ଜିଲା ପାଇଁ ଗୌଣବ ଆଣିଲେ ଦେବଦର୍ଶି: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ମହାକାଳପଡ଼ା, ୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲାରେ ଚଳିତ ମାଟ୍ରିକ ପରୀକ୍ଷାରେ ସର୍ବାଧିକ ନମ୍ବର ୫୭୧ ରଖିଛନ୍ତି ଦେବଦର୍ଶୀ ମଣ୍ଡଳ । ଖରିନାସୀ ଉଚ୍ଚ ବିଦ୍ୟାଳୟ ମେଧାବୀ ଛାତ୍ର ଦେବଦର୍ଶୀ ଓ ବ୍ଲକ୍‌ର ଅନ୍ୟ ୪…

ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ ‘ଡାକ୍ତରଙ୍କ ମୃତ୍ୟୁ ପରେ ମଧ୍ୟ ଉତ୍ତରାଧିକାରୀଙ୍କ ବିରୋଧରେ ରୋଗୀଙ୍କ ପ୍ରତି ଅବହେଳା ମାମଲା ଜାରି ରହିବ’

ନୂଆଦିଲ୍ଲୀ,୫।୫: ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଯାହାର ସୁଦୂର ପ୍ରସାରୀ ପ୍ରଭାବ ରହିଛି, ସୁପ୍ରିମକୋର୍ଟ ସୋମବାର (୪ ମଇ, ୨୦୨୬) ରାୟ ଦେଇଛନ୍ତି ଯେ, ଆଇନ ଅନୁଯାୟୀ, ଯଦି ଜଣେ ଡାକ୍ତର ଚିକିତ୍ସା ଅବହେଳା ଅଭିଯୋଗ…

ଜଗନ୍ନାଥଙ୍କୁ କରିଥିଲେ ଅପମାନ, ଗଲା ଦିଦିଙ୍କ ଆସନ

ପୁରୀ,୫।୫(ଅଜିତ୍‌ କୁମାର ମହାନ୍ତି): ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଭାଜପା ବିପୁଳ ବିଜୟ ହାସଲ କରିଛି । ୨୦୦ରୁ ଅଧିକ ବିଧାନସଭା ଆସନରେ ଜିତି ଭାଜପା ବହୁମତ ହାସଲ କରିଛି । ଦୀଘା ଜଗନ୍ନାଥ ମନ୍ଦିରରେ…

ପାଣି ପାଇଁ ରାଜରାସ୍ତାକୁ ଓହ୍ଲାଇଲେ ଶ୍ରମିକ: ସମସ୍ୟା ସମାଧାନ ପାଇଁ ଉଠିଲା ଦାବି

ମହାକାଳପଡ଼ା, ୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):ମହାକାଳପଡ଼ା ବ୍ଲକ ଯଦୁପୁର ପଞ୍ଚାୟତ ୫୩ ନଂ. ଜାତୀୟ ରାଜପଥ ମଶାକଣି ବଡଦଣ୍ଡାଠାରେ କେନ୍ଦ୍ରୀୟ ପଣ୍ୟାଗାର ନିଗମ ଗୋଦାମ ଗୃହ ରହିଛି। ଏହି ଗୋଦାମ ଗୃହରେ ଶହେରୁ ଅଧିକ ଦୈନିକ…

ବେକରେ ଛୁରି ଲଗାଇ ବ୍ୟବସାୟୀଙ୍କ ଘରୁ ସଶସ୍ତ୍ର ଡକାୟତି, ମୁଖାପିନ୍ଧି ଲୁଟିନେଲେ ୧୫ ଭରି ସୁନା…

ଲାଞ୍ଜିଗଡ,୫।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଜନଗନ୍ନାଥପୁର ପଞ୍ଚାୟତ ଜଗନ୍ନାଥପୁର ଗ୍ରାମର ଜଣେ ବ୍ୟବସାୟୀଙ୍କ ଘରୁ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ଆନନ୍ଦ ଅଗ୍ରୱାଲଙ୍କ ଘରେ…

ବହୁମତରୁ ବଞ୍ଚିତ ବିଜୟଙ୍କ ଆଡ଼କୁ ‘ହାତ’ ବଢ଼ାଇବ କି କଂଗ୍ରେସ? ରାହୁଲ ଦେଲେ ବଡ଼ ସଙ୍କେତ

ଚେନ୍ନାଇ,୫।୫: ନିର୍ବାଚନୀ ରାଜନୀତିରେ ଏକ ଚମତ୍କାର ପ୍ରବେଶ ସହିତ, ବିଜୟ ଥାଲାପତି ତାମିଲନାଡୁର ରାଜନୈତିକ ଦୃଶ୍ୟପଟରେ ଦୀର୍ଘ ସମୟ ଧରି ପ୍ରଭାବ ବିସ୍ତାର କରିଥିବା ଡିଏମକେ ଏବଂ ଏଆଇଏଡିଏମକେକୁ ବହୁ ପଛରେ ପକାଇ ଦେଇଛନ୍ତି।…

ନେତା ମତଦାତା

ପୂର୍ବରୁ ଥିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କ ନାମ ଓ ମୁହଁ ଜଣା ନ ପଡ଼ିଲେ ବିଧାନସଭା ନିର୍ବାଚନ ଲଢ଼ିବା କଷ୍ଟକର। ଏଥିସହିିତ ସବୁବେଳେ କୁହାଯାଉଥିଲା ‘ବିକଳ୍ପ କିଏ’। ଇଂଲିଶ୍‌ରେ ତାହା ଥିଲା ଟିନା ବା ଦ୍ୟାରିଜ୍‌ ନୋ ଅଲ୍ଟରନେଟିଭ୍‌। ଏବେ ସେହିସବୁ ଚିନ୍ତାଧାରାରୁ…

ସାଧାରଣ ଜନତାଙ୍କ ପାଇଁ ଆଶ୍ୱସ୍ତିକର ଖବର, ଗ୍ୟାସ ସିଲିଣ୍ଡର, ପେଟ୍ରୋଲ, ଡିଜେଲକୁ ନେଇ ବଡ଼ ପ୍ରତିଶ୍ରୁତି ଦେଲେ ସରକାର

ନୂଆଦିଲ୍ଲୀ,୫।୫: ସୋମବାର, ସରକାର ପ୍ରତିଶ୍ରୁତି ଦେଇଥିଲେ ଯେ, ପଶ୍ଚିମ ଏସିଆରେ ଉତ୍ତେଜନା ସତ୍ତ୍ୱେ, ଘରୋଇ LPG ଏବଂ ଇନ୍ଧନର ଯୋଗାଣ ସ୍ଥିର ଏବଂ ନିରବଚ୍ଛିନ୍ନ ରହିଛି। ପେଟ୍ରୋଲ, ଡିଜେଲ କିମ୍ବା LPG ସିଲିଣ୍ଡରର ଖୁଚୁରା ମୂଲ୍ୟ ବୃଦ୍ଧି କରିବାର କୌଣସି ଯୋଜନା…

ଏହି ଦିନ ପର୍ଯ୍ୟନ୍ତ ବର୍ଷା-ପବନ: ଘରୁ ନ ବାହାରିବାକୁ ପରାମର୍ଶ

ଭୁବନେଶ୍ୱର, ୫ା୫(ବନ୍ଦନା ସେଠୀ):ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିଥିବାବେଳେ ଅଧିକାଂଶ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି। କେବଳ ବୌଦ୍ଧ ଜିଲାରେ ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀ ରହିଥିବାବେଳେ ଝାରସୁଗୁଡାରେ ୪୦.୬ ଡିଗ୍ରୀ ଏବଂ ତାଳଚେରରେ ୪୦.୨ ଡିଗ୍ରୀ ରେକର୍ଡ କରାଯାଇଥିଲା। ବାକି…

ବଡ଼ ଦୁଃଖଦ ଘଟଣା! କୋଠାରେ ପିଟିହେଲା ବିମାନ, VIDEO ଦେଖିଲେ ଥରି ଉଠିବ ଛାତି

ବ୍ରାସିଲିଆ,୫।୫ : ବ୍ରାଜିଲରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି । ଏକ ବିମାନ ହଠାତ୍ ସେଠାରେ ଏକ କୋଠା ସହିତ ଧକ୍କା ହୋଇଛି । ବ୍ରାଜିଲର ବେଲୋ ହରିଜୋଣ୍ଟେ ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ତୁରନ୍ତ ରିଲିଫ୍…

ଓଡ଼ିଶା ବିଚାରପତିଙ୍କ ନକାରାତ୍ମକ ସର୍ତ୍ତକୁ ସୁପ୍ରିମ୍‌ କୋର୍ଟଙ୍କ ଭର୍ତ୍ସନା

କଟକ, ୫।୫(କାର୍ତ୍ତିକ ସାହୁ): ରାୟଗଡ଼ା ଜିଲା କାଶୀପୁର ଥାନା ଭଙ୍ଗାରୁଜା ଘଟଣାରେ ଗିରଫ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରିବା ନିମନ୍ତେ ଓଡ଼ିଶା ହାଇକୋର୍ଟ ୨୦୨୫ ମେ ୯ତାରିଖରେ ଦେଇଥିବା ଆଦେଶକୁ ସୋମବାର ସୁପ୍ରିମକୋର୍ଟ ଭର୍ତ୍ସନା କରିଛନ୍ତି । ଏକ ନିର୍ଦ୍ଦିଷ୍ଟ ଜାତିର…

ଡଲାର ତୁଳନାରେ ଟଙ୍କାର ସର୍ବକାଳୀନ ମୂଲ୍ୟ ହ୍ରାସ

ମୁମ୍ବାଇ,୫।୫: ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କା ମୂଲ୍ୟ ସୋମବାର ୩୯ ପଇସା ହ୍ରାସ ପାଇ ସର୍ବକାଳୀନ ନିମ୍ନ ସ୍ତରରେ ପହଞ୍ଚତ୍ଛି। ୧ ଡଲାର ମୂଲ୍ୟ ସୋମବାର ୯୫ ଟଙ୍କା ୨୩ ପଇସା ହୋଇଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଲାଗିରହିଥିବାରୁ ବିଶ୍ୱ ଷ୍ଟକ୍‌…

ଟିଏମ୍‌ସିର ୧୫ ବର୍ଷ ଶାସନର ଘଟିଲା ପତନ: ପଶ୍ଚିମବଙ୍ଗରେ ପ୍ରଥମଥର ପାଇଁ ସରକାର ଗଢ଼ିବ ଭାଜପା

କୋଲକାତା,୪ା୫(ପି.ଟି.):ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ରାଜ୍ୟ ରାଜନୀତିରେ ବଡ଼ ପରିବର୍ତ୍ତନ ଆଣିଛି। ଏଠାରେ ଭାଜପା ବିପୁଳ ବିଜୟ ହାସଲ ସହ ପ୍ରଥମ ଥର ପାଇଁ ରାଜ୍ୟରେ ସରକାର ଗଢ଼ିବାକୁ ଯାଉଛି। ୨୯୪ ଆସନ ବିଶିଷ୍ଟ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମ୍ୟାଜିକ୍‌ ସଂଖ୍ୟା ୧୪୮…

ରସଗୋଲା କାହାର, ଓଡ଼ିଶାର ନା ପଶ୍ଚିମବଙ୍ଗର: ଭାଜପାର ମହାବିଜୟ ପରେ ଖୋଲାଖୋଲି ଧର୍ମେନ୍ଦ୍ର ପ୍ରଧାନ ଦେଲେ ଏମିତି ଜବାବ

କୋଲକାତା,୪।୫: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏଥର ନିର୍ବାଚନ ଫଳାଫଳରେ ଏକ ବଡ଼ ପରିବର୍ତ୍ତନ ଦେଖାଦେଇଛି ଏବଂ ୧୫ ବର୍ଷ ଧରି ଶାସନ କରୁଥିବା ମମତା ବାନାର୍ଜୀଙ୍କ ହାତରୁ କ୍ଷମତା ଖସି ଯାଇଛି। ଭାଜପା ଏଠାରେ ସମ୍ପୂର୍ଣ୍ଣ ବହୁମତ…

କ୍ଷମତା ତ ଦୂରର କଥା, ନିଜ ଆସନ ମଧ୍ୟ ବଞ୍ଚାଇ ପାରିଲେନି ଦିଦି, ବିଜୟୀ ହେବା ପରେ ଶୁଭେନ୍ଦୁ ଅଧିକାରୀ କହିଲେ- ମମତାଙ୍କୁ ପରାସ୍ତ କରିବା…

କୋଲକାତା,୪।୫: ଭାରତୀୟ ଜନତା ପାର୍ଟି (ଭାଜପା) ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଏକ ଐତିହାସିକ ବିଜୟ ହାସଲ କରିଛି। ୨୯୪ ସଦସ୍ୟ ବିଶିଷ୍ଟ ବଙ୍ଗଳା ବିଧାନସଭାରୁ ଭାଜପା ୨୦୮ଟି ଆସନ ଜିତିଛି। ତଥାପି, ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା ହେଉଛି ଯେ ୧୫ ବର୍ଷ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ବିଜୟନ୍‌: ସ୍ବାଧୀନତା ପରେ ପ୍ରଥମଥର ପାଇଁ…

ଥିରୁଭାନନ୍ତପୁରମ୍‌,୪।୫: କେରଳମ୍‌ ବିଧାନସଭା ନିର୍ବାଚନର ଫଳାଫଳ ଆସିଛି, ଯଦିଓ ବର୍ତ୍ତମାନ ଅନେକ ନିର୍ବାଚନମଣ୍ଡଳୀରେ ଭୋଟ ଗଣତି ଚାଲିଛି। ଧାରା ଅନୁସାରେ, ବାମପନ୍ଥୀମାନେ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛନ୍ତି। ୟୁଡିଏଫ ଗତ ୧୦ ବର୍ଷ ଧରି କ୍ଷମତାରେ ଥିବା ଏଲଡିଏଫକୁ ଗାଦିଚ୍ୟୁତ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୪ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୨ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri