Posted inଫୁରସତ

Jugaad: ଏଣେ ତେଣେ ପଳାଇଯାଉଥିଲା ଶିଶୁ ମା’ କଲେ ଏପରି

ପ୍ରାୟତଃ ଛୋଟ ପିଲାମାନେ ବହୁତ ଦୁଷ୍ଟ । ଯଦି ସେମାନଙ୍କୁ ଆଖିରୁ କିଛି ସମୟ ପାଇଁ ଦୂରେଇ ଦିଆଯାଏ ସେମାନେ ଦୁଷ୍ଟାମୀ ଆରମ୍ଭ କରିଦିଅନ୍ତି। ଏପରି ପରିସ୍ଥିତିରେ, ଘର କାମ ସହିତ ପିଲାମାନଙ୍କୁ ସମ୍ଭାଳିବା କଷ୍ଟକର ହୋଇପଡେ। ବର୍ତ୍ତମାନ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ଆପଣ ଦେଖିବେ ଯେ, ରୋଷେଇ ଘରେ କାମ କରିବା ସହିତ ମା’ ପିଲା ଉପରେ ନଜର ରଖିବା ପାଇଁ ଶୁଦ୍ଧ ଦେଶୀ ଜୁଗାଡର ବ୍ୟବସ୍ଥା କରିଛନ୍ତି।
କେବଳ ଏତିକି ନୁହେଁ, ଶିଶୁକୁ ଥଣ୍ଡା ଚଟାଣରୁ ରକ୍ଷା କରିବା ପାଇଁ ମହିଳା ରୋଷେଇ ଘରେ ଏକ ସପ ପକାଇଛନ୍ତି। ଶିଶୁଟି ସପ ଉପରେ ଖୁସିରେ ଖେଳୁଥିବା ଦେଖିବାକୁ ମିଳୁଛି। ଭିଡିଓରେ ମା’ ଜଣଙ୍କ ଦୁଇଟି ଚୁନିକୁ ଗଣ୍ଠିପକାଇ ଜୋଡି ଗୋଟିଏ ପାଖକୁ ନିଜ ଅଣ୍ଟାରେ ଭିଡିଥିବା ବେଳେ ଅନ୍ୟଟିକୁ ଶିଶୁର ଗୋଡ଼ରେ ଗୁଡାଇଛନ୍ତି। ମା’ ଜଣଙ୍କ ରୋଷେଇ କରୁଥିବାବେଳେ ଏପଟେ ଶିଶୁଟି ଖେଳୁଛି। ଶିଶୁଟିକେ ଘୁଞ୍ଚିଗଲେ ମା’ଙ୍କୁ ଜଣାପଡ଼ିବା ମାତ୍ରେ ସେ ତାଙ୍କୁ ଠିକ୍‌ ସ୍ଥାନକୁ ନେଇ ଆସୁଛନ୍ତି। ଏହି ଭିଡିଓଟି ସୋସିଆଲ ମିଡିଆରେ ଭାଇରାଲ ହେଉଛି।

 

View this post on Instagram

 

A post shared by Mishita Gupta (@mishti_island)


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

ସାଇବର ଠକେଇ ଅଭିଯୋଗରେ ୩ ଗିରଫ : ଅଭିଯୁକ୍ତଙ୍କ ନିକଟରୁ ଜବତ ହେଲା…

ଆନନ୍ଦପୁର,୯।୧୨(ସୁଶାନ୍ତ କୁମାର ସାହୁ): ପୃଥକ ଦୁଇଟି ମାମଲାରେ ୩ ଜଣ ସାଇବର ଠକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗୋଟିଏ ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri