Odisha Elections 2024

ଆଲିଆଙ୍କ ପରେ ପ୍ରଥମ ଥର ଝିଅର ଚେହେରା ଦେଖାଇଲେ ବିପାଶା

ମୁମ୍ବାଇ: ଚଳିତ ବର୍ଷର ଖ୍ରୀଷ୍ଟମାସ ବଲିଉଡ ସେଲିବ୍ରିଟିମାନଙ୍କ ପାଇଁ ଅତ୍ୟନ୍ତ ସ୍ବତନ୍ତ୍ର। ଖ୍ରୀଷ୍ଟମାସ ଅବସରରେ ସେଲିବ୍ରିଟିମାନେ ସେମାନଙ୍କ ପ୍ରଶଂସକଙ୍କୁ ସରପ୍ରାଇଜ୍‌ ଦେଉଛନ୍ତି। ଖ୍ରୀଷ୍ଟମାସରେ ଅଭିନେତା ରଣବୀର କପୁର ଏବଂ ଆଲିଆ ଭଟ୍ଟ ତାଙ୍କ ଝିଅ ରାହାଙ୍କ ଚେହେରା ପ୍ରଶଂସକଙ୍କୁ ଦେଖାଇଛନ୍ତି। ରଣବୀର ଏବଂ ଆଲିଆ ରାହାଙ୍କୁ ପାପାରାଜିଙ୍କ ସାମ୍ନାକୁ ଆଣିଥିଲେ। ଏହା ପରେ ଅଭିନେତ୍ରୀ ବିପାଶା ବସୁ ମଧ୍ୟ ପ୍ରଥମ ଥର ପାଇଁ ପ୍ରଶଂସକଙ୍କୁ ଝିଅ ଦେବୀଙ୍କ ଚେହେରା ଦେଖାଇଛନ୍ତି।

ଗତ ବର୍ଷ ବିପାଶା ବସୁ ଏବଂ କରଣ ସିଂ ଗ୍ରୋଭର ମା’ବାପା ହୋଇଥିଲେ। ଦେବୀ ତାଙ୍କର ପ୍ରଥମ ଜନ୍ମଦିନ ଦୀପାବଳିରେ ପାଳନ କରିଥିଲେ। ଏହା ପରେ ପ୍ରଶଂସକମାନେ ଭାବିଥିଲେ ଯେ ବିପାଶା ଏବଂ କରଣ ପ୍ରଶଂସକଙ୍କୁ ନିଜ ଝିଅର ଚେହେରା ଦେଖାଇବେ, କିନ୍ତୁ ସେମିତି ହୋଇ ନ ଥିଲା। ହେଲେ ଖ୍ରୀଷ୍ଟମାସରେ ପ୍ରଶଂସକଙ୍କ ଇଚ୍ଛା ପୂରଣ ହୋଇଛି। ବିପାଶା ଇନଷ୍ଟାଗ୍ରାମରେ ଝିଅ ଦେବୀଙ୍କ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ଦେବୀ ଲାଲ୍‌ ରଙ୍ଗର ଡ୍ରେସ ଏବଂ ହେୟାରବ୍ୟାଣ୍ଡରେ ବହୁତ ସୁନ୍ଦର ଦେଖାଯାଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଐଶ୍ୱର୍ଯ୍ୟାଙ୍କ ଜଲଓ୍ବା

ନୂଆଦିଲ୍ଲୀ: ଚଳିତ ବର୍ଷ ଅନୁଷ୍ଠିତ ୭୭ତମ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଜଲଓ୍ବା ଦେଖାଇଛନ୍ତି। ୨୦ ବର୍ଷ ହେଲା ଐଶ୍ୱର୍ଯ୍ୟା ଏହି...

ଚତୁର୍ଥ ସ୍ବାମୀଙ୍କୁ ଛାଡ଼ପତ୍ର ଦେବେ ଜେନିଫର ଲୋପେଜ୍‌, ଦୁଇ ବର୍ଷ ପୂର୍ବେ କରିଥିଲେ ବିବାହ

ବମ୍ବେ: ଚତୁର୍ଥ ସ୍ବାମୀଙ୍କୁ ଛାଡ଼ପତ୍ର ଦେବାକୁ ଯାଉଛନ୍ତି ହଲିଉଡ୍‌ ଅଭିନେତ୍ରୀ ଜେନିଫର ଲୋପେଜ୍‌। ବେନ୍‌ ଆଫ୍‌ଲେକ୍‌ଙ୍କୁ ଦୁଇ ବର୍ଷ ପୂର୍ବେ ସେ ବିବାହ କରିଥିଲେ। ହେଲେ...

ପ୍ରଭାସଙ୍କ ଜୀବନରେ ଡାର୍ଲିଂଙ୍କ ଏଣ୍ଟ୍ରି!

ହାଇଦ୍ରାବାଦ: ପ୍ରେମରେ ପଡ଼ିଛନ୍ତି ସାଉଥ୍‌ ସୁପରଷ୍ଟାର ପ୍ରଭାସ। ଏକଥା ମନଗଢ଼ା ନୁହେଁ ବରଂ ଅଭିନେତାଙ୍କ ସୋସିଆଲ ମିଡିଆ ପୋଷ୍ଟରୁ ଏଭଳି ଚର୍ଚ୍ଚା ଜୋର ଧରିଛି। ସେ...

ଭୁବନେଶ୍ୱରରେ ପହଞ୍ଚିଲେ ହେମାମାଳିନୀ

ଭୁବନେଶ୍ୱର,୧୭ା୫: ଅଭିନେତ୍ରୀ ତଥା ଭାଜପା ଏମ୍‌ପି ହେମାମାଳିନୀ ଶୁକ୍ରବାର ପୂର୍ବାହ୍ନରେ ଆସି ଓଡ଼ିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଭାଜପା କର୍ମୀମାନେ ପହଞ୍ଚି ତାଙ୍କୁ...

ପୁଣି ଘୁଞ୍ଚିଲା ‘ଏମରଜେନ୍ସି’ର ରିଲିଜ୍‌ ଡେଟ୍‌

ମୁମ୍ବାଇ:ଚଳିତ ଲୋକ ସଭା ନିର୍ବାଚନରେ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାୱତ ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।...

ରଶ୍ମିକା ମନ୍ଦନାଙ୍କ ପୋଷ୍ଟ ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୫: ଅଭିନେତ୍ରୀ ରଶ୍ମିକା ମନ୍ଦନା ନ୍ୟାଶନାଲ କ୍ରସ ଜଣାଶୁଣା। ତାଙ୍କୁ ଶେଷ ଥର ପାଇଁ ଆନିମଲ ଫିଲ୍ମରେ ପରଦାରେ ଦେଖିବାକୁ ମିଳିଥିଲା। ଫିଲ୍ମରେ ତାଙ୍କର ଅଭିନୟକୁ...

ଏନ୍‌ବିଡବ୍ଲ୍ୟୁରୁ ଆଶ୍ୱସ୍ତି ପାଇଲେ ଅନୁଭବ

କଟକ,୧୬ା୫ (କାର୍ତ୍ତିକ ସାହୁ): ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଜାମିନ୍‌ ବିହୀନ ଗିରଫ ପରୱାନା (ଏନ୍‌ବିଡବ୍ଲ୍ୟୁ)ରୁ ଗୁରୁବାର ଆଶ୍ୱସ୍ତି ପାଇଛନ୍ତି। କଟକ ଜେଏମ୍‌ଏଫ୍‌ସି କୋର୍ଟ...

ପ୍ରସିଦ୍ଧ ନିର୍ମାତାଙ୍କ ଝିଅ ସହ କାମ କରିବେ ଅମୀରଙ୍କ ପୁଅ

ମୁମ୍ବାଇ: ‘ମହାରାଜ’ ଏବଂ ସାଇ ପଲ୍ଲବୀଙ୍କ ସହିତ ଅନ୍‌ଟାଇଟେଲ୍ଡ ଫିଲ୍ମ ସମେତ ତାଙ୍କର ବହୁ ପ୍ରତୀକ୍ଷିତ ପ୍ରୋଜେକ୍ଟ ସମାପ୍ତ କରିବା ପରେ ଅମୀର ଖାନଙ୍କ ପ୍ରତିଭାବାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri