Posted inଖେଳ

ସେମିଫାଇନାଲରେ ଯୋଦ୍ଧାସ, ଜାଏଣ୍ଟ୍ସ

ଭୁବନେଶ୍ୱର, ୬।୧ (ତପନ ସ୍ବାଇଁ): କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ଅଲ୍‌ଟିମେଟ ଖୋ ଖୋରେ ପ୍ରଥମ ଦୁଇ ଦଳଭାବେ ତେଲୁଗୁ ଯୋଦ୍ଧାସ ଓ ଗୁଜରାଟ ଜାଏଣ୍ଟ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ତେଲୁଗୁ ଯୋଦ୍ଧାସ ୩୮-୩୦ ପଏଣ୍ଟରେ ଚେନ୍ନାଇ କୁଇକ୍‌ ଗନ୍ସକୁ ଏବଂ ଗୁଜରାଟ ଜାଏଣ୍ଟ୍ସ ୪୬-୨୨ ବୃହତ୍‌ ବ୍ୟବଧାନରେ ରାଜସ୍ଥାନ ଓ୍ବାରିୟର୍ସକୁ ପରାସ୍ତ କରିଛି। ୮ ମ୍ୟାଚରୁ ୬ ବିଜୟ ସହ ତେଲୁଗୁ ଯୋଦ୍ଧାସ ୧୮ ପଏଣ୍ଟ ପାଇ ଟେବୁଲର ଶୀର୍ଷରେ ରହିଛି। ଗୁଜରାଟ ଜାଏଣ୍ଟ୍ସ ୭ ମ୍ୟାଚରୁ ୧୭ ପଏଣ୍ଟ ପାଇ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ଚେନ୍ନାଇ ୭ ମ୍ୟାଚରୁ ୧୬ ପଏଣ୍ଟ ଏବଂ ଓଡ଼ିଶା ଜଗରନଟ୍ସ ୭ ମ୍ୟାଚରୁ ୧୪ ପଏଣ୍ଟ ସହ ଯଥାକ୍ରମେ ତୃତୀୟ ଓ ଚତୁର୍ଥ ସ୍ଥାନରେ ରହିଛି। ଶନିବାର ଗୁଜରାଟ ଜାଏଣ୍ଟ୍ସ ଓ ଓଡ଼ିଶା ଜଗରନଟ୍ସ ଏବଂ ଚେନ୍ନାଇ କୁଇକ୍‌ ଗନ୍ସ ଓ ମୁମ୍ବାଇ ଖିଲାଡିଜ୍‌ ମଧ୍ୟରେ ମୁକାବିଲା ହେବ। ରାଜସ୍ଥାନ ଓ୍ବାରିୟର୍ସ ୮ ମ୍ୟାଚରୁ ୮ ପରାଜୟ ବରଣ କରି ନିମ୍ନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଅପାରଗତାରେ ଭାଜପା ଦେଶରେ ୧ ନମ୍ବର’

ଭୁବନେଶ୍ୱର, ୭।୧(ସୁନିତ୍‌ ମିଶ୍ର): ବାଣପୁରରେ ଆଦର୍ଶ ବିଦ୍ୟାଳୟ ଭିତ୍ତିପ୍ରସ୍ତର ସ୍ଥାପନ ସଭାରେ ଉଦ୍‌ବୋଧନ ଦେବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବ ସରକାରରେ ୫-ଟି...

ଏକତରଫା ପ୍ରେମ: ବିବାହ ପରେ ବି ଯୁବତୀଙ୍କୁ ଜୋର କରି ଉଠାଇ ବନ୍ଦି କରି ରଖିଥିଲେ, ଯୁବକଙ୍କୁ…

ମୋହନା, ୭ା୧(ମନ୍ମଥ ମିଶ୍ର)- ପ୍ରେମ ସମ୍ପର୍କକୁ ନେଇ ଗଜପତି ଜିଲା ମୋହନାରେ ହୋଇଥିବା ଗୁଳିକାଣ୍ଡ ଘଟଣାରେ ମୋହନା ପୋଲିସ ଜଣେ ଯୁବକଙ୍କୁ ଚନ୍ଦ୍ରଗିରିରୁ ଗିରଫ କରିଛି।...

Makar Sankranti ୨୦୨୬: ମକର ସଂକ୍ରାନ୍ତିରୁ ମହାଲକ୍ଷ୍ମୀ ରାଜଯୋଗ, ଏହି ୪ ରାଶିର ବ୍ୟକ୍ତି…

ମକର ସଂକ୍ରାନ୍ତି ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହିନ୍ଦୁ ପର୍ବ ମଧ୍ୟରୁ ଗୋଟିଏ, ଯାହା ପ୍ରକୃତି ଏବଂ ବ୍ରହ୍ମାଣ୍ଡର ପରିବର୍ତ୍ତନର ପ୍ରତୀକ। ଏହି ପର୍ବ ବିଶ୍ୱରେ ପ୍ରାକୃତିକ...

kathua Encounter: ଜମ୍ମୁ-କାଶ୍ମୀରର କଠୁଆରେ ଏନକାଉଣ୍ଟର, ଫସି ରହିଛନ୍ତି…

ନୂଆଦିଲ୍ଲୀ,୭।୧: ଜମ୍ମୁ କାଶ୍ମୀରର ଜମ୍ମୁ ଡିଭିଜନର କଠୁଆ ଜିଲ୍ଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ହୋଇଛି । ବିଲ୍ଲାୱାର ଅଞ୍ଚଳର କାମଦ...

ଆୟୁଷ୍ମାନ କାର୍ଡରେ ୧୫ ଲକ୍ଷର ଚିକିତ୍ସା କରାଯାଇପାରିବ କି? ମନରେ ଦ୍ୱନ୍ଦ୍ୱକୁ କରନ୍ତୁ ଦୂର…

ନୂଆଦିଲ୍ଲୀ,୭।୧: ସରକାର ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (PM-JAY)ର ପରିସରକୁ ବଢ଼ାଇ ୭୦ ବର୍ଷ ଏବଂ ତା’ଠାରୁ ଅଧିକ ବୟସ୍କ ସମସ୍ତ ବରିଷ୍ଠ...

ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବାପା ଓ ପଡୋଶୀକୁ ହାଣି ହତ୍ୟା

ବାରିପଦା, ୭।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ କୁଶପଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ପୁଅର ଆକ୍ରମଣରେ ବାପା ସହ...

ଦିଗପହଣ୍ଡି ତହସିଲ ପକ୍ଷରୁ ପଟ୍ଟା ବଣ୍ଟନ, ୪୦୯ ହିତାଧିକାରୀଙ୍କୁ ବିଧାୟକ….  

ଦିଗପହଣ୍ଡି,୭ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମରେ ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ପଟ୍ଟା ବଣ୍ଟନ ମେଳା ଅନୁଷ୍ଠିତ...

ଭୋଜିରେ ଯୋଗଦେବାକୁ ଯିବା ହେଲା କାଳ, ବିଦ୍ୟୁତ ଆଘାତରେ ହୋମଗାର୍ଡଙ୍କ ମୃତ୍ୟୁ

ଛତ୍ରପୁର,୭ା୧(ଦିଲ୍ଲୀପ ସାମଲ): ବିଦ୍ୟୁତ ଆଘାତରେ ଜଣେ ହୋମଗାର୍ଡଙ୍କ ମୃତ୍ୟୁ ହୋଇଛି । ମୃତ ହୋମଗାର୍ଡ ଜଣକ ହେଲେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ପୁରୁଣାପାଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri