ଭୁବନେଶ୍ୱର ,୩୦।୧୨: ଗତ କିଛି ସପ୍ତାହ ହେବ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୧୭୦ (୧୭୦.୧୨) ପଏଣ୍ଟ ଖସି ୭୨,୨୪୦ (୭୨,୨୪୦.୨୬) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ) ର ନିଫ୍ଟି-୫୦ରେ ମଧ୍ୟ ୪୭ (୪୭.୩୦) ପଏଣ୍ଟ ହ୍ରାସ ଘଟି ୨୧,୭୩୧ (୨୧,୭୩୧.୪୦) ଅଙ୍କରେ କାରବାର ବନ୍ଦ କରିଥିଲା। ଅପରପକ୍ଷରେ ବିଏସ୍ଇ ସେନ୍ସେକ୍ସର ମିଡକ୍ୟାପ୍ ଓ ସ୍ମଲକ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍ଏସଇ ନିଫ୍ଟି ମିଡକ୍ୟାପ, ସ୍ମଲ କ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ହ୍ରାସ ଘଟିଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି।
Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ
ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...
ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!
ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...
ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି
ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...
ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ
ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...
ଏଇ ଭାରତରେ
ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍ ନ ନେଇ ପଲିଥିନରେ ପରିବା...
ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ
ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...
ଗାନ୍ଧୀ ନୂଅଁାଖାଇ
ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...
ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ
ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...
Archives


