ଶୁଟିଂବେଳେ ଆହତ ହେଲେ ବରୁଣ

ବଲିଉଡ ଅଭିନେତା ବରୁଣ ଧାୱନ ଆଜିକାଲି ତାଙ୍କର ଆଗାମୀ ଫିଲ୍ମ ‘ଭିଡି ୧୮’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। ଏହି ଫିଲ୍ମ ଶୁଟିଂ ସମୟରେ ବରୁଣ ଆହତ ହୋଇଛନ୍ତି। ଏହାର ସୂଚନା ସେ ନିଜେ ପ୍ରଶଂସକମାନଙ୍କୁ ଏକ ଫଟୋ ଶେୟାର କରି ଦେଇଛନ୍ତି।
ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ସତ୍ତ୍ୱେ ସୋସିଆଲ ମିଡିଆରେ ବରୁଣ ଧାୱନ ବହୁତ ସକ୍ରିୟ। ନିକଟରେ ବରୁଣ ଇନଷ୍ଟାଗ୍ରାମ ଷ୍ଟାଟସରେ ଫୁଲିଯାଇଥିବା ପାଦ ସହିତ ଏକ ଫଟୋ ଶେୟାର କରିଛନ୍ତି। ଏହା ଦେଖି ତାଙ୍କ ପ୍ରଶଂସକମାନେ ଚିନ୍ତିତ ଅଛନ୍ତି। ବରୁଣ ଏକ ଚେୟାରରେ ପାଦ ରଖିଥିବାର ନଜର ଆସିଛନ୍ତି। ଫଟୋ ଶେୟାର କରି ଶୁଟିଂ ସମୟରେ ସେ ଆହତ ହୋଇଛନ୍ତି। ପ୍ରଶଂସକଙ୍କ ସହ ଏହି ଫଟୋ ଶେୟାର ବରୁଣ କ୍ୟାପସନରେ କାନ୍ଦୁଥିବା ଇମୋଜି ତିଆରି କରିଥିଲେ।
ତାମିଲ ଚଳଚ୍ଚିତ୍ର ନିର୍ମାତା କାଲିସଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଭିଡି ୧୮’ରେ ଧାୱନ ବ୍ୟସ୍ତ ଅଛନ୍ତି। ତାଙ୍କ ସହ ଫିଲ୍ମରେ କିର୍ତ୍ତି ସୁରେଶ ଏବଂ ଭାମିକା ଗାବି ମଧ୍ୟ ନଜର ଆସିବେ। ଏହି ଫିଲ୍ମ ଆସନ୍ତା ବର୍ଷ ୨୦୨୪ରେ ପ୍ରେକ୍ଷାଳୟକୁ ଆସିବ। ବରୁଣ ଧାୱନଙ୍କ ପ୍ରଶଂସକମାନେ ଏହାକୁ ନେଇ ବହୁତ ଉତ୍ସାହିତ ଥିବା ଜଣାପଡିଛି। ଏହି ଅଭିନେତାଙ୍କୁ ଶେଷ ଥର ପାଇଁ ଫିଲ୍ମ ‘ବବାଲ’ରେ ଦେଖିବାକୁ ମିଳିଥିଲା।

 

View this post on Instagram

 

A post shared by VarunDhawan (@varundvn)


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri