ବିଲଡରଙ୍କୁ କୋଟିଏ ଟଙ୍କା-ଦୁଇଟି କାର୍ ଠକେଇ ଅଭିଯୋଗରେ ୱେବ୍ ଖବରଦାତାଙ୍କୁ ଗିରଫ କଲା ଇଓଡବ୍ଲୁ

ଭୁବନେଶ୍ୱର,୬।୧: ରାଜଧାନୀ ଭୁବନେଶ୍ୱରରେ ଜଣେ ବିଲଡର୍ସଙ୍କୁ ୧ କୋଟି ଟଙ୍କା ଏବଂ ବିଳାସପୁର୍ଣ୍ଣ କାର୍ ଠକେଇ ଅଭିଯୋଗରେ ୱେବ ଖବରଦାତାଙ୍କୁ ଗିରଫ କରିଛି ଓଡ଼ିଶା ପୋଲିସର ଅର୍ଥନୈତିକ ଅପରାଧିକ ଶାଖା ଇଓଡବ୍ଲୁ। କଳିଙ୍ଗ କେସରୀ ରଥ ବ୍ୟକ୍ତି ଖବରଦାତା ସୁରଜିତ ଧଳଙ୍କ ନାମରେ ଅଭିଯୋଗ କରିଛନ୍ତି।

ସୂଚନାନୁସାରେ, ସରକାରୀ ଅନୁମତି ପ୍ରଦାନ ବାହାନା କରି ସୁରଜିତ ରଥଙ୍କଠାରୁ ଟଙ୍କା ମାଗିଥିଲେ। ପରେ ରଥଙ୍କଠାରୁ ସୁରଜିତ ୧ କୋଟି ଟଙ୍କା ଏବଂ ଦୁଇଟି ଦାମୀ କାର ନେଇଥଲେ। କିନ୍ତୁ ପରବର୍ତ୍ତୀ ସମୟରେ ରଥଙ୍କୁ ସରକାରୀ ଅନୁମତି ଦେଇନଥିଲେ, କି ତାଙ୍କୁ ଧରା ଛୁଆଁ ଦେଇ ନ ଥିଲେ।

ଏହାପରେ ଠକାମୀର ଶିକାର ହୋଇଥିବା ହୃଦୟଙ୍ଗମ କରି, ରଥ ଇଓଡବ୍ଲୁ ପାଖରେ ମାମଲା ରୁଜୁ କରିଥିଲେ। ଏଫ୍ଆଇଆରକୁ ଆଧାର କରି ଇଓଡବ୍ଲୁ ଅଧିକାରୀ ସୁରଜିତଙ୍କୁ ଗିରଫ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ତେବେ ଏହି ମାମଲାରେ ଇଓଡବ୍ଲୁର କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବାଙ୍କୀରେ ଧାନମଣ୍ଡି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବାଙ୍କୀ,୨୨ା୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଉପଖଣ୍ଡରେ ଚଳିତବର୍ଷ ୪୯ ପ୍ରାଥମିକ କୃଷି ସେବା ସମବାୟ ସମିତି (ପାକ୍ସ)ରେ ମଣ୍ଡି ଖୋଲିବାକୁ...

ଆକାଶରେ ପରିବର୍ତ୍ତନ

ମଣିଷ ଆଭ୍ୟନ୍ତରୀଣ ଉପତ୍ୟକାରୁ ଉପକୂଳ, ଜଙ୍ଗଲରୁ ପର୍ବତ ଅଞ୍ଚଳକୁ ସ୍ଥାନାନ୍ତର ହୋଇଥିବାରୁ ତାହା ବିଭିନ୍ନ କାହାଣୀ ଓ ସଙ୍କେତ ବହନ କରିଥିଲା। ସେମାନଙ୍କ ସହ ଆକାଶ...

ସମସ୍ତେ ଶୋଇଥିବା ବେଳେ ଲାଗିଲା ନିଆଁ, ଜଳିଗଲା ୧୦ ବଖରା ଘର

ବାସୁଦେବପୁର,୨୨।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଂଚାୟତର ନାୟକ ସାହିରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୧୦ ବଖରା ଘର ଜଳିଯାଇଛ।...

ବଞ୍ଚିବାର ସଂଘର୍ଷ

କ୍ଷୁଧା ବା ଭୋକକୁ ମଣିଷ ନିଜର ପ୍ରାଥମିକତା ମନେକରେ। ଚିନ୍ତା କରେ କ’ଣ କଲେ ପେଟରେ ଦାନା ପଡ଼ିବ। ନିଜେ ବଞ୍ଚିଲେ ତ ପରିବାର ମୁହଁରେ...

ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣରେ ଅସଙ୍ଗତି

ନାଗରିକଙ୍କ ଜନ୍ମ ଓ ମୃତ୍ୟୁର ପଞ୍ଜୀକରଣ ଏକ ଆବଶ୍ୟକତା। ଆମ ଗଣତାନ୍ତ୍ରିକ ସରକାର ୧୯୬୯ ମସିହାରେ ଜନ୍ମ ମୃତ୍ୟୁ ପଞ୍ଜୀକରଣ ଆଇନ ତିଆରି କରିଛନ୍ତି। ଯେଉଁଠି...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri