ଗ୍ରାହକଙ୍କୁ ସତର୍କ କରାଇଲା ପିଏନ୍‌ବି: ଡିସେମ୍ବର ପୂର୍ବରୁ କରିନିଅନ୍ତୁ ଏହି କାମ, ନଚେତ ବନ୍ଦ ହେବ ଆକାଉଣ୍ଟ

ନୂଆଦିଲ୍ଲୀ,୧୩।୧୨: ଗ୍ରାହକମାନଙ୍କୁ ସତର୍କ କରାଇଛି ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)। ଡିସେମ୍ବର ୧୮ ମଧ୍ୟରେ ଗ୍ରାହକଙ୍କୁ କଓ୍ବୋଇସି ଅପ୍‌ଡେଟ୍‌ କରିବାକୁ ସମୟ ଦିଆଯାଇଛି। ଯଦି ସେ ସେଭଳି ନ କରନ୍ତି ତେବେ ଆର୍‌ବିଆଇ ଗାଇଡଲାଇନ ମୁତାବକ ଆକାଉଣ୍ଟକୁ ଫ୍ରିଜ୍‌ କରିଦିଆଯିବ। ଗ୍ରାହକମାନେ ଅନଲାଇନ୍‌ରେ ନଚେତ ବ୍ୟାଙ୍କ ଯାଇ କଓ୍ବୋଇସି ଦେଇପାରିବେ। ତେବେ ସେପ୍ଟେମ୍ବର ୩୦ ସୁଦ୍ଧା କଓ୍ବୋଇସି ଅପ୍‌ଡେଟ୍‌ କରିବା ବାକି ଥିବା ଗ୍ରାହକଙ୍କ କ୍ଷେତ୍ରରେ ଏହି ନିୟମ ଲାଗୁ ହେବ।

କିଭଳି ଜାଣିବେ କଓ୍ବୋଇସି ଷ୍ଟାଟସ୍‌:

-ଆବଶ୍ୟକୀୟ ଡାଟା ସହ ଅନଲାଇନ୍‌ରେ ପିଏନ୍‌ବି ଖୋଲନ୍ତୁ
-ବ୍ୟକ୍ତିଗତ ସେଟିଂକୁ ଯାଆନ୍ତୁ
-କଓ୍ବୋଇସି ଷ୍ଟାଟସ୍‌ ଚେକ୍‌ କରନ୍ତୁ
-ଯଦି ଆପଣଙ୍କ ଖାତାରେ କଓ୍ବୋଇସି ଅପ୍‌ଡେଟ୍‌ କରିବାର ଆବଶ୍ୟକତା ଥିବ ତାହା ଦେଖାଯିବ


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri