IED ବିସ୍ଫୋରଣ, ୩ ଯବାନ ଶହୀଦ

IED ବିସ୍ଫୋରଣ, ୩ ଯବାନ ଶହୀଦ ରାୟପୁର,୨।୫: କିଛି ଦିନର ନିରବତା ପରେ ମାଓବାଦୀମାନେ ପୁଣି ଛତିଶଗଡ଼ କାଙ୍କେର ଜିଲା ଛୋଟେବେଟିୟା ଜଙ୍ଗଲରେ ହିଂସାକାଣ୍ଡ ଭିଆଇଛନ୍ତିି। ମାଓବାଦୀମାନେ ଯବାନଙ୍କୁ ଟର୍ଗେଟ୍‌ କରି IED ବିସ୍ଫୋରଣ କରିଛନ୍ତି। ଫଳରେ ୩ଜଣ DRG ଯବାନ…

ମଧ୍ୟପ୍ରାଚ୍ୟ ସଙ୍କଟ ଜାହାଜ ଚଳାଚଳ ମାର୍ଗରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି; ନୂତନ କେନ୍ଦ୍ର ଭାବରେ ଉଭା ହୋଇଛି ଆଫ୍ରିକା

ତେହରାନ,୨।୫: ପଶ୍ଚିମ ଏସିଆରେ ବଢୁଥିବା ସଙ୍କଟ ମଧ୍ୟରେ, ଅନ୍ତର୍ଜାତୀୟ ଜାହାଜ ଚଳାଚଳ ମାର୍ଗରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଉଛି। ହର୍ମୁଜ ପ୍ରଣାଳୀ ବନ୍ଦ ହେବା ଏବଂ ଲାଲ ସାଗରରେ ଦୀର୍ଘକାଳୀନ ଉତ୍ତେଜନା ବାଣିଜି୍ୟକ ଜାହାଜଗୁଡ଼ିକୁ…

ମମତା କହିଲେ ପାର କରିବୁ ୨୦୦, କର୍ମୀଙ୍କୁ ଦେଲେ ବଡ଼ ମନ୍ତ୍ର

କୋଲକାତା,୨।୫: ଯଦିଓ ଏକଜିଟ ପୋଲଗୁଡ଼ିକ ବଙ୍ଗଳାରେ ଭାଜପା ବିଜୟର ପୂର୍ବାନୁମାନ କରୁଛନ୍ତି, ତଥାପି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମନୋବଳ ଅତୁଟ ରହିଛି। ଭୋଟ ଗଣତି ପୂର୍ବରୁ, ମମତା ତୃଣମୂଳ କଂଗ୍ରେସ ପ୍ରାର୍ଥୀ ଏବଂ ଗଣତି…

ଗଞ୍ଜାମରେ ୪୨୯୧୮ ଛାତ୍ରୀଛାତ୍ର ମାଟ୍ରିକ୍‌ ପାସ୍‌, ୨୯୫ ବିଦ୍ୟାଳୟର ରେଜଲ୍ଟ ଶତପ୍ରତିଶତ

ଭଞ୍ଜନଗର,୨ା୫(ବାବୁଲା ପ୍ରଧାନ): ଶନିବାର ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ। ଏଥିରେ ଗଞ୍ଜାମ ଜିଲାର ୯୮.୨୫ ପ୍ରତିଶତ ଛାତ୍ରୀଛାତ୍ର ପାସ୍‌ ହୋଇଛନ୍ତି। ଜିଲାର ୬୩୮ଟି ବିଦ୍ୟାଳୟର ୪୪୨୦୬ ଛାତ୍ରୀଛାତ୍ର ଫର୍ମ ପୂରଣ କରିଥିଲେ। ସେଥିମଧ୍ୟରୁ ୫୨୨…

ତାମିଲନାଡୁରେ ୧୮୦-୨୦୦ ଆସନ ଜିତିବ TVK! AIADMK ସହିତ ମେଣ୍ଟକୁ କରୁଛି ଅସ୍ବୀକାର

ଚେନ୍ନାଇ, ୨।୫: ତାମିଲନାଡୁ, କେରଳ, ପୁଡୁଚେରୀ, ଆସାମ ଏବଂ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ସୋମବାର, ୪ ମଇରେ ଘୋଷଣା ହେବାକୁ ଯାଉଛି। ସମସ୍ତ ପାଞ୍ଚଟି ରାଜ୍ୟର ଏକଜିଟ ପୋଲ ମଧ୍ୟ ପ୍ରକାଶ ପାଇଛି।…

ପଶ୍ଚିମବଙ୍ଗର ୧୫ଟି ପୋଲିଂ ବୁଥରେ ସଂଘର୍ଷ, ଟିଏମସି-ଭାଜପା କର୍ମୀ ମୁହାଁମୁହିଁ

କୋଲକାତା,୨।୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ମଧ୍ୟରେ, ଦକ୍ଷିଣ ୨୪ ପରଗନା ଜିଲାର ଫାଲଟା ଅଞ୍ଚଳରୁ ସଂଘର୍ଷର ରିପୋର୍ଟ ଆସିଛି। ସ୍ଥାନୀୟ ଲୋକ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏଠାରେ ଏକ ଉଷ୍ମ ବିବାଦ…

ମାଟ୍ରିକ୍‌ ରେଜଲ୍ଟ ପ୍ରକାଶ, ତୁରନ୍ତ ଜାଣିବା ପାଇଁ ଏମିତି କରନ୍ତୁ ଚେକ୍‌…

କଟକ,୨ା୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷର ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ଶନିବାର ଅପରାହ୍ନରେ ପ୍ରକାଶ ପାଇଛି। ବୋର୍ଡ କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉପସ୍ଥିତ ରହି ବିଧିବଦ୍ଧ ଭାବେ ରେଜଲ୍ଟ ପୁସ୍ତକ…

ଇରାନ ପରେ ଏବେ ଟ୍ରମ୍ପଙ୍କ ଟାର୍ଗେଟ୍‌ରେ ଏହି ଦେଶ, ଘୋଷଣା ପରେ ବିଶ୍ୱରେ ହଇଚଇ

ଓ୍ବାଶିଂଟନ,୨ା୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ବୟାନ ଦେଇଛନ୍ତି ଯାହା ଅନ୍ତର୍ଜାତୀୟ କ୍ଷେତ୍ରରେ ହଇଚଇ ସୃଷ୍ଟି କରିଛି। ଫ୍ଲୋରିଡାର ପାମ ବିଚ୍‌ରେ ଥିବା ଫୋରମ୍‌ କ୍ଲବ୍‌ରେ ଆୟୋଜିତ ଏକ  କାର୍ଯ୍ୟକ୍ରମରେ ଟ୍ରମ୍ପ ଘୋଷଣା କରି କହିଛନ୍ତି, ଆମେରିକା…

ଲକ୍ଷ ଲକ୍ଷ ମୋବାଇଲ ଫୋନରେ ହଠାତ ଏକକାଳୀନ ବାଜି ଉଠିଲା ସାଇରନ, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨।୫: ୨ ମଇ, ୨୦୨୬ ଦିନ, ସକାଳ ୧୧ଟା୪୧ ସମୟରେ, ସାରା ଦେଶରେ ଲକ୍ଷ ଲକ୍ଷ ମୋବାଇଲ ଫୋନରେ ଏକ ଜରୁରୀକାଳୀନ ସାଇରନ ବାଜିଲା। ଏହା ଭାରତ ସରକାରଙ୍କ ଦ୍ୱାରା ଜରୁରୀକାଳୀନ ସାଇରନ ସିଷ୍ଟମର ଏକ ସଫଳ ପରୀକ୍ଷଣ ଥିଲା। ଏହା…

ସକାଳୁ ସକାଳୁ ଥରିଲା ବଲାଙ୍ଗୀର: ଲୋକେ ଭୟଭୀତ

ବଲାଙ୍ଗୀର, ୨।୫ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାରେ ଶନିବାର ଭୋର ସକାଳେ ମୃଦୁ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଭୋର ପ୍ରାୟ ୪ଟା ୪୦ ମିନିଟ ସମୟରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା। ଅଳ୍ପ ସମୟ ପାଇଁ ଘରର ଜିନିଷ ପତ୍ର…

ଆଜି ପ୍ରକାଶ ପାଇବ ମାଟ୍ରିକ ଫଳ: ଜାଣନ୍ତୁ କେମିତି ଚେକ୍‌ କରିବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୨।୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷର ମାଟ୍ରିକ୍‌, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ଆଜି ପ୍ରକାଶ ପାଇବ। ବୋର୍ଡ ୱେବ୍‌ ସାଇଟ www.bseodisha.ac.in ଓ www.bseodisha.nic.inରେ ପରୀକ୍ଷାର୍ଥୀମାନେ ସେମାନଙ୍କ ରୋଲ ନମ୍ବର ଜରିଆରେ ପରୀକ୍ଷାଫଳ ଦେଖିପାରିବେ।…

ପଶ୍ଚିମବଙ୍ଗର ୧୫ ବୁଥ୍‌ରେ ପୁନଃମତଦାନ ଆରମ୍ଭ: ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ଚାଲିଛି ଭୋଟିଂ

କୋଲକାତା,୨।୫: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ନିର୍ବାଚନମଣ୍ଡଳୀର ୧୫ଟି ବୁଥରେ ପୁନଃ ମତଦାନ ହେଉଛି। ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ଏହି ମତଦାନ କେନ୍ଦ୍ରଗୁଡ଼ିକରେ ମତଦାନ କରାଯାଉଛି। ଏହି ବୁଥଗୁଡ଼ିକରେ ମତଦାନ ଅନିୟମିତତାର ଅଭିଯୋଗ ଆସିଥିଲା। ସ୍ବତନ୍ତ୍ର ନିର୍ବାଚନ ପର୍ଯ୍ୟବେକ୍ଷକଙ୍କ ସୁପାରିଶ ପରେ…

ନିୟନ୍ତ୍ରଣ ବାହାରେ ରନ୍ଧନ ଗ୍ୟାସ ଦର: ଏତିକି ଟଙ୍କା ମହଙ୍ଗା ହୋଇଯିବ ଘରୋଇ ସିଲିଣ୍ଡର, ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨।୫: ରୋଷେଇ ଘରେ ଚୁଲା ଜାଳିବା ଆହୁରି ମହଙ୍ଗା ହେବାକୁ ଯାଉଛି। ଯଦି ଆପଣ ଏହା ଜାଣିନାହାଁନ୍ତି, ତେବେ ସତର୍କ ରୁହନ୍ତୁ। ସରକାର ଏପରି ସଙ୍କେତ ଦେଉଛନ୍ତି ଯାହା ସିଧାସଳଖ ଆପଣଙ୍କ ପକେଟକୁ ପ୍ରଭାବିତ କରିବ। ରିପୋର୍ଟଗୁଡ଼ିକ ସୂଚିତ କରୁଛି ଯେ…

ହର୍ମୁଜରେ ମହାଯୁଦ୍ଧର କାଉଣ୍ଟଡାଉନ୍‌! ଆମେରିକା ଆରମ୍ଭ କରିବାକୁ ଯାଉଛି ସବୁଠୁ ବଡ଼ ଅପରେଶନ…

ନୂଆଦିଲ୍ଲୀ/ତେହେରାନ,୧।୫: ମଧ୍ୟପ୍ରାଚ୍ୟରେ ଯେକୌଣସି ସମୟରେ ଏକ ବଡ଼ ଧରଣର ବିନାଶ ଦେଖିବାକୁ ମିଳିପାରେ । ଆମେରିକା ଇରାନ ଉପରେ ଏକ ବଡ଼ ଆକ୍ରମଣ ପାଇଁ ପ୍ରସ୍ତୁତ ହେଉଥିବା ବେଳେ ଇରାନ ମଧ୍ୟ ପାଲଟା ଜବାବ ଦେବାକୁ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରିଛି ।…

ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା…

ଭୁବନେଶ୍ୱର,୧।୫: ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ଅଣକୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀ ୪୭୨ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକଙ୍କ…

ପଶ୍ଚିମବଙ୍ଗ ରାଜନୀତିରେ ହଟଚମଟ: ୧୫ ବୁଥ୍‌ରେ ପୁନଃ ମତଦାନ ନିର୍ଦ୍ଦେଶ, ଗଣତି ପୂର୍ବରୁ କୋଲକାତାରେ…

କୋଲକାତା,୧।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ରାଜ୍ୟରେ ଭାଜପା ଏବଂ ଟିଏମ୍‌ସି ମଧ୍ୟରେ ରାଜନୈତିକ ଲଢ଼େଇ ତୀବ୍ର ହେବାରେ ଲାଗିଛି। ମେ ୪ ତାରିଖରେ ଭୋଟ ଗଣତି ହେବାକୁ ଥିବାବେଳେ, ତା’ ପୂର୍ବରୁ ଭାରତୀୟ ନିର୍ବାଚନ କମିଶନ (ECI)…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri