ଶିମିଳିପାଳରେ ଭାରତର ସମସ୍ତ ୧୦ଟି କଳାବାଘ

ନୂଆଦିଲ୍ଲୀ,୨୧ା୧୨(ପି.ଟି.): ଭାରତରେ ମୋଟ ୧୦ଟି କଳାବାଘ ଅଛନ୍ତି। ସମସ୍ତ କଳାବାଘ ଓଡ଼ିଶାର ଶିମିଳିପାଳରୁ ମିଳିଥିବା କେନ୍ଦ୍ର ସରକାର ଗୁରୁବାର ରାଜ୍ୟ ସଭାରେ ଉତ୍ତର ରଖିଛନ୍ତି। କେବଳ ଶିମିଳିପାଳ ଅଭୟାରଣ୍ୟରେ ଏହି ବାଘ ରହିଥିବା କାଗଜପତ୍ରରେ ଦର୍ଶାଯାଇଛି ବୋଲି ପରିବେଶ ରାଷ୍ଟ୍ରମନ୍ତ୍ରୀ ଅଶ୍ୱିନୀ କୁମାର ଚୌବେ ଗୃହକୁ ଜଣାଇଛନ୍ତି।

୨୦୨୨ରେ ସାରା ଦେଶରେ ବାଘ ଆକଳନ କରାଯାଇଥିବାବେଳେ ଶିମିଳିପାଳରେ ୧୬ଟି ବାଘ ଥିବା ଜଣାପଡ଼ିଥିଲା। ସେଥିରୁ ୧୦ଟି ମେଲାନିଷ୍ଟିକ୍‌ ପ୍ରଜାତିର (କଳା) ବାଘ। ଗତ ୫ ବର୍ଷରେ ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟକୁ ବନ୍ୟପ୍ରାଣୀ ସଂରକ୍ଷଣ, ବାସସ୍ଥାନ ପରିଚାଳନା, ମାନବ ସମ୍ବଳ ଏବଂ ଭିତ୍ତିଭୂମି ବିକାଶ ଲାଗି କେନ୍ଦ୍ରୀୟ ଯୋଜନାରେ ୩୨.୭୫ କୋଟି ଟଙ୍କା ଆର୍ଥତ୍କ ସହାୟତା ଯୋଗାଇ ଦିଆଯାଇଛି।

କଳାବାଘ ଉପରେ ପରିବେଶବିତ୍‌ ଉମା ରାମକ୍ରିଷ୍ଣନଙ୍କ ନେତୃତ୍ୱରେ ବେଙ୍ଗାଲୁରୁର ନ୍ୟାଶନାଲ ସେଣ୍ଟର ଫର୍‌ ବାୟୋଲୋଜିକାଲ ସାଇନ୍ସ ଛାତ୍ର ବିନୟ ସାଗର ୨୦୨୧ରେ ଏକ ଗବେଷଣା କରିଥିଲେ। ଟ୍ରାନ୍ସମେମ୍ବ୍ରେନ୍‌ ଆମିନୋପେପ୍‌ଟିଡେଜ୍‌ କ୍ୟୁ ଜିନ୍‌ର ଏକକ ମ୍ୟୁଟେଶନରୁ ବାଘର କଳା ରଙ୍ଗ ହୋଇଥିବା ସେ ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri