Odisha Elections 2024

ହିନ୍ଦୀ ଫିଲ୍ମ ’12th Fail’ ଉପରୁ କର ଛାଡ଼ କଲେ ଓଡ଼ିଶା ସରକାର

ନୂଆଦିଲ୍ଲୀ,୨୨।୧୨: ନିକଟରେ ରିଲିଜ ହୋଇଥିବା ହିନ୍ଦୀ ଫିଲ୍ମ ’12th Fail’ ଉପରୁ କର ଛାଡ଼ କରିଛନ୍ତି ଓଡିଶା ସରକାର। ୨୦୦୫ ବ୍ୟାଚ୍ ମହାରାଷ୍ଟ୍ର କ୍ୟାଡର ଆଇପିଏସ୍ ଅଧିକାରୀ ମନୋଜ ଶର୍ମାଙ୍କ ପ୍ରେରଣାଦାୟକ କାହାଣୀ ଉପରେ ଆଧାରିତ। ଏହି ଫିଲ୍ମରେ ନିଜର ଲକ୍ଷ୍ୟ ପ୍ରତି ଦୃଢ଼ ମନୋଭାବ ରଖି ଚେଷ୍ଟା କଲେ କିପରି ସଫଳତା ମିଳିବ ତାହା ଦର୍ଶା ଯାଇଛି। ଯାହା ଅନ୍ୟ ମାନଙ୍କୁ ଅନୁପ୍ରାଣିତ କରିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।

ଏହିଭଳି ପ୍ରେରଣା ଦାୟକ ଉନ୍ନତ ମାନର ଫିଲ୍ମ ଦେଖିବାକୁ ଲୋକମାନଙ୍କୁ ଉତ୍ସାହିତ କରିବା ସରକାର ଏହି ନିଷ୍ପତ୍ତି ନେଇଥିବା କହିଛନ୍ତି। ପୂର୍ବରୁ ଭଲ ସିନେମାକୁ ପ୍ରୋତ୍ସାହିତ କରିବା ପାଇଁ ‘ଦମନ’ ଏବଂ ‘ଡେଲିଭରି ବଏ’ ଭଳି ଓଡ଼ିଆ ସିନେମା ଉପରୁ ଓଡ଼ିଶା ସରକାର କର ଛାଡ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

+୯୨ ନମ୍ବରରୁ କଲ୍‌ ଆସିଲେ ହୋଇଯାଆନ୍ତୁ ସାବଧାନ, ନଚେତ୍‌…

ଭୁବନେଶ୍ୱର,୧୬।୫: +୯୨ ନମ୍ବରରୁ କଲ୍‌ ଆସିଲେ ହୋଇଯାଆନ୍ତୁ ସାବଧାନ। ନଚେତ୍‌ ବଡ଼ ଠକେଇର ଶିକାର ହୋଇପାରନ୍ତି। ଏନେଇ କମିଶନରେଟ ପୋଲିସ ପକ୍ଷରୁ ଏକ ସତର୍କ ସୂଚନା...

ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଭୋଟରଙ୍କୁ ଅନୁରୋଧ କଲେ ଆସାମ ମୁଖ୍ୟମନ୍ତ୍ରୀ

ଭେଡେନ,୧୬ା୫(ସୁଦନ ମହାକୁର): ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀ ଭେଡେନ ବ୍ଲକ ଡାଳବ ପଞ୍ଚାୟତ ଅନ୍ତର୍ଗତ ବାନିପାଲି ଖେଳ ପଡ଼ିଆରେ ଗୁରୁବାର ଭାଜପାର ବିଜୟ ସଙ୍କଳ୍ପ...

ଖାର୍ଗେ ଦେଲେ ବଡ଼ ବୟାନ, କହିଲେ ଓଡ଼ିଶାରେ ବିଜେଡି-ଭାଜପା…

ଭୁବନେଶ୍ୱର,୧୬।୫: ଓଡ଼ିଶା ଗସ୍ତରେ ଆସି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଉଭୟ ବିଜେଡି ଓ ଭାଜପା ଉପରେ ବର୍ଷଛନ୍ତି। ଖାର୍ଗେ କହିଛନ୍ତି, ଓଡ଼ିଶାରେ ବିଜେଡି ୨୪...

ପ୍ରସିଦ୍ଧ ନିର୍ମାତାଙ୍କ ଝିଅ ସହ କାମ କରିବେ ଅମୀରଙ୍କ ପୁଅ

ମୁମ୍ବାଇ: ‘ମହାରାଜ’ ଏବଂ ସାଇ ପଲ୍ଲବୀଙ୍କ ସହିତ ଅନ୍‌ଟାଇଟେଲ୍ଡ ଫିଲ୍ମ ସମେତ ତାଙ୍କର ବହୁ ପ୍ରତୀକ୍ଷିତ ପ୍ରୋଜେକ୍ଟ ସମାପ୍ତ କରିବା ପରେ ଅମୀର ଖାନଙ୍କ ପ୍ରତିଭାବାନ...

ହସ୍ପିଟାଲରେ ଥାଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ପ୍ରଦୀପ, କହିଲେ…

ଭୁବନେଶ୍ୱର,୧୬।୫: ବ୍ରହ୍ମପୁରର ଭାଜପା ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ସେ ସୁରକ୍ଷା ଦାବି କରିଛନ୍ତି। ପ୍ରଦୀପ...

ରତ୍ନ ଭଣ୍ଡାର ଚାବି ମିଳିବାର ଅଛି ତ ଭାଜପାକୁ ଭୋଟ୍‌ ଦିଅନ୍ତୁ: ନଡ୍ଡା

ପଦ୍ମପୁର,୧୬।୫: ପଦ୍ମପୁରରେ ଭାଜପା ସଭାପତି ଜେପି ନଡ୍ଡା ବିଜେଡି ଉପରେ ବର୍ଷିଛନ୍ତି। ନଡ୍ଡା କହିଛନ୍ତି, ରତ୍ନଭଣ୍ଡାର ଚାବି ହଜିଛି, ଚାବି କୁଆଡ଼େ ଗଲା। ରତ୍ନ ଭଣ୍ଡାର...

‘ଏଥର ବିଜେଡି ଜିତିଲେ ନବୀନ ନୁହନ୍ତି, ପାଣ୍ଡୁଜୀ ହେବେ ମୁଖ୍ୟମନ୍ତ୍ରୀ’

ଭୁବନେଶ୍ୱର,୧୬।୫: ବିଜେଡି ଉପରେ ଭାଜପା ପ୍ରାର୍ଥୀ ତଥା ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଢଙ୍ଗୀ ବର୍ଷିଛନ୍ତି। ସେ କହିଛନ୍ତି, ବିଜେଡି ଆଉ ବିଜୁ ଜନତା ଦଳ ହୋଇ...

ଖଲ୍ଲିକୋଟ ପରେ ପୋଲସରାରେ ରାଜନୈତିକ ହିଂସା: ଫୁଟିଲା ଗୁଳି, ଜଣେ ଗୁରୁତର

ପୋଲସରା,୧୬।୫: ନିର୍ବାଚନ ଭିତରେ ତେଜୁଛି ନିର୍ବାଚନୀ ହିଂସା। ଖଲ୍ଲିକୋଟ ଭଳି ପୋଲସରାରେ ବି ଦେଖିବାକୁ ମିଳିଛି ରାଜନୈତିକ ହିଂସା । ପୋଲସରାରେ ବି ଫୁଟିଛି ଗୁଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri