Posted inଜାତୀୟ

ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା: ଭାରତ ପାଇଁ ଡେବ୍ୟୁ କରୁଛନ୍ତି ସାଇ ସୁଦର୍ଶନ

ଜୋହାନ୍ସବର୍ଗ,୧୭।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ ଜୋହାନ୍ସବର୍ଗରେ ଖେଳାଯାଉଛି। ଏହି ମ୍ୟାଚରେ ଦକ୍ଷିଣ ଆଫ୍ରିକାର ଅଧିନାୟକ ଆଡେନ ମାର୍କ୍ରାମ ଟସ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସାଇ ସୁଦର୍ଶନ ଭାରତ ପାଇଁ ଡେବ୍ୟୁ କରୁଛନ୍ତି। ଏଥି ସହିତ ରିଙ୍କୁ ସିଂ ଟିମ ଇଣ୍ଡିଆର ଏକାଦଶ ଖେଳିବାରେ ସୁଯୋଗ ପାଇ ନାହାଁନ୍ତି।

୩ ମ୍ୟାଚ ବିଶିଷ୍ଟ ସିରିଜରେ ଭାରତର ନେତୃତ୍ୱ ନେଉଥିବା କେ.ଏଲ୍‌. ରାହୁଲଙ୍କ ଉପରେ ସମସ୍ତଙ୍କ ଅଧିକ ନଜର ରହିବ। ଏହି ଉଇକେଟକିପର ବ୍ୟାଟର ଅତୀତରେ ଭାରତର କାମଚଳା ଅଧିନାୟକ ଦାୟିତ୍ୱ ତୁଲାଇଛନ୍ତି। କିନ୍ତୁ ଏହି ସିରିଜରେ ଭଲ ପ୍ରଦର୍ଶନ କରିପାରିଲେ ବେଙ୍ଗାଲୁରୁର ଏହି ଖେଳାଳିଙ୍କୁ ଦୀର୍ଘ ଦିନ ପାଇଁ ଅନ୍ତର୍ଜାତୀୟ ଦିନିକିଆ ଦଳର ଅଧିନାୟକ ଦାୟିତ୍ୱ ମିଳିପାରେ।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟରୁ ମୁକ୍ତି ପାଇଁ ମୃତଦେହକୁ ଫିଙ୍ଗିଦେଲା ୟୁପି ପୋଲିସ

ମୀରଟ,୯ା୧୨: ଉତ୍ତରପ୍ରଦେଶ ପୋଲିସ କାର୍ଯ୍ୟରୁ ବର୍ତ୍ତିବା ପାଇଁ ଏକ ମୃତଦେହକୁ ଅନ୍ୟ ଫାଣ୍ଡି ଅଞ୍ଚଳରେ ଫିଙ୍ଗିଦେବା ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ...

ବଳାତ୍କାର ମାମଲାରେ ଅଭିନେତା ଦିଲୀପ ଦୋଷମୁକ୍ତ

କୋଚି,୯ା୧୨: ୨୦୧୭ରେ ମାଲୟାଲମ ଚଳଚ୍ଚିତ୍ରର ଜଣେ ଅଭିନେତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଅଭିନେତା ଦିଲୀପଙ୍କୁ ଏର୍ନାକୁଲମ୍‌ ଡିଷ୍ଟ୍ରିକ୍ଟ ଓ ପ୍ରିନ୍ସିପାଲ ସେସନ୍ସ କୋର୍ଟ ଦୋଷମୁକ୍ତ କରିଛନ୍ତି।...

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri