Posted inଫୁରସତ

ନାଚି ନାଚି ଯୁବକଙ୍କୁ ଟ୍ରେନ୍‌ ଟ୍ରାକ୍‌କୁ ଠେଲି ଦେଲେ ଯୁବତୀ: ଆଉ ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

ଅନେକ ଥର ସୋସିଆଲ ମିଡିଆରେ ମଜାଳିଆ ଭିଡିଓ ଭାଇରାଲ ହୋଇଥାଏ। ଏହିପରି ଭିଡିଓ ଲୋକମାନଙ୍କୁ ହସାଇଥାଏ। ଆଜିକାଲି ଇଣ୍ଟରନେଟରେ ଏମିତି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଜଣେ ଯୁବତୀ ନାଚି ନାଚି ଏପରି କାର୍ଯ୍ୟ କରିଥିଲେ ଯେ ତାଙ୍କ ସାମ୍ନାରେ ଥିବା ବ୍ୟକ୍ତି ରାଗିଯାଇ ତାଙ୍କୁ ଚାପୁଡ଼ା ମାରିଥିଲେ।
ଭାଇରାଲ ଭିଡିଓରେ ଏହା ଦେଖିବାକୁ ମିଳେ ଯେ, ଜଣେ ଯୁବତୀ ରେଳ ଟ୍ରାକ୍‌ ପାଖରେ ନାଜିବାରେ ବ୍ୟସ୍ତ ଥାନ୍ତି। ଏହା ପରେ ସେ ହଠାତ୍‌ ସେହି ବାଟ ଦେଇ ଯାଉଥିବା ଜଣେ ବ୍ୟକ୍ତିଙ୍କୁ ଟ୍ରାକ୍‌ ପାଖକୁ ଠେଲି ଦିଅନ୍ତି। ଏହା ଦେଖି ସମ୍ପୃକ୍ତ ବ୍ୟକ୍ତି ରାଗିଯାଇ ତାଙ୍କୁ ଚାପୁଡ଼ା ମାରିଛନ୍ତି। ତଥାପି ଏହା ଯୁବତୀଙ୍କ ଉପରେ କୌଣସି ପ୍ରଭାବ ପକାଇ ନ ଥିଲା। ସେ ନୃତ୍ୟ ପରିବେଷଣ କରି ଚାଲିଥିଲେ। ଭିଡିଓଟି ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ seemakanojiya87 ନାମକ ଜଣେ ୟୁଜର୍ସଙ୍କ ଦ୍ୱାରା ଶେୟାର କରାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୨ ମିଲିୟନରୁ ଅଧିକ ଲୋକ ଏହି ଭିଡିଓ ଦେଖିଛନ୍ତି। ଏଥି ସହିତ ଅନେକ ୟୁଜର୍ସ ମଧ୍ୟ ଏହା ଉପରେ ନିଜର ମତାମତ ଦେଇଛନ୍ତି। ଲୋକମାନେ ଏହି ପୋଷ୍ଟକୁ ମଜାଳିଆ ପ୍ରତିକ୍ରିୟା ଦେଉଛନ୍ତି।
ଭାଇରାଲ ଭିଡିଓରେ ଲୋକମାନେ ଅନେକ ମଜାଦାର ପ୍ରତିକ୍ରିୟା ଦେଉଛନ୍ତି। ଅନ୍ୟ ଜଣେ ୟୁଜର୍ସ ଲେଖିଛନ୍ତି – ମୁଁ ସରକାରଙ୍କୁ ଅନୁରୋଧ କରୁଛି ଯେ ଏହିପରି ଲୋକଙ୍କ ପାଇଁ ଏକ ପୃଥକ ଦେଶ ସୃଷ୍ଟି କରନ୍ତୁ।

 

View this post on Instagram

 

A post shared by Seema Kanojiya (@seemakanojiya87)


Enter your email to get our daily news in your inbox.

All Right Reserved By Dharitri.Com

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri