ନନ୍ଦନକାନନରେ ବାଘୁଣୀର ମୃତ୍ୟୁ

ଭୁବନେଶ୍ୱର, ୧୨।୮(ବ୍ୟୁରୋ): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ସୋମବାର ଏକ ବାଘୁଣୀର ମୃତ୍ୟୁ ହୋଇଛି। ‘ପ୍ରିୟଙ୍କା’ ନାମ୍ନୀ ଏହି ବାଘୁଣୀର ବୟସ ୧୯ ବର୍ଷ ୫ ମାସ ହେବ। ବୟସାଧିକ ଯୋଗୁ ବାଘୁଣୀର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଗତ ୨ ବର୍ଷ ହେବ ସେ ଅସୁସ୍ଥ ଥାଇ ଚିକିତ୍ସାଧୀନ ଥିଲା। ପ୍ରିୟଙ୍କାର ମୃତ୍ୟୁ ପରେ ନନ୍ଦନକାନନରେ ବାଘ ସଂଖ୍ୟା ୨୬କୁ ଖସିଲା। ଏବେ ନନ୍ଦନକାନନରେ ୫ ଅଣ୍ଡିରା, ୮ ସାଧାରଣ ମାଈ, ୪ ଧଳା ବାଘ, ୫ ଧଳା ବାଘୁଣୀ ଓ ୪ କଳା ବାଘ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬,...

ବେକାରିଙ୍କ ମଧ୍ୟରେ ୮୩% ଯୁବପିଢ଼ି

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ଦେଶରେ ବେକାରି ସମସ୍ୟା ଚିନ୍ତାର ବିଷୟ ପାଲଟିଛି। ମାତ୍ର ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ)ର ରିପୋର୍ଟ ଅନୁଯାୟୀ, ୨୦୨୨ରେ ଭାରତର ମୋଟ ବେକାରି ଜନସଂଖ୍ୟାରେ...

ଶସ୍ତା ହୋଇପାରେ ବିମାନ ଟିକେଟ୍‌

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ବେସାମରିକ ବିମାନ ଚଳାଚଳ କ୍ଷେତ୍ର ନିୟାମକ (ଡିଜିସିଏ) ବିମାନ ସେବା ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛିି। ଏପ୍ରିଲ ୨୩ ରେ ଜାରି କରାଯାଇଥିବା...

ଭିକ୍ଷୁକମୁକ୍ତ ହୋଇପାରୁନି ସ୍ମାର୍ଟସିଟି

ଭୁବନେଶ୍ୱର,୨୯।୪ (ବନ୍ଦନା ସେଠୀ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଭିକାରୀ ଏବଂ ଯାଯାବର (ବଞ୍ଜାରା)ମୁକ୍ତ କରିବାକୁ ଅଭିଯାନ ଆରମ୍ଭ କରିଥିଲା ବିଏମ୍‌ସି। ଯଦିଓ ପୂର୍ବଭଳି ସବୁ ମନ୍ଦିର ଆଗରେ...

ଅଲ୍‌ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ

ଭୁବନେଶ୍ୱର,୨୯।୪:ଦେଶର ପ୍ରମୁଖ ବାଣିଜି୍ୟକ ଯାନ କମ୍ପାନୀ ତଥା ଟାଟା ମୋଟର୍ସ ଲିମିଟେଡ୍‌ର ଅଲ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି କମ୍ପାନୀର ଓଡ଼ିଶା...

ଚେକିଂବେଳେ ଥାନାଧିକାରୀଙ୍କୁ ଚାପୁଡ଼ା

ଭୁବନେଶ୍ୱର,୨୯।୪(ସୂର୍ଯ୍ୟକାନ୍ତ ବେହେରା): ମଦ୍ୟପ ଗାଡ଼ି ଚାଳକଙ୍କ ଉନ୍ମତ୍ତକାଣ୍ଡ। ଚେକିଂ ବେଳେ ପୋଲିସ କର୍ମଚାରୀଙ୍କୁ ଗାଳିଗୁଳଜ କରିବା ସହ ଥାନା ଅଧିକାରୀଙ୍କୁ ଚାପୁଡା ମାରିଲେ। ରାଜଧାନୀ ଭୁବନେଶ୍ୱରରେ...

ତନିସ୍କର ବିବାହ ସମ୍ଭାର ‘ରିଭା’

ଭୁବନେଶ୍ୱର,୨୯।୪:ତନିସ୍କର ବହୁ ପ୍ରତୀକ୍ଷିତ ତଥା ସୂକ୍ଷ୍ମ କାରିଗରିରେ ନିର୍ମିତ ବିବାହ ସମ୍ଭାର ‘ରିଭା’ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଏକ ଉତ୍ସର୍ଗୀକୃତ ବିବାହ ଅଳଙ୍କାର ଉପ-ବ୍ରାଣ୍ଡ୍‌...

ପ୍ରକାଶ ପାଇଲା ତୃତୀୟ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି

ଭୁବନେଶ୍ୱର,୨୯ା୪: ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକ ସଭା କ୍ଷେତ୍ର ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri