Odisha Elections 2024

ବ୍ୟାଟିଂ କରୁଥିବା ବେଳେ ପଡ଼ିଗଲେ ବିଧାୟକ, ମୁଣ୍ଡରେ ଲାଗିଲା ଆଘାତ

ଭବାନୀପାଟଣା,୨୫।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ବେଲଖଣ୍ଡିଠାରେ ସୋମବାର କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହାକୁ ଉଦ୍‌ଘାଟନ କରିବାକୁ ମୁଖ୍ୟ ଅତିଥି ଭାବେ ନର୍ଲା ବିଧାୟକ ଭୁପିନ୍ଦର ସିଂହ ଯାଇଥିଲେ। ଏହି ସମୟରେ ଖେଳାଳି ମାନଙ୍କୁ ଉତ୍ସାହିତ କରିବା ପାଇଁ ନିଜେ ବ୍ୟାଟିଂ କରୁଥିବା ସମୟରେ ପଡିଯାଇ ସେ ଆହତ ହୋଇଛନ୍ତି। ବିଧାୟକଙ୍କ ମୁଣ୍ଡରେ ଆଘାତ ଲାଗିଥିବା ବେଳେ ତୁରନ୍ତ ତାଙ୍କୁ କେସିଙ୍ଗା ଡାକ୍ତରଖାନାକୁ ଚିକିତ୍ସା ପାଇଁ ପଠାଯାଇଥିବା ସୂଚନା ମିଳିଛ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟରଙ୍କୁ କଂଗ୍ରେସର ଗ୍ୟାରେଣ୍ଟି କାର୍ଡ: ଏଥିରେ ରହିଛି ବଡ଼ ପ୍ରତିଶ୍ରୁତି

ମୋରଡ଼ା,୨୦ା୫(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ପାଣିପାଗରେ ଉଷ୍ମତା ଦେଖିବାକୁ ମିଳିଛି। ପ୍ରମୁଖ ରାଜନୈତିକ ଦଳ ଭାଜପା,...

ଭୁଜାଲି ମାଡ଼ରେ ଜଣଙ୍କ ଜୀବନ ଗଲା

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ବ୍ଲକ ଅନ୍ତର୍ଗତ ସରସରା ଗ୍ରାମରେ ସୋମବାର ସ୍ପଷ୍ଟ ଦିବାଲୋକରେ ଏକ ହତ୍ୟାକାଣ୍ଡ ଘଟିଛି। ଭୁଜାଲି ମାଡ଼ରେ ଜଣେ ଲୋକଙ୍କ ମୃତ୍ୟୁ...

୩ ପ୍ରମୁଖ ଦଳ ମଧ୍ୟରେ ହେବ କଡ଼ା ଟକ୍କର

ପରଜଙ୍ଗ,୨୦ା୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦୧୯ ନିର୍ବାଚନରେ ଅଳ୍ପକେ ବିଜୟ ପାଇଥିଲା ବିଜେଡି। ଭାଜପା ଏଠାରେ ପ୍ରମୁଖ ପ୍ରତିଦ୍ୱନ୍ଦ୍ୱୀ ରହିଥିଲା। ହେଲେ...

ନିଜ ବଳରେ ଲଢୁଛନ୍ତି ଢେଙ୍କାନାଳ କଂଗ୍ରେସ ପ୍ରାର୍ଥୀ

ଢେଙ୍କାନାଳ,୨୦ା୫(ରତନ ନାୟାର): ଢେଙ୍କାନାଳ ଜିଲାରେ ଆସନ୍ତା ୨୫ ତାରିଖରେ ଭୋଟ ଗ୍ରହଣ ହେବ। ତେବେ ୨୩ ତାରିଖରେ ପ୍ରଚାର ପର୍ବ ଶେଷ ହେବ। ତେଣୁ ପ୍ରାର୍ଥୀମାନଙ୍କ...

ଜି ଉଦୟଗିରିରେ ୧୧ଟା ସୁଦ୍ଧା ୨୦% ମତଦାନ

ଜି ଉଦୟଗିରି,୨୦।୫(ଶିଶିର ପଟ୍ଟନାୟକ): ଜି ଉଦୟଗିରି ବିଧାନସଭା ଓ ଫୁଲବାଣୀ ଲୋକ ସଭା ଆସନ ନିମନ୍ତେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଜି...

ଅତାବିରାରେ ସର୍ବାଧିକ ମତଦାନ, ପଦ୍ମପୁରରେ ସର୍ବନିମ୍ନ

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ର ଗୁଡିକରେ ମତଦାତାଙ୍କ ଲମ୍ବା...

ପୂର୍ବାହ୍ନ ୧୧ଟା ସୁଦ୍ଧା ୨୧% ମତଦାନ

ଛତ୍ରପୁର,୨୦ା୫(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଆସିକା ଲୋକ ସଭା ଓ ଏହା ଅଧୀନ ୭ ବିଧାନସଭା ଆସନ ଏବଂ କନ୍ଧମାଳ ଲୋକ ସଭା ଅଧୀନ ତଥା...

ମାଓବାଦୀ-ଯବାନ ଗୁଳିବିନିମୟ: ଯବାନ ଗୁରୁତର

ନୂଆପଡ଼ା,୨୦।୫,(ମକାରୁ ବେମାଲ): ଓଡ଼ିଶା ଓ ଛତିଶଗଡ଼ ସୀମାନ୍ତ ନୂଆପଡ଼ା ଜିଲା କୋମନା ଥାନା ସୁନାବେଡ଼ା ଅଭୟାରଣ୍ୟ ଭିତରେ ଶିବନାରାୟଣପୁର ନିକଟରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri