ପୂର୍ବତନ ସ୍ତ୍ରୀଙ୍କୁ ଚୁମ୍ବନ ଦେଲେ ଅମିର ଖାନ୍‌

ଅଭିନେତା ଅମିର ଖାନଙ୍କ ଝିଅ ଇରା ନୁପୁର ଶିଖରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଉଭୟଙ୍କ କୋର୍ଟରେ ବିବାହ ହୋଇଛି। ସୋସିଆଲ ମିଡିଆରେ ଇରା ଏବଂ ନୁପୁରଙ୍କ ବିବାହ ଫଟୋ ଭାଇରାଲ ହେଉଛି। ଝିଅ ଇରାଙ୍କ ବିବାହରେ ଅମିରଙ୍କୁ  ମଜାଦାର ଶୈଳୀରେ ଦେଖିବାକୁ ମିଳିଥିଲା। ସେ ସମସ୍ତଙ୍କ ସହ ନାଚି ଥିଲେ। ସୋସିଆଲ ମିଡିଆରେ ଅମିରଙ୍କ ଡ୍ୟାନ୍ସ ଭିଡିଓ ଭାଇରାଲ ହେଉଛି। ଅମିରଙ୍କର ଆଉ ଏକ ଭିଡିଓ ସାମ୍ନାକୁ ଆସିଛି। ଏଥିରେ ସେ ତାଙ୍କ ପୂର୍ବତନ ସ୍ତ୍ରୀ କିରଣ ରାଓଙ୍କୁ ଚୁମ୍ବନ ଦେଉଥିବାର ନଜର ଆସିଛନ୍ତି। କିରଣ ଏବଂ ଅମିରଙ୍କ ଭିଡିଓ ଦେଖି ତାଙ୍କୁ ଟ୍ରୋଲ କରାଯାଉଛି।
ଇରା ଏବଂ ନୁପୁରଙ୍କ ବିବାହରେ ପୁରା ଖାନ ପରିବାର ଏକାଠି ନଜର ଆସିଥିଲେ। ଅମିରଙ୍କ ସହ ତାଙ୍କର ପୂର୍ବତନ ସ୍ତ୍ରୀ କିରଣ ରାଓ ଏବଂ ପ୍ରଥମ ସ୍ତ୍ରୀ ରୀନା ଦତ୍ତ ମଧ୍ୟ ବହୁତ ଖୁସି ଦେଖାଯାଉଥିଲେ। ଅମିରଙ୍କ ପୁରା ପରିବାର ସହିତ ଫଟୋ କ୍ଲିକ କରିବାକୁ ଆସିଥିଲେ, ଏହି ସମୟରେ ସେ କିରଣଙ୍କୁ ଚୁମ୍ବନ ଦେଇଥିଲେ।
ଜାନୁଆରୀ ୩ରେ ମୁମ୍ବାଇରେ ଇରା ଖାନ ଏବଂ ନୁପୁର ଶିଖରେ ବିବାହ କରିଥିଲେ। ବର୍ତ୍ତମାନ ଏହି ଦମ୍ପତି ଖୁବ ଶୀଘ୍ର ଉଦୟପୁରରେ ଗନ୍ତବ୍ୟ ସ୍ଥଳକୁ ଯିବେ। ମହାରାଷ୍ଟ୍ରର ରୀତିନୀତି ଅନୁଯାୟୀ ଇରା ଏବଂ ନୁପୁର ଜାନୁଆରୀ ୮ରେ ବିବାହ କରିବେ। ପରିବାର ଏବଂ କିଛି ବିଶେଷ ବନ୍ଧୁ ଏହି ବିବାହ ଉତ୍ସବରେ ଯୋଗଦେବେ। ମୁମ୍ବାଇରେ ବଲିଉଡ ସେଲିବ୍ରିଟିମାନଙ୍କ ପାଇଁ ଏକ ରିସେପ୍ସନ ଆୟୋଜନ କରାଯିବ।

 

View this post on Instagram

 

A post shared by Instant Bollywood (@instantbollywood)


Enter your email to get our daily news in your inbox.

All Right Reserved By Dharitri.Com

‘ଧୁରନ୍ଧର’ ଷ୍ଟାଇଲରେ ମୋଦି, ପୁଟିନଙ୍କ ସହ ଜବରଦସ୍ତ କେମେଷ୍ଟ୍ରି, ସୋସିଆଲ ମିଡ଼ିଆରେ ଟ୍ରେଣ୍ଡ କଲା…

ନୂଆଦିଲ୍ଲୀ,୧୧।୧୨: ମଧ୍ୟପ୍ରଦେଶ ସରକାର ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ଧୁରନ୍ଧର ଷ୍ଟାଇଲ’ରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓଟି ସହିତ ଏକ କ୍ୟାପସନ ଅଛି ଯାହା...

କାହିଁକି ଆପଲକୁ ନୋଟିସ ପଠାଇଲେ ସରକାର? ୟୁଜର୍ସଙ୍କୁ ଏଭଳି ଆଲର୍ଟ ପଠାଇଥିଲା କମ୍ପାନୀ

ନୂଆଦିଲ୍ଲୀ,୧୧ା୧୨: ଗତ କିଛିଦିନ ତଳେ ଆପଲ୍ ଏବଂ ଗୁଗୁଲ ନିଜ ୟୁଜର୍ସଙ୍କୁ ଆଲର୍ଟ ପଠାଇଥିଲେ । ସ୍ପାଇବେୟାରରେ ଦ୍ବାରା ୟୁଜର୍ସଙ୍କୁ ନିଶାନା କରାଯାଇପାରେ ବୋଲି ମେସେଜ...

କୋହଲିଙ୍କ ସହ ରିଲ୍ସ କରି ରାତାରାତି ସୋସିଆଲ ମିଡିଆ ଷ୍ଟାର ପାଲଟିଗଲେ ଅର୍ଶଦୀପ, ଜାଣନ୍ତୁ କାହିଁକି ଆରମ୍ଭ କରିଥିଲେ YouTube

ନୂଆଦିଲ୍ଲୀ,୧୧।୧୨: ଟିମ ଇଣ୍ଡିଆର ଯୁବ ଦ୍ରୁତ ବୋଲର ଅର୍ଶଦୀପ ସିଂହ କେବଳ ପଡ଼ିଆରେ ନୁହେଁ ବରଂ ସୋସିଆଲ ମିଡିଆରେ ମଧ୍ୟ ଲୋକପ୍ରିୟତା ହାସଲ କରିଛନ୍ତି। ତାଙ୍କର...

ECI: ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି, ଏସବୁ ରାଜ୍ୟ ପାଇଁ ବଢିଲା SIR ଅବଧି

ନୂଆଦିଲ୍ଲୀ,୧୧।୧୨: ନିର୍ବାଚନ କମିଶନ ଗୁରୁବାର ସ୍ପେଶାଲ ସଘନ ସଂଶୋଧନ (SIR) ପ୍ରକ୍ରିୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ରିପୋର୍ଟ ଅନୁଯାୟୀ, ନିର୍ବାଚନ କମିଶନ ପାଞ୍ଚଟି...

ପୁଣି ଭାରତ-ପାକିସ୍ତାନ ମହାମୁକାବିଲା: ଜାଣନ୍ତୁ କେବେ, କେଉଁଠି ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ କ୍ରିକେଟ ଏସିଆ କପ ୨୦୨୫ ଡିସେମ୍ବର ୧୨ରୁ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ଦିନରେ ଦୁଇଟି ମ୍ୟାଚ ଖେଳାଯିବ। ଆୟୁଷ...

“ବିଏସ୍ଏଫ୍ ପୋଷ୍ଟ୍ ନିକଟକୁ ଯାଆନ୍ତୁ ନାହିଁ”: ମମତା ବାନାର୍ଜୀଙ୍କ ଚେତାବନୀ ଶୁଣି ଚିନ୍ତାରେ ଲୋକେ

କୋଲକାତା,୧୧।୧୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ଭୋଟର ସଂଶୋଧନ (SIR)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ତୃଣମୂଳ କଂଗ୍ରେସ ନେତ୍ରୀ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ...

ପାକିସ୍ତାନ ସହ ପ୍ରତିରକ୍ଷା ଚୁକ୍ତି ଭିତରେ ଭାରତକୁ କଡ଼ା ବାର୍ତ୍ତା ଦେଲେ ଟ୍ରମ୍ପ? F-16ର ଶକ୍ତି ବଢାଇବ ଆମେରିକା

ଓ୍ବାଶିଂଟନ,୧୧।୧୨: ଆମେରିକା ପାକିସ୍ତାନକୁ ଏହାର F-16 ଲଢ଼ୁଆ ବିମାନକୁ ଅପଗ୍ରେଡ କରିବା ପାଇଁ ୬୮୬ ଡଲାର ନିୟୁତ (ପ୍ରାୟ ୫,୮୦୦କୋଟି) ମୂଲ୍ୟର ଉନ୍ନତ ପ୍ରଯୁକ୍ତିବିଦ୍ୟା ଏବଂ...

ସଂସଦରେ ସ୍ପିକର ହଲାଇଲେ ଟଙ୍କା! ଏକ ଡଜନରୁ ଅଧିକ ସାଂସଦ କହିଲେ …

ଇସଲାମାବାଦ,୧୧।୧୨: ପାକିସ୍ତାନରେ ରାଜନେତାମାନେ ପ୍ରାୟତଃ ନିଜ ଭାଷଣରେ ସଚ୍ଚୋଟତା ଏବଂ ନ୍ୟାୟର କଥା କୁହନ୍ତି, କିନ୍ତୁ ଯେତେବେଳେ ପ୍ରକୃତ ପରୀକ୍ଷାର କଥା ଆସେ, ସାଂସଦମାନଙ୍କ କାର୍ଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri