Posted inଖେଳ

ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟେଷ୍ଟ, କେଉଁଠି କେମିତି ଦେଖିବେ ଏହି ମ୍ୟାଚ

ନୂଆଦିଲ୍ଲୀ,୨୬।୧୨: ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଭାରତ ସେଣ୍ଟୁରିଅନର ସୁପରସ୍ପୋର୍ଟ ପାର୍କ କ୍ରିକେଟ ଷ୍ଟାଡିୟମରେ ମଙ୍ଗଳବାର ଦିନ ଆୟୋଜକ ଦକ୍ଷିଣ ଆଫ୍ରିକା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ କରିବ। ଦକ୍ଷିଣ ଆଫ୍ରିକାରେ ଭାରତ କେବେ ବି ମେନ୍ସ ଟେଷ୍ଟ ସିରିଜ ଜିତି ନାହିଁ ଏବଂ ଏହି ସିରିଜରେ ଏହାକୁ ପରିବର୍ତ୍ତନ କରିବାକୁ ଲକ୍ଷ୍ୟ ରଖିବ। ନଭେମ୍ବର ୨୦୦୧ ଏବଂ ଡିସେମ୍ବର ୨୦୧୩ରେ ଭାରତ ଦକ୍ଷିଣ ଆଫ୍ରିକାରେ ଦୁଇଟି ଟେଷ୍ଟ ସିରିଜ ଖେଳିଛି। ଏବେ ଏଥରର ସିରିଜ ଉପରେ ସମସ୍ତଙ୍କ ନଜର ରହିଛି।

ଜସପ୍ରୀତ ବୁମରା ଏବଂ ମହମ୍ମଦ ସିରାଜଙ୍କ ଉପରେ ନଜର ରଖି ଭାରତର ଆକ୍ରମଣାତ୍ମକ ଆରମ୍ଭର ଲକ୍ଷ୍ୟ ରଖିବ। ଗୋଡରେ ଆଘାତ ଯୋଗୁ ମହମ୍ମଦ ଶାମିଙ୍କୁ ସିରିଜରୁ ବାଦ ଦିଆଯାଇଛି। ତେଣୁ ମୁକେଶ କୁମାର କିମ୍ବା ପ୍ରସିଦ୍ଧ କୃଷ୍ଣା ଥାର୍ଡ ସିମର ଭାବରେ ଖେଳିବେ।
ଡିସେମ୍ବର ୨୬ ମଳାବାର ଭାରତ ବନାମ ଦକ୍ଷିଣ ଆଫ୍ରିକା ପ୍ରଥମ ଟେଷ୍ଟ ମ୍ୟାଚ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି।
ଭାରତ ବନାମ ଦକ୍ଷିଣ ଆଫ୍ରିକା ପ୍ରଥମ ଟେଷ୍ଟ ମ୍ୟାଚ ମଧ୍ୟାହ୍ନ ୧ଟା ୩୦ରେ ଆରମ୍ଭ ହେବ।
ସେଞ୍ଚୁରିଅନର ସୁପରସ୍ପୋର୍ଟ ପାର୍କ କ୍ରିକେଟ ଷ୍ଟାଡିୟମରେ ଭାରତ ବନାମ ଦକ୍ଷିଣ ଆଫ୍ରିକା ପ୍ରଥମ ଟେଷ୍ଟ ମ୍ୟାଚ ଅନୁଷ୍ଠିତ ହେବ।
ଏହି ଟେଷ୍ଟ ମ୍ୟାଚ ଟେଲିଭିଜନରେ ଷ୍ଟାର ସ୍ପୋର୍ଟସ ନେଟୱାର୍କରେ ସିଧା ପ୍ରସାରଣ ହେବ।
ଏହାସହ ଭାରତ ବନାମ ଦକ୍ଷିଣ ଆଫ୍ରିକା ପ୍ରଥମ ଟେଷ୍ଟ ମ୍ୟାଚର ଲାଇଭ ଷ୍ଟ୍ରିମିଂ ଡିସ୍ନି + ହଟଷ୍ଟାରରେ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ

ଦୁବାଇ,୨ା୧: ପୂର୍ବ ୟେମେନ୍‌ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ

ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...

ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri