରିଥିଲେ ଏବଂ ଜଣେ ସ୍ଥାନୀୟ ମେଷପାଳକ ତାଙ୍କ ଫଟୋ କ୍ଲିକ୍ କରିଥିବା ସେ କହିଥିଲେ। ଗୋଟିଏ ଫଟୋରେ, ସେ ନିଜ ତାଙ୍କର ସୁନ୍ଦର ସ୍ୱାସ୍ଥ୍ୟକୁ ଦେଖାଇ ହାତକୁ ଆକାଶରେ ଉଠାଇ ଏକ ପୋଜ୍ ଦେଇଛନ୍ତି। ସେ ଲେଖିଛନ୍ତି, “ହିମାଳୟ ପରିସରକୁ ମୋର ଏହି ପ୍ରକାର ରିଟ୍ରିଟ ”୧୪ ବର୍ଷ ପୂର୍ବେ ଆରମ୍ଭ ହୋଇଥିଲା। ସମୟ ସହିତ ପ୍ରତିବର୍ଷ ୭-୧୦ ଦିନ ଏହିପରି ବିତାଇବା ମୋ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇଗଲା।”

ଅନ୍ୟ ଏକ ଫଟୋରେ ବିଦ୍ୟୁତ କାଠ ଓ ପଥର ବ୍ୟବହାର କରି ଜଙ୍ଗଲରେ ମ୍ୟାଗି ତିଆରି କରୁଥିବା ଦେଖିବାକୁ ମିଳିଥିଲା। ପ୍ରକୃତିର ଏକାକୀତା ବିଷୟରେ ସେ ଲେଖିଛନ୍ତି, “ବିଳାସପୂର୍ଣ୍ଣ ତଥା ଆଦର୍ଶ ଜୀବନରୁ ଜଙ୍ଗଲକୁ ଆସିବା, ମୁଁ ମୋର ଏକାକୀତା ପାଇବାକୁ ଉପଭୋଗ କରେ ଏବଂ“ ମୁଁ କିଏ ନୁହେଁ ”ଜାଣିବାର ମହତ୍ଵକୁ ହୃଦୟଙ୍ଗମ କରେ ଯାହା ଜାଣିବାର ପ୍ରଥମ ପଦକ୍ଷେପ। ଏହା ସହ ପ୍ରକୃତିରୁ ମିଳିଥିବା ଶାନ୍ତ ବାତାବରଣକୁ ମୁଁ ଉପଭୋଗ କରୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri