ପାର୍ଟିରେ ଅଭିଷେକଙ୍କୁ ଆଲିଙ୍ଗନ କଲେ ସଲମାନ୍‌; ଭିଡିଓ ଭାଇରାଲ ପରେ ବଢ଼ୁଛି ଚର୍ଚ୍ଚା

ବମ୍ବେ: ବଲିଉଡରେ ଐଶ୍ୱର୍ଯ୍ୟା ରାୟ-ସଲମାନ ଖାନ୍‌ଙ୍କ ପ୍ରେମ ସମ୍ପର୍କ ବିଷୟରେ କାହାକୁ ବା ଅଛପା। ଏକ ସମୟରେ ଦୁହେଁ ଚର୍ଚ୍ଚିତ ଯୋଡ଼ି ଥିଲେ। ହେଲେ ଐଶ୍ୱର୍ଯ୍ୟା ବାଟ ଅଲଗା କରିବା ପରେ ଅଭିଷେକ ବଚ୍ଚନଙ୍କୁ ବିବାହ କରିଥିଲେ। ଏବେ ଦୁହିଁଙ୍କ ଝିଅ ଆରାଧ୍ୟା ରହିଛି। ତେବେ ପୂର୍ବ ପ୍ରେମିକାଙ୍କ ସ୍ବାମୀ ହୋଇଥିବାରୁ ଅଭିଷେକଙ୍କ ସହ ସଲମାନଙ୍କୁ କେବେ ବି ଏକାଠି ଦେଖିବାକୁ ମିଳେ ନାହିଁ। ହେଲେ ଗୁରୁବାର ପ୍ରଯୋଜନ ଆନନ୍ଦ ପଣ୍ଡିତଙ୍କ ଜନ୍ମଦିନ ପାର୍ଟିରେ ଦୁହିଁଙ୍କୁ ପରସ୍ପରକୁ ଆଲିଙ୍ଗନ କରୁଥିବାର ଦେଖାଯାଇଛି। ବିରଲ ଭୟାନୀ ଉକ୍ତ ଭିଡିଓକୁ ଶେୟାର କରିଥିବା ବେଳେ ତାହା ଭାଇରାଲ ହେଉଛି।

କହିରଖୁଛୁ, ୨୫ ବର୍ଷ ପୂର୍ବେ ସଲମାନ ଏବଂ ଐଶ୍ୱର୍ଯ୍ୟା ସମ୍ପର୍କରେ ଥିଲେ। ହେଲେ ଉଭୟଙ୍କ ବ୍ରେକ୍‌ଅପ୍‌ ହେବା ପରେ ୨୦୦୭ରେ ଐଶ୍‌ ୍ରଅଭିଷେକଙ୍କୁ ବିବାହ କରିଥିଲେ। ଗୋଟିଏ ପଟେ ଐଶ୍‌ ସ୍ବାମୀଙ୍କୁ ଛାଡ଼ପତ୍ର ଦେବାକୁ ନେଇ ଚର୍ଚ୍ଚା ହେଉଥିବା ବେଳେ ଏବେ ଏହି ଭିଡିଓ ଚର୍ଚ୍ଚାର ପରିସରକୁ ଆସିଛି।

Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri