ସେବାରୁ ଆରମ୍ଭ, ସ୍ୱାର୍ଥରେ ଶେଷ

ଏବକାର ଭାରତରେ ରାଜନୀତିଜ୍ଞମାନେ ଇଂଲିଶ ଅକ୍ଷର ଏସ୍‌(S)କୁ ଜପାମାଳି କରି ଦେଇଛନ୍ତି। ଏହା ମାଧ୍ୟମରେ ସେମାନେ ଦେଶସେବା କରିବାର ଛଳନା କରୁଛନ୍ତି। ପ୍ରତ୍ୟେକ ସ୍ଲୋଗାନ, ପ୍ରତ୍ୟେକ ଯୋଜନା, ପ୍ରତ୍ୟେକ ଭାଷଣ ଏହି ଅକ୍ଷରରୁ ଆରମ୍ଭ…

ପୁରୁଷବନ୍ଧୁଙ୍କ ରୁମ୍‌କୁ ଯାଇଥିଲେ ଇଞ୍ଜିନିୟରିଂ ଛାତ୍ରୀ: ୪ ଜଣ ମିଶି କଲେ ଗଣବଳାତ୍କାର, ତା’ପରେ ଯାହା ଘଟିଲା…

ଭୁବନେଶ୍ବର/ ଯାଁଳା,୧୪।୫, (ପ୍ରସନଜିତ୍‌ ସାହୁ/ବୁଲା ବାରିକ):ଭୁବନେଶ୍ୱର ଇନ୍‌ଫୋଭ୍ୟାଲି ଥାନା କାଇମାଟିଆ ଅଞ୍ଚଳରେ ଜଣେ ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏକ ଘରୋଇ କଲେଜରେ ପଢ଼ୁଥିବା ପୀଡ଼ିତା ଇଞ୍ଜିନିୟରିଂ ଛାତ୍ରୀ ତାଙ୍କ ପୁରୁଷ…

ଐତିହାସିକ ନିଷ୍ପତ୍ତି: ପୁରୁଷ ଦଳର କୋଚ୍ ହେଲେ ମହିଳା କ୍ରିକେଟର

ନୂଆଦିଲ୍ଲୀ,୧୩।୫: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଇଂଲଣ୍ଡ କ୍ରିକେଟ ବୋର୍ଡ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଇଂଲଣ୍ଡର ପୂର୍ବତନ ମହିଳା ଉଇକେଟକିପର ସାରା ଟେଲରଙ୍କୁ ପୁରୁଷ ଦଳର ଫିଲ୍ଡିଂ କୋଚ ଭାବେ ନିଯୁକ୍ତ…

୧୦୮୨୮ ରନ୍, ୩୮୦ ଉଇକେଟ… ସିଜିନ ମଝିରେ ହଠାତ୍ ଅବସର ନେଲେ ଅଭିଜ୍ଞ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୩।୫: ଇଂଲଣ୍ଡ କ୍ରିକେଟରୁ ଏକ ଚକିତ କଲାଭଳି ଖବର ସାମ୍ନାକୁ ଆସିଛି । ଇଂଲଣ୍ଡ ଟିମ୍‌ର ଅଭିଜ୍ଞ ଅଲରାଉଣ୍ଡର ଲିଆମ ଡସନ (Liam Dawson) ହଠାତ ପ୍ରଥମ ଶ୍ରେଣୀ (First-Class) କ୍ରିକେଟରୁ ଅବସର ଘୋଷଣା…

ବଲାଙ୍ଗୀର ତୁଷୁରା ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ବଲାଙ୍ଗୀର,୧୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଓପିଡିସିଏଲ ଗ୍ରୀଡ଼ରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ରାତିରେ ହଠାତ୍ ଗ୍ରୀଡ଼ ପରିସରରୁ ଭୟଙ୍କର ନିଆଁ ଓ କଳା ଧୂଆଁ ବାହାରୁଥିବା ଦେଖି ସ୍ଥାନୀୟ ଲୋକ…

ଖୁବ୍ ଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌; ରେଳ ମନ୍ତ୍ରଣାଳୟର ମଞ୍ଜୁରୀ, ବଲାଙ୍ଗୀରରେ ଖୁସିର ଲହରୀ

ବଲାଙ୍ଗୀର,୧୩।୫ (ସୁନିଲ କୁମାର ମହାନ୍ତି): ଓଡ଼ିଶାର ରେଳ ସଂଯୋଗୀକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ, ରେଳ ମନ୍ତ୍ରଣାଳୟ ପକ୍ଷରୁ ପୁରୀ ଏବଂ କୋରାପୁଟ ମଧ୍ୟରେ ଏକ ନୂତନ ତ୍ରି-ସାପ୍ତାହିକ ଏକ୍ସପ୍ରେସ୍ ଟ୍ରେନ୍ ଚଳାଚଳ…

ପଶ୍ଚିମ ଓଡିଶା ପାଇଁ ଆଉ ଏକ ନୂଆ ଟ୍ରେନ: ସ୍ବପ୍ନ ପୂରଣ କଲେ ଅଶ୍ୱିନୀ ବୈଷ୍ଣବ

କେସିଙ୍ଗା,୧୪।୫(ତୁମେଶ୍ୱର ସାହୁ): କେସିଙ୍ଗାରୁ ଭୁବନେଶ୍ୱରକୁ ନୂତନ ଟ୍ରେନ ପାଇଁ ଦାବି ଜୋର ଧରିଥିଲା। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀରୁ କୋରାପୁଟ ସିଧା ପଶ୍ଚିମ ଓଡ଼ିଶାରକୁ ସଂଯୋଗ କରୁଥିବା ଏକ ଟ୍ରେନ ଆଶା ପୂରଣ କରିଛନ୍ତି। ପୁଣି ଏକ ନୂତନ ଟ୍ରେନ…

ସଙ୍କଟ ମଧ୍ୟରେ ଭାରତ ପାଇଁ ଆସିଲା ଖୁସି ଖବର: ହର୍ମୁଜରେ…

ନୂଆଦିଲ୍ଲୀ,୧୪।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଭାରତ ପାଇଁ ଆଉ ଏକ ଖୁସି ଖବର ଆସିଛି। LPG ଟ୍ୟାଙ୍କର୍‌ MV ସନ୍‌ସାଇନ ହର୍ମୁଜ ପ୍ରଣାଳୀ ପାର କରି ଏବେ ଭାରତ ଅଭିମୁଖେ ଯାଉଛି। ଭାରତୀୟ ନୌସେନା ଏବଂ ଅନ୍ୟାନ୍ୟ ଏଜେନ୍ସି ଜାହାଜକୁ…

ଇତିହାସ ରଚିଲେ ବିରାଟ କୋହଲି: ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ହାସଲ କଲେ ଏମିତି କାରନାମା

ରାୟପୁର,୧୪।୫: ବିରାଟ କୋହଲି ଏକ ଚମତ୍କାର ଶତକ ହାସଲ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ବିଜୟୀ କରାଇଥିଲେ। ଏହି ଶତକ ସହିତ କୋହଲି ଇତିହାସ ସୃଷ୍ଟି କରିଥିଲେ। ଟି-୨୦ କ୍ରିକେଟ୍‌ରେ ସର୍ବାଧିକ ଶତକ ସହିତ ଭାରତୀୟ ବ୍ୟାଟ୍ସମ୍ୟାନ…

ସଙ୍କଟ ମଧ୍ୟରେ ଭାରତ ନେଲା ବଡ଼ ନିଷ୍ପତ୍ତି: ବିଶ୍ୱକୁ ଚିନି ଯୋଗାଣ ବନ୍ଦ

ନୂଆଦିଲ୍ଲୀ,୧୪।୫: କେନ୍ଦ୍ର ସରକାର ଦେଶର ଚିନି ଯୋଗାଣ ବଜାୟ ରଖିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏକ ବିଜ୍ଞପ୍ତି ଜାରି କରି ସରକାର ତୁରନ୍ତ ଚିନି ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଏହି ପ୍ରତିବନ୍ଧକ ସେପ୍ଟେମ୍ବର ୩୦, ୨୦୨୬ ପର୍ଯ୍ୟନ୍ତ…

ଏହି ଦେଶକୁ ଆମେରିକାର ୫୧ତମ ରାଜ୍ୟ ଦର୍ଶାଇଲେ ଟ୍ରମ୍ପ୍‌: ସାରା ବିଶ୍ୱରେ ହଲଚଲ

ୱାଶିଂଟନ, ୧୪ା୫:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଏକ ବିବାଦୀୟ ବୟାନ ଓ ସୋସିଆଲ ମିଡିଆ ପୋଷ୍ଟକରି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ଚାଇନା ଗସ୍ତରେ ଥିବା ସମୟରେ ଟ୍ରମ୍ପ ନିଜର ‘ଟ୍ରୁଥ୍‌ ସୋସିଆଲ’ ପ୍ଲାଟ୍‌ଫର୍ମରେ ଭେନେଜୁଏଲାର ଏକ ମାନଚିତ୍ର ପୋଷ୍ଟ କରିଛନ୍ତି,…

ସ୍କଟ୍‌ଲାଣ୍ଡରେ ୫,୦୦୦ ବର୍ଷର କୃତ୍ରିମ ଦ୍ୱୀପ ଆବିଷ୍କୃତ

ଏଡିନବର୍ଗ, ୧୪ା୫:ସ୍କଟ୍‌ଲାଣ୍ଡରେ ପ୍ରତ୍ନତତ୍ତ୍ୱବିତ୍‌ମାନେ ଏକ ରହସ୍ୟମୟ କୃତ୍ରିମ ଦ୍ୱୀପର ସନ୍ଧାନ ପାଇଛନ୍ତି, ଯାହା ୫,୦୦୦ ବର୍ଷରୁ ଅଧିକ ପୁରୁଣା ବୋଲି ଅନୁମାନ କରାଯାଉଛି। ଏହି ଆବିଷ୍କାର ପ୍ରାଗୈତିହାସିକ ଯୁଗର ନିର୍ମାଣ କୌଶଳ ଓ ସେ ସମୟର ସମାଜ ବିଷୟରେ ଅନେକ ନୂତନ…

ଚାଇନାରେ ପହଞ୍ଚୁ ପହଞ୍ଚୁ ଟ୍ରମ୍ପଙ୍କ ଘୋର ଅପମାନ! ସ୍ବାଗତ କରିବାକୁ ଆସିଲେନି…

ବେଜିଂ,୧୩।୫: ଚାଇନାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଅପମାନ। ଦୁଇ ଦିନିଆ ସରକାରୀ ଗସ୍ତରେ ଚାଇନାରେ ପହଞ୍ଚିଥିବା ଟ୍ରମ୍ପଙ୍କୁ ସ୍ବାଗତ କରିବା ପାଇଁ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ବିମାନବନ୍ଦରକୁ ଯାଇ ନ ଥିବା ଦେଖିବାକୁ ମିଳିଛି। ଏହା ବଦଳରେ ସେ…

ମହଙ୍ଗା ମାଡ଼! ବଢ଼ିଲା ଅମୂଲ କ୍ଷୀର ଦାମ୍, ଲିଟର ପିଛା….

ନୂଆଦିଲ୍ଲୀ,୧୩ା୫: ସାଧାରଣ ଜନତାଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି । ଦେଶର ପ୍ରମୁଖ ଦୁଗ୍ଧ କମ୍ପାନୀ ଅମୂଲ ସାରା ଦେଶରେ କ୍ଷୀରର ମୂଲ୍ୟ ପ୍ରତି ଲିଟର ୨ ବୃଦ୍ଧି ହୋଇଛି । କମ୍ପାନୀ ଘୋଷଣା କରିଛି ଯେ ନୂତନ ଦର…

ପ୍ରଧାନମନ୍ତ୍ରୀଙ୍କ କଥା ମାନିଲେ ମୁଖ୍ୟମନ୍ତ୍ରୀ, କମାଇଲେ ବ୍ୟକ୍ତିଗତ ସୁରକ୍ଷା ଗାଡ଼ି ସଂଖ୍ୟା, ରାଜ୍ୟବାସୀଙ୍କୁ ଆହ୍ବାନ ଦେଇ…

ଭୁବନେଶ୍ୱର,୧୩ା୫: ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁ ସମଗ୍ର ବିଶ୍ୱରେ ଦେଖାଦେଇଥିବା ତୈଳ ସଂକଟ ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ବିଭିନ୍ନ ଖର୍ଚ୍ଚକାଟ, ବିଶେଷକରି ପେଟ୍ରୋଲ ବ୍ୟବହାର କମ୍‌ କରିବାକୁ ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ ଏହି…

ତେଲ ସଂକଟ: ୨୯ ରୁଟ୍‌ ପାଇଁ ବିମାନ ଉଡ଼ାଣରେ ଲାଗିଲା କଟକଣା

ନୂଆଦିଲ୍ଲୀ,୧୩ା୫: ତେଲ ସଂକଟ ନେଇ ଉଡ଼ାଣ କମ୍‌ ପାଇଁ ସୂଚନା ଜାରି କରିଛି ଏୟାର ଇଣ୍ଡିଆ। ୨୯ଟି ଅନ୍ତର୍ଜାତୀୟ ରୁଟ୍‌ରେ ଉଡ଼ାଣ କମ୍‌ ଓ ବାତିଲ ନେଇ ସୂଚନା ଦେଇଛି। ଜୁନ୍‌ରୁ ଅଗଷ୍ଟ ମଧ୍ୟରେ କଟକଣା ନେଇ ବିଧିବଦ୍ଧ ସୂଚନା ଦେଇଛି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୮ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୬ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri