କନ୍ଧମାଳ ଜିଲ୍ଲାର ଫୁଲବାଣୀକୁ ରେଳ ମାନଚିତ୍ରରେ ସଂଯୋଗ କରାଯିବ: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଦଶପଲ୍ଲା ,୬ା୧: ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ନୟାଗଡ଼ ଜିଲ୍ଲା ଗସ୍ତରେ ଆସି ଦଶପଲ୍ଲା ରେଳଷ୍ଟେସନ୍‌‌ ଠାରେ ୪ଟି ଟ୍ରେନ୍ର ସମ୍ପ୍ରସାରଣର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ୱର-ନୟାଗଡ଼ ଟାଉନ ଏକ୍ସପ୍ରେସ୍, ଭୁବନେଶ୍ୱର – ନୂଆଗାଁ ରୋଡ଼ ପାସେଞର ସ୍ପେଶାଲ,ପୁରୀ-ନୂଆଗାଁ ରୋଡ଼ ପାସେଞ୍ଜର ସ୍ପେଶାଲ, ଭଦ୍ରକ-ନୟାଗଡ଼ ଟାଉନ ମେମୁ ଟ୍ରେନ ଗୁଡ଼ିକର ଦଶପଲ୍ଲା ପର୍ଯ୍ୟନ୍ତ ସମ୍ପ୍ରସାରଣ କରାଯାଇଛି।

ଏଥିସହିତ ମନ୍ତ୍ରୀ ଶ୍ରୀ ବୈଷ୍ଣବ ଖୋର୍ଦ୍ଧାବଲାଙ୍ଗୀର ରେଳଲାଇନ୍‌‌ର ନୂଆଗାଁ ରୋଡ, ଦଶପଲ୍ଲା ରେଳ ସେକସନ୍‌‌ର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଶ୍ରୀ ବୈଷ୍ଣବ କହିଛନ୍ତି, ଖୋର୍ଦ୍ଧାବଲାଙ୍ଗୀର ରେଳ ଲାଇନ୍‌‌ ସହିତ କଣ୍ଟିଲୋ ଏବଂ ଖଣ୍ଡପଡ଼ାକୁ ଯୋଡ଼ିବା ପାଇଁ ଯୋଜନା କରାଯାଉଛି। ଫୁଲବାଣୀକୁ ରେଳ ମାନଚିତ୍ରରେ ସଂଯୋଗ କରାଯିବ ବୋଲି ରେଳମନ୍ତ୍ରୀ କହିଛନ୍ତି।

ସେ କହିଛନ୍ତି, ଗୋପାଳପୁରରେଢାଖୋଲ ନୂଆ ରେଳ ଲାଇନ୍‌‌ ପ୍ରକଳ୍ପର ସମୀକ୍ଷା କରାଯିବ ଏବଂ କନ୍ଧମାଳର ଜିଲ୍ଲାର ଫୁଣବାଣୀକୁ ରେଳ ମାନଚିତ୍ର ସହିତ ସଂଯୋଗ
କରାଯିବ। ଏଥିସହିତ ରେଳମନ୍ତ୍ରୀ ଭୁବନେଶ୍ୱର ଆସି ରେଳଷ୍ଟେସନ୍‌‌ରେ ଚାଲିଥିବା ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକର ସମୀକ୍ଷା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri